Home Bibles ☰ Books ଯିହୋଶୂୟ 15:11 · ଓଡ଼ିଆ ବାଇବେଲ
ଯିହୋଶୂୟ 15:11 · ଓଡ଼ିଆ ବାଇବେଲ

ଏହାପରେ ସେ ସୀମା ଇକ୍ରୋଣର ଉତ୍ତର ପାଶର୍‌ବ ପର୍ୟ୍ଯନ୍ତ ଗଲା। ସଠାେରକ୍ସ୍ଟ ସେ ଶକ୍କରେୋନ୍ ସୀମା ପର୍ୟ୍ଯନ୍ତ ବିସ୍ତୃତ ଥିଲାଓ ବାଲା ପର୍ବତ ରେ ପଡି ୟବନିଯଲେ ପର୍ୟ୍ଯନ୍ତ ଥିଲା। ସହେି ସୀମାର ପ୍ରାନ୍ତ ଭାଗ ସମକ୍ସ୍ଟଦ୍ର ଥିଲା।

Cross references

ଗଣନା ପୁସ୍ତକ 34:6

ଭୂମଧ୍ଯସାଗର ପଶ୍ଚିମ ସୀମା ହବେ। ଏହା ତୁମ୍ଭମାନଙ୍କର ପଶ୍ଚିମ ସୀମା ହବେ।

ଯିହୋଶୂୟ 15:45

ୟିହକ୍ସ୍ଟଦାର ଲୋକମାନେ ମଧ୍ଯ ଏହି ସହରଗକ୍ସ୍ଟଡିକ ତାଙ୍କ ଅଧିକାରକକ୍ସ୍ଟ ଆସିଲା, ସଗେକ୍ସ୍ଟଡିକ ହେଲା, ଇକୋର୍ଣ, ତା'ର ଉପନଗର ଓ ତା'ର ନିକଟବର୍ତ୍ତୀ ଗ୍ରାମଗକ୍ସ୍ଟଡିକ।

ଯିହୋଶୂୟ 19:43

ଏଲୋନ୍, ତିମ୍ନାଥା ଓ ଇକ୍ରୋଣ,

ବିଚାରକର୍ତାମାନଙ୍କ ବିବରଣ 1:18

ୟିହକ୍ସ୍ଟଦାର ଲୋକମାନେ ଘାସା ସହର ଏବଂ ଏହାର ପାଶର୍‌ବବର୍ତ୍ତୀ ସହର ଅଧିକାର କଲେ। ସମାନେେ ଅସ୍କିଲୋନ୍ ସହରଗକ୍ସ୍ଟଡିକ ଓ ଇକୋର୍ଣ ଓ ତା'ର ପାଶର୍‌ବବର୍ତ୍ତୀ ଅଞ୍ଚଳକକ୍ସ୍ଟ ଅଧିକାର କଲେ।

ପ୍ରଥମ ଶାମୁୟେଲ 5:8

ଏଣୁ ସମାନେେ ଲୋକ ପଠାଇ ପଲେଷ୍ଟୀୟମାନଙ୍କ ସମସ୍ତ ଅଧିପତିଙ୍କକ୍ସ୍ଟ ଆପଣାମାନଙ୍କ ନିକଟରେ ଏକତ୍ରିତ କରି କହିଲେ, ଇଶ୍ରାୟେଲର ପରମେଶ୍ବରଙ୍କ ପବିତ୍ର ସିନ୍ଦକ୍ସ୍ଟକ ବିଷଯ ରେ ଆମ୍ଭମାନେେ କ'ଣ କରିବା?

ପ୍ରଥମ ଶାମୁୟେଲ 5:10

ଏହାପରେ ସମାନେେ ପରମେଶ୍ବରଙ୍କ ପବିତ୍ର ସିନ୍ଦକ୍ସ୍ଟକ ଇକ୍ରୋଣକକ୍ସ୍ଟ ପଠାଇଲେ। ଯେତବେେଳେ ଇଶ୍ରାୟେଲର ପରମେଶ୍ବରଙ୍କର ପବିତ୍ର ସିନ୍ଦକ୍ସ୍ଟକ ଆସିଲା।

ପ୍ରଥମ ଶାମୁୟେଲ 7:14

ପଲେଷ୍ଟୀୟମାନେ ଇଶ୍ରାୟେଲଠାରକ୍ସ୍ଟ ଇକ୍ରୋଣଠାରକ୍ସ୍ଟ ଗାଥ୍ ପର୍ୟ୍ଯନ୍ତ ସହର ଛଡାଇ ନଇେଥିଲେ?

ଦିତୀୟ ରାଜାବଳୀ 1:2

ଏକଦା ଅହସିଯ ତାଙ୍କର ଶମରିଯାସ୍ଥିତ ଗୃହର ଛାତ ଉପରୁ ଝରକା ଦଇେ ପଡି ଆହତ ହେଲ। ସେ ସଙ୍ଗେ ସଙ୍ଗେ ଦୂତମାନଙ୍କୁ ଆଦେଶ ଦେଲେ, ୟାଅ, ମୁଁ ଏହି ଆଘାତରୁ ଆରୋଗ୍ଯ ଲାଭ କରିବି କି ନାହିଁ। ଏହା ଇକୋର୍ଣର ଯାଜକ ବାଲ-ସବୂବଙ୍କୁ ଅନୁସନ୍ଧାନ କରି ପଗ୍ଭର।

ଦିତୀୟ ରାଜାବଳୀ 1:6

ତହୁଁ ବାର୍ତ୍ତାବହମାନେ ଅହସିଯଙ୍କୁ କହିଲେ, ଜଣେ ଲୋକ ଆମ୍ଭକୁ ସାକ୍ଷାତ କରିବାକୁ ଆସିଲେ ଓ କହିଲେ, ତୁମ୍ଭ ରାଜାଙ୍କ ପାଖକୁ ଫରେିୟାଅ ଓ ତାଙ୍କୁ କୁହ, ସଦାପ୍ରଭୁ କୁହନ୍ତି, 'ଇଶ୍ରାୟେଲ ରେ କ'ଣ ପରମେଶ୍ବର ନାହାଁନ୍ତି? ତବେେ ତୁମ୍ଭେ କାହିଁକି ବାର୍ତ୍ତାବହମାନଙ୍କୁ ଇକୋର୍ଣର ଦବେତା ବାଲ-ସବୂବଙ୍କୁ ପଗ୍ଭରିବାକୁ ପଠାଇଅଛ? ତେଣୁ ତୁମ୍ଭେ ଆଉ ଶୟ୍ଯାରୁ ଉଠିବ ନାହିଁ, ସହେିଠା ରେ ମରିବ।'

ଦିତୀୟ ରାଜାବଳୀ 1:16

ତହୁଁ ଏଲିଯ ରାଜାଙ୍କୁ କହିଲେ, ଇଶ୍ରାୟେଲ ରେ କ'ଣ ପରମେଶ୍ବର ନାହାଁନ୍ତି? ତୁମ୍ଭେ ଇକୋର୍ଣ ଦବେତା ବାଲ୍-ସବୂବଠାରୁ ପ୍ରଶ୍ନ ପଗ୍ଭରିବାକୁ, କିହିଁକି ଦୂତ ପଠାଇଲ? ତୁମ୍ଭର ଏହି କାର୍ୟ୍ଯ ଯୋଗୁଁ ତୁମ୍ଭେ ଶୟ୍ଯାରୁ ଆଉ ଉଠିବ ନାହିଁ, ସହେିଠା ରେ ତୁମ୍ଭେ ମରିବ। ସଦାପ୍ରଭୁ ଏହିସବୁ ବାକ୍ଯଗୁଡିକ କହିଲେ।

ଦିତୀୟ ବଂଶାବଳୀ 26:6

ଉଷିୟ ପଲେଷ୍ଟୀୟ ଲୋକମାନଙ୍କ ବିରୁଦ୍ଧ ରେ ଗୋଟିଏ ୟୁଦ୍ଧ କଲେ। ସେ ଗାଥ୍, ଯବ୍ନିର ଓ ଅସ୍ଦୋଦ୍ ସହରର ଚତୁର୍ଦ୍ଦିଗ ରେ ଥିବା ପ୍ରାଚୀର ସବୁ ଭାଙ୍ଗି ପକାଇଲେ। ଉଷିୟ ଅସ୍ଦୋଦ୍ ସହର ନିକଟରେ ଓ ଅନ୍ଯାନ୍ଯ ସ୍ଥାନ ରେ ପଲେଷ୍ଟୀୟ ଲୋକମାନଙ୍କ ମଧିଅରେ ସହରମାନ ନିର୍ମାଣ କଲେ।

Interlinear

Choose Theme