ଯୋଷେଫ୍ ବଂଶଧର ଯିହାଶୂେୟଙ୍କକ୍ସ୍ଟ କହିଲେ, ତୁମ୍ଭେ ଅଧିକାରାର୍ଥେ ଆମ୍ଭକକ୍ସ୍ଟ କବଳେ ଏକ ବାଣ୍ଟ ଓ ଏକ ଅଂଶ କାହିଁକି ଦଲେ? ଯାହାକକ୍ସ୍ଟ ସଦାପ୍ରଭୁ ଲୋକମାନଙ୍କୁ ଦଇେଥିଲେ।
Cross references
କିନ୍ତୁ ତାଙ୍କର ପିତା ଅସମ୍ମତ ହାଇେ କହିଲେ, ହେ ପୁତ୍ର, ମୁଁ ତାହା ଜାଣେ। ମୁଁ ମଧ୍ଯ ଜାଣେ ସେ ମଧ୍ଯ ଏକ ଗୋଷ୍ଠୀ ହବେ ଓ ସେ ମହାନ ହବେ। ମାତ୍ର ତୁମ୍ଭର କନିଷ୍ଠ ପୁତ୍ର ତା'ଠାରୁ ଅଧିକ ମହାନ ହବେ ଓ ତାହାର ବଂଶ ବହୁ ଗୋଷ୍ଠୀକ ହବେ।
ତେଣୁ ଇଶ୍ରାୟେଲ ସେ ଉଭୟଙ୍କୁ ଆଶୀର୍ବାଦ କରି କହିଲେ, ଯେତବେେଳେ ଇଶ୍ରାୟେଲର ଲୋକମାନେ ଅନ୍ୟମାନଙ୍କୁ ଆଶୀର୍ବାଦ କରିବେ ସମାନେେ ତୁମ୍ଭର ନାମ ନବେେ। ସମାନେେ କହିବେ, ଇଫ୍ରଯିମ ଓ ମନଃଶି ପରି ପରମେଶ୍ବର ତୁମ୍ଭଙ୍କୁ କରନ୍ତୁ।
ମୁଁ ତୁମ୍ଭକୁ କିଛି ଦଲେି ଯାହା ତୁମ୍ଭ ଭାଇମାନଙ୍କୁ ଦଇନେଥିଲି, ମୁଁ ଆପଣା ଖଡ୍ଗ ଓ ଧନୁଦ୍ବାରା ଇମାରେୀୟମାନଙ୍କ ହସ୍ତରୁ ଯେଉଁ ଅଂଶ ପାଇଅଛି, ତୁମ୍ଭ ଭାତୃଗଣ ଅପେକ୍ଷା ସହେି ଅଧିକ ଅଂଶ ତୁମ୍ଭକୁ ଦଲେି।
ଯୋଷଫେ ଫଳଦାଯୀ ବୃକ୍ଷର ପଲ୍ଲବ। ସେ ନିର୍ଝର ଫଳଦାଯୀ ବୃକ୍ଷର ପଲ୍ଲବ ସ୍ବରୂପ। ତା'ର ଶାଖା ସକଳ ପ୍ରାଚୀର ଉପରେ ଚଢ଼ିବ।
ମନଃଶି ପରିବାରବର୍ଗର ପୁରୁଷମାନଙ୍କ ସଂଖ୍ଯା 52,700 ଥିଲେ।
ଯାହାର ବଡ ଗୋଷ୍ଠୀ ତାକୁ ଅଧିକ ଭୂମି ଦବେ ଓ ଯାହାର େଛାଟ ଗୋଷ୍ଠୀ ତାକୁ ଅଳ୍ପ ଭୂମି ଦବେ। ପ୍ରେତ୍ୟକକ ଗୋଷ୍ଠୀକୁ ତା'ର ଆକାର ଅନୁସାରେ ଭୂମି ଦିଆୟିବା ଉଚିତ୍।
ମନଃଶି ପରିବାରବର୍ଗ ମଧିଅରେ ସମାନେେ ବିବାହ କଲେ। ତେଣୁ ସମାନଙ୍କେର ଭୂମି ଅଧିକାର ସମାନଙ୍କେ ପିତୃ ସମ୍ବନ୍ଧୀଯ ପରିବାର ମଧିଅରେ ରହିଲା।
ମାଶାେ ଯୋଷଫଙ୍କେ ବିଷଯ ରେ କହିଲେ, ସଦାପ୍ରଭୁ, ଯୋଷଫଙ୍କେର ଭୂମିକକ୍ସ୍ଟ ଆଶୀର୍ବାଦ କରନ୍ତକ୍ସ୍ଟ। ସଦାପ୍ରଭୁ ଆକାଶରକ୍ସ୍ଟ ଶିଶିର ବିନ୍ଦକ୍ସ୍ଟ ଓ ଧରଣୀ ଗଭୀରକ୍ସ୍ଟ ତାଙ୍କର ଭୂମି ୟଥେଷ୍ଟ ପାଣି ପାଉ ଓ ତାଙ୍କର କ୍ଷେତ୍ରଗକ୍ସ୍ଟଡିକ ବାରିଧି ରେ ପରିପୂର୍ଣ କରନ୍ତକ୍ସ୍ଟ।
ଯୋଷଫେ ହେଉଛନ୍ତି, ଶକ୍ତିଶାଳୀ ବୃଷଭ ପରି। ତାଙ୍କର ଦକ୍ସ୍ଟଇପକ୍ସ୍ଟତ୍ର ତାଙ୍କର ଶିଙ୍ଗ ସଦୃଶ। ସମାନେେ ଅନ୍ୟ ଲୋକମାନଙ୍କୁ ଆକ୍ରମଣ କରିବେ ଏବଂ ପୃଥିବୀର ଶଷେ ସୀମାକକ୍ସ୍ଟ ସମାନଙ୍କେୁ ତଡି ଦବେେ। ସମାନେେ ମନଃଶିର ହଜାର ହଜାର ଲୋକପରି, ଇଫ୍ରଯିମଙ୍କ ଦଶହଜାର ଲୋକଙ୍କ ତକ୍ସ୍ଟଲ୍ଯ।
ଏହିପରି ଯୋଷଫେର ସନ୍ତାନ ମନଃଶି ଏବଂ ଇଫ୍ରଯିମ ତାଙ୍କର ନିଜ ନିଜ ଅଧିକାର ପାଇଲେ। ଇଫ୍ରଯିମ ଓ ମନଃଶି ଯୋଷଫଙ୍କେର ସନ୍ତାନ ଥିଲେ।
ଆଉ ପରିବାରବର୍ଗଙ୍କ ନାମ ଏହିପରି :