Cross references
ଯିହୋଶୂୟ 21:14
ୟତ୍ତୀର ଓ ତହିଁ ତଳଭୂମି, ଇଷ୍ଟମାେଯ ଓ ତା'ର ତଳଭୂମି।
ପ୍ରଥମ ଶାମୁୟେଲ 30:28
ଅରୋଯର, ଶିଫମାେତ୍ ଓ ଇଷ୍ଟିମାେଯମାନଙ୍କ ନିକଟକକ୍ସ୍ଟ କିଛି ପଠାଇଲେ।
ପ୍ରଥମ ବଂଶାବଳୀ 4:17
ଏଜ୍ରାଙ୍କର ପୁତ୍ରମାନେ ଥିଲେ ଯେଥର, ମରଦେ, ଏଫର ଓ ଯାଲୋନ୍। ମଲଦଙ୍କେର ବିଥିଯା ନାମ୍ନୀ ଜଣେ ମିଶରୀଯା ସ୍ତ୍ରୀ ଥିଲେ। ସେ ଗର୍ଭଧାରଣ କଲେ ଏବଂ ମରିଯମ, ଶମ୍ମଯ ଓ ଇଷ୍ଟିମାୟଙ୍କେର ପିତା ୟିଶବହଙ୍କୁ ଜନ୍ମ ଦେଲେ ଏବଂ ତାଙ୍କର ୟିହୁଦୀଯ ପତ୍ନୀ ଯରେଦ୍ ହବରେ ଓ ୟିକୂଥୀଯଲଙ୍କେୁ ଜନ୍ମ ଦେଲେ।