ଯୋଷଫେର ପରିବାରବର୍ଗ ଏହି ଦେଶ ପାଇଲେ, ଯାହାକି ୟର୍ଦ୍ଦନ ନଦୀ ନିକଟସ୍ଥ ଯିରୀହାଠାେରକ୍ସ୍ଟ ଆରମ୍ଭ କରି ଯିରୀହାରେ ଜଳ ନିକଟବର୍ତ୍ତୀ ୟାଏ ବ୍ଯାପିଥିଲା। ଏହାର ସୀମା ଯିରୀହାଠାେରକ୍ସ୍ଟ ପର୍ବତମଯ ଦେଶ ବୈଥେଲ୍ ପର୍ୟ୍ଯନ୍ତ ବିସ୍ତୃତ ଥିଲା।
Cross references
ଯୋଷେଫ୍ ଓ ବିନ୍ଯାମିନ୍ ରାହେଲର ସନ୍ତାନ।
ଯିହାଶୂେୟ ଓ ତାଙ୍କ ସହିତ ଥିବା ସମସ୍ତ ସୈନିକ ସମାନଙ୍କେଠାରକ୍ସ୍ଟ ପରାସ୍ତ ହେଲାପରି ସମାନଙ୍କେ ଆଗ ରେ ମରକ୍ସ୍ଟଭୂମି ଆଡକକ୍ସ୍ଟ ଦୌଡିଲେ।
ପ୍ରାନ୍ତର ରେ ସମାନଙ୍କେୁ ମଧ୍ଯ କିଛି ସହର ଦିଆୟାଇଥିଲା। ସଗେକ୍ସ୍ଟଡିକ ହେଲା, ବୈଥ-ଅରାବା, ମିଦ୍ଦୀନ୍, ସକାଖା,
ସମାନେେ ସେ ଭୂମିକକ୍ସ୍ଟ ସାତ ଭାଗ ରେ ବାଣ୍ଟ କରିବେ। ୟିହକ୍ସ୍ଟଦାର ଲୋକମାନେ ସମାନଙ୍କେର ଭାଗ ଦକ୍ଷିଣ ପ୍ରାନ୍ତର ପାଇବେ। ଯୋଷଫେର ଉତ୍ତରାଧିକାରୀଗଣ ଉତ୍ତର ରେ ସମାନଙ୍କେର ଭୂମି ପାଇବେ।
ସମାନଙ୍କେର ଉତ୍ତର ସୀମା ୟର୍ଦ୍ଦନ ନଦୀଠାରକ୍ସ୍ଟ ଆରମ୍ଭ ହେଲା। ଏହାର ସୀମା ଉତ୍ତର ରେ ଯିରୀହାରେକ୍ସ୍ଟ ଲାଗିଥିଲା। ଏହାପରେ ଏହାର ସୀମା ପଶ୍ଚିମ ରେ ପର୍ବତମଯ ଦେଶକକ୍ସ୍ଟ ଲାଗିଥିଲା। ଏହାର ସୀମା ପୂର୍ବ ପଟ ରେ ବୈଥାବନ ପର୍ୟ୍ଯନ୍ତ ଲାଗିଥିଲା।
ଯୋଷଫେର ପରିବାରବର୍ଗ ବୈଥଲହମରେ ଲୋକମାନଙ୍କ ବିରକ୍ସ୍ଟଦ୍ଧ ରେ ୟକ୍ସ୍ଟଦ୍ଧ କଲେ। ଅତୀତ ରେ ବୈଥେଲ୍ର ନାମ ଥିଲା ଲୂସ୍। ସଦାପ୍ରଭୁ ଯୋଷଫେର ପରିବାରବର୍ଗଙ୍କ ପଟ ରେ ଥିଲେ।
ଯୋଷଫେର ପରିବାରବର୍ଗ କିଛି ଅନକ୍ସ୍ଟଚରଗଣ ବୈଥଲକେକ୍ସ୍ଟ ପଠାଇଲେ।
ନଗରର ଲୋକମାନେ ଇଲୀଶାୟ ନିକଟକୁ ୟାଇ କହିଲେ, ମହାଶୟ ତୁମ୍ଭେ ଦେଖିପାରିବ ଯେ, ଏହି ନଗରଟି ଅତି ସୁନ୍ଦର ଭାବରେ ଅବସ୍ଥିତ ଅଛି। ମାତ୍ର ଏହାର ଜଳ ଅତ୍ଯନ୍ତ ଦୁଶିତ ହାଇୟୋଇଛି, ତେଣୁ ଭୂମି ଉତ୍ତମ ଶସ୍ଯ ଦେଉନାହିଁ।
ଆଉ ପରିବାରବର୍ଗଙ୍କ ନାମ ଏହିପରି :