Home Bibles ଯିହୋଶୂୟ 15:3 · ଓଡ଼ିଆ ବାଇବେଲ
ଯିହୋଶୂୟ 15:3 · ଓଡ଼ିଆ ବାଇବେଲ

ଏହି ସୀମା ଦକ୍ଷିଣ ଦିଗର ଅନ୍ତ୍ରଦ୍ଦୀମ ଘାଟି ଦଇେ ସିନ୍ ପର୍ୟ୍ଯନ୍ତ ଗଲା। ପକ୍ସ୍ଟଣି ଦକ୍ଷିଣ ରେ କାଦେଶ ବର୍ଣ୍ଣଯେ ପର୍ୟ୍ଯନ୍ତ ଉପରକକ୍ସ୍ଟ ଉଠିଲା ତହିଁ ହିଷ୍ରୋଣ ଦଇେ ଅଦ୍ଦର ଉପରକକ୍ସ୍ଟ ଉଠି କର୍କ୍କା ପର୍ୟ୍ଯନ୍ତ ବକ୍ସ୍ଟଲିକରି ଗଲା।

Cross references

ଆଦି ପୁସ୍ତକ 14:7

ଏବାପରେ ରାଜା କଦର୍ଲାଯୋମର ସଠାରୁେ ଫରେି ଐଣ୍ମିସ୍ପଟ୍ ଅର୍ଥାତ କାଦେଶକୁ ୟାଇ ଅମାଲାକୀଯ ଲୋକମାନଙ୍କୁ ସମସ୍ତ ଦେଶ ଏବଂ ହତ୍-ସସୋନ୍ ତାମର ନିବାସୀ ଇ ମାରେୀଯ ଲୋକମାନଙ୍କୁ ପରାସ୍ତ କଲେ।

ଗଣନା ପୁସ୍ତକ 20:1

ଇଶ୍ରାୟେଲର ଲୋକମାନଙ୍କର ସମସ୍ତ ମଣ୍ତଳୀ ପ୍ରଥମ ମାସ ରେ ସୀନ୍ ମରୁଭୂମିରେ ଉପସ୍ଥିତ ହେଲେ। ସମାନେେ କାଦେଶ ରେ ବାସ କଲେ। ମରିଯମ ସହେି ସ୍ଥାନ ରେ ମୃତ୍ଯୁବରଣ କଲେ ଓ ତାଙ୍କୁ ସଠାେରେ କବର ଦିଆଗଲା।

ଗଣନା ପୁସ୍ତକ 32:8

ମୁଁ ତୁମ୍ଭର ପିତୃଲୋକମାନଙ୍କୁ କାଦେଶ ବର୍ଣଯଠାରୁେ ସହେି ଦେଶ ଦେଖିବାକୁ ପଠାଇବା ବେଳେ ସମାନେେ ଏହିରୂପେ କରିଥିଲେ।

ଗଣନା ପୁସ୍ତକ 34:4

ପୁଣି ତୁମ୍ଭମାନଙ୍କର ସୀମା ଦକ୍ଷିଣ ଦିଗରୁ ଫରେି ଅକ୍ରଦ୍ଦୀମ ଘାଟ ଦଇେ ସୀନ୍ ପର୍ୟ୍ଯନ୍ତ ୟିବ ଓ ସଠାରୁେ କାଦେଶ ବର୍ଣଯରେ ଦକ୍ଷିଣ ଦଇେ ହତସର-ଅଦରକୁ ଆସି ଅସ୍ମୋନ ପର୍ୟ୍ଯନ୍ତ ୟିବ।

ବିଚାରକର୍ତାମାନଙ୍କ ବିବରଣ 1:36

ଇ ମାରେୀଯ ଲୋକମାନଙ୍କର ଭୂମିର ସୀମା ଅକ୍ରଦ୍ଦୀମ ଘାଟି ଶୈଳଠାରକ୍ସ୍ଟ ଏବଂ ପର୍ବତ ଦେଶ ଶିଳା ସୀମା ମଧିଅରେ ଥିଲା।

Interlinear

Choose Theme