ଯିହୋଶୂୟ 15:36 · ଓଡ଼ିଆ ବାଇବେଲ
ଶାରଯିମ୍, ଅଦୀଥଯିମ୍, ଗ ଦଲୋ ଓ ଗଦରୋଥଯିମ, ଏହିପରି କ୍ଷତେ ସମତେ ଚଉଦ ନଗର ଥିଲା।
Cross references
ପ୍ରଥମ ଶାମୁୟେଲ 17:52
ଇଶ୍ରାୟେଲର ଓ ୟିହକ୍ସ୍ଟଦାର ଲୋକମାନେ ଉଠି ଜଯଧ୍ବନି କଲେ ଓ ସନ୍ନିକଟ ଇକ୍ରୋଣ ଫାଟକ ପର୍ୟ୍ଯନ୍ତ ପଲେଷ୍ଟୀୟମାନଙ୍କ ପେଛ ପେଛ ଗୋଡ଼ାଇଲେ। ତା'ପରେ ସମାନେେ ପଲେଷ୍ଟୀୟମାନଙ୍କୁ ହତ୍ଯା କରି ଶାରଯିମ ପଥରେ ଗାଥ ଓ ଇକୋର୍ଣ ପର୍ୟ୍ଯନ୍ତ ପକାଇଲେ।
ପ୍ରଥମ ବଂଶାବଳୀ 12:4
ଗିବିଯୋନ ୟିଶ୍ମଯିଯ ତିରିଶ ଜଣ ବୀରଙ୍କ ମଧିଅରେ ବଳଶାଳୀ ଥିଲେ ଓ ସେ ଏହି ତିରିଶ ଜଣ ବୀରଙ୍କର ଜଣେ ନେତା ଥିଲେ। ଗଦରୋଥୀଯ ଲୋକମାନଙ୍କ ମଧ୍ଯରୁ ଯିରିମିୟ, ୟହସୀଯଲେ, ୟୋହାନନ ଓ ୟୋଷାବଦ୍ ଥିଲେ।
ପ୍ରଥମ ବଂଶାବଳୀ 27:28
ଗାଦରେୀଯର ବାଲ୍ହନନ୍ ପଶ୍ଚିମସ୍ଥ ପାର୍ବତ୍ଯମଯ ଦେଶ ରେ ଥିବା ଅଲିଭ୍ ବୃକ୍ଷ ଓ ଡ଼ିମ୍ବିରି ଜାତୀଯ ବୃକ୍ଷ ସବୁର ଦାଯିତ୍ବ ରେ ଥିଲେ।