ଯିହୋଶୂୟ 19:25 · ଓଡ଼ିଆ ବାଇବେଲ
ଯେଉଁ ଭୂମିସବୁ ସମାନଙ୍କେୁ ଦିଆୟାଇଥିଲା, ସଗେକ୍ସ୍ଟଡିକର ମଧିଅରେ ହିଲକତ୍, ହଲୀ, ବଟେନ୍ ଓ ଅକଷଫ୍ ଥିଲା।
Cross references
ଯିହୋଶୂୟ 11:1
ହାତସୋର ରାଜା ୟାବୀନ ଏହିକଥା ଶୁଣିଲେ। ତେଣୁ ସେ ମନସ୍ତ କଲେ, କେତକେ ରାଜାମାନଙ୍କର ସୈନ୍ଯବାହୀନିକକ୍ସ୍ଟ ଏକତ୍ର କରିବେ। ସେ ମାଦୋନର ରାଜା ୟୋବବ, ଶିମ୍ରୋଣର ରାଜା ଓ ଅକ୍ଷଫର ରାଜାଙ୍କକ୍ସ୍ଟ ବାର୍ତ୍ତା ପଠାଇଲେ।
ଯିହୋଶୂୟ 12:20
ଶିମ୍ରୋଣ ମରୋଣର ରାଜା 1, ଅକ୍ଷଫର ରାଜା 1
ଯିହୋଶୂୟ 21:31
ହିଲକତ୍ ଓ ତା'ର ତଳଭୂମି, ରହୋବ୍ ଓ ତା'ର ତଳଭୂମି, ଏହିପରି ଗ୍ଭରୋଟି ନଗର ଦେଲେ।
ଦିତୀୟ ଶାମୁୟେଲ 2:16
ପ୍ରେତ୍ୟକକ ସୈନ୍ଯ ଏକ ଆ ରକରେ ମସ୍ତକ ଧରିଲେ ଏବଂ ଏକ ଆ ରକେକକ୍ସ୍ଟ ଖଡ୍ଗ ରେ ଭୂଷିଲେ। ତେଣୁ ସମାନେେ ଏକତ୍ର ପଡିଗଲେ। ତେଣୁ ସହେି ସ୍ଥାନର ନାମ ତିକ୍ଷ୍ମ ଖଡ୍ଗ କ୍ଷେତ୍ର ବୋଲି ଡକାୟାଏ। ସହେି ସ୍ଥାନଟି ଗିବିଯୋନ ରେ ଥିଲା।