ଯିହୋଶୂୟ 15:18 · ଓଡ଼ିଆ ବାଇବେଲ
ଅକ୍ଷାର ଅନ୍ତୀଯଲେ ସହିତ ୟିବାକକ୍ସ୍ଟ ବାହାରନ୍ତେ, ଅକ୍ଷାର ଅତ୍ନିଯଲକେକ୍ସ୍ଟ କହିଲେ ତାଙ୍କ ବାପାଙ୍କକ୍ସ୍ଟ କିଛି ଭୂମି ମାଗିବା ପାଇଁ। ଅକ୍ଷାର ତାଙ୍କ ପିତାଙ୍କ ପାଖକକ୍ସ୍ଟ ଗଲେ। ଯେତବେେଳେ ସେ ତାଙ୍କ ଗଧରକ୍ସ୍ଟ ଓହ୍ଲାଇ ପଡିବା ସମୟରେ କାଲେବ୍ ତାଙ୍କୁ ପଚାରିଲେ, ତୁମ୍ଭର ଆଉ କ'ଣ ଦରକାର?
Cross references
ଆଦି ପୁସ୍ତକ 24:64
ରିବିକା ଅନାଇ ଇସ୍ହାକକୁ ଦେଖିଲା, ତା'ପରେ ସେ ଓଟରୁ ଓହ୍ଲାଇ ପଡ଼ିଲା।
ପ୍ରଥମ ଶାମୁୟେଲ 25:23
ଠିକ୍ ସହେି ସମୟରେ ଅବୀଗଲ୍ ପହଞ୍ଚିଗଲା, ଯେତବେେଳେ ଅବୀଗଲ ଦାଉଦଙ୍କକ୍ସ୍ଟ ଦେଖିଲା, ସେ ସଙ୍ଗେ ସଙ୍ଗେ ଗଧ ପିଠିରକ୍ସ୍ଟ ଓହ୍ଲାଇ ପଡି ନତମସ୍ତକ ହାଇେ ଦାଉଦ ସମ୍ମକ୍ସ୍ଟଖ ରେ ସମ୍ମାନ ଜଣାଇଲା।