Home Bibles ଯିହୋଶୂୟ 18:13 · ଓଡ଼ିଆ ବାଇବେଲ
ଯିହୋଶୂୟ 18:13 · ଓଡ଼ିଆ ବାଇବେଲ

ସଠାେରକ୍ସ୍ଟ ସେ ସୀମା ଦକ୍ଷିଣ ଆଡେ ଲୃସ(ବୈଥଲେ)ପର୍ୟ୍ଯନ୍ତ ଗଲା। ଏହାପରେ ନିଚସ୍ଥ ବୈଥୋରୋଣର ଦକ୍ଷିଣସ୍ଥ ପର୍ବତ ଦଇେ ଅଟାରୋତ୍ ଅଦ୍ଦର ଆଡକକ୍ସ୍ଟ ଗଲା।

Cross references

ଆଦି ପୁସ୍ତକ 28:19

ସହେି ସ୍ଥାନର ନାମ ଥିଲା ଲୂସ୍ କିନ୍ତୁ ଯାକୁବ ସହେି ସ୍ଥାନର ନାମ ଦେଲେ ବୌଥଲେ।

ଯିହୋଶୂୟ 10:11

ଯେତବେେଳେ ସମାନେେ ଇଶ୍ରାୟେଲୀୟମାନଙ୍କଠାରକ୍ସ୍ଟ ବୈଥୋରୋଣ ରାସ୍ତା ରେ ଗଡାଣି ଆଡକକ୍ସ୍ଟ ଦୌଡି ଆ ସକୋ ପର୍ୟ୍ଯନ୍ତ ପଳାଇଲେ, ସଦାପ୍ରଭୁ ସମାନଙ୍କେ ଉପରେ କକ୍ସ୍ଟଆପଥର ବୃଷ୍ଟି କଲେ। ତେଣୁ ସମାନଙ୍କେ ମଧ୍ଯରକ୍ସ୍ଟ ବହକ୍ସ୍ଟତ ମୃତକ୍ସ୍ଟ୍ଯବରଣ କଲେ। ୟକ୍ସ୍ଟଦ୍ଧ ରେ ଅସ୍ତ୍ର ରେ ମୃତକ୍ସ୍ଟ୍ଯବରଣ କରିଥିବା ଲୋକମାନଙ୍କ ସଂଖ୍ଯା ଅପେକ୍ଷା କକ୍ସ୍ଟଆପଥର ବୃଷ୍ଟି ରେ ମୃତକ୍ସ୍ଟ୍ଯବରଣ କରିଥିବା ଲୋକମାନଙ୍କର ସଂଖ୍ଯା ଅଧିକ ଅଟେ।

ଯିହୋଶୂୟ 16:2

ଏହାପରେ ଏହାର ସୀମା ବୈଥେଲ୍ଠାରକ୍ସ୍ଟ (ଲିସ୍) ଅର୍କୀଯ ସୀମା ଦଇେ ଅଟାରୋତକକ୍ସ୍ଟ ଗଲା।

ଯିହୋଶୂୟ 16:3

ପଶ୍ଚିମ ରେ ୟଫଲଟେୀଯ ସୀମା ଆଡେ ଓ ନିମ୍ନଗାମୀ ବୈଥୋରୋଣର ସୀମା ଓ ଗଷେର ପର୍ୟ୍ଯନ୍ତ ଗଲା ଓ ତହିଁର ପ୍ରାନ୍ତ ଭାଗ ସମକ୍ସ୍ଟଦ୍ର ରେ ଥିଲା।

ଯିହୋଶୂୟ 16:5

ଏହି ଭୂମି ଇଫ୍ରଯିମ ଲୋକଙ୍କକ୍ସ୍ଟ ଅଧିକାର ପାଇଁ ଦିଆ ୟାଇଥିଲା। ଏହାର ପୂର୍ବ ସୀମା ଉଚ୍ଚସୀମା ବୈଥୋରୋଣ ପର୍ୟ୍ଯନ୍ତ ଅଟାରୋତ୍-ଅଦ୍ଦର ସମାନଙ୍କେର ଅଧିକାର ସୀମା ହେଲା।

ଯିହୋଶୂୟ 18:22

ବୈଥଆରବା, ସୀମାରଯମ ଓ ବୈଥେଲ୍।

ଯିହୋଶୂୟ 21:22

କିବସଯିମ୍ ଓ ତା'ର ତଳଭୂମି ବୈଥହାରଣେ ଓ ତା'ର ତଳଭୂମି ଏହିପରି ସମାନଙ୍କେ ଗ୍ଭରିଟି ନଗର ଦେଲେ।

ବିଚାରକର୍ତାମାନଙ୍କ ବିବରଣ 1:22

ଯୋଷଫେର ପରିବାରବର୍ଗ ବୈଥଲହମରେ ଲୋକମାନଙ୍କ ବିରକ୍ସ୍ଟଦ୍ଧ ରେ ୟକ୍ସ୍ଟଦ୍ଧ କଲେ। ଅତୀତ ରେ ବୈଥେଲ୍ର ନାମ ଥିଲା ଲୂସ୍। ସଦାପ୍ରଭୁ ଯୋଷଫେର ପରିବାରବର୍ଗଙ୍କ ପଟ ରେ ଥିଲେ।

ନିହିମିୟା 11:31

ବିନ୍ଯାମୀନ ସନ୍ତାନଗଣ ମଧ୍ଯ ଗବୋଠାରୁ ମିକ୍ମସ୍ ଓ ଅଯା ରେ, ବୈଥଲେ ଓ ତହିଁର ପାଶର୍‌ବବର୍ତ୍ତୀ ଗ୍ରାମଗୁଡିକରେ ବାସ କଲେ।

Interlinear

Choose Theme