Home Bibles ☰ Books ଯିହୋଶୂୟ 19:37 · ଓଡ଼ିଆ ବାଇବେଲ
ଯିହୋଶୂୟ 19:37 · ଓଡ଼ିଆ ବାଇବେଲ

କଦେଶ, ଇଦ୍ରିଯୀ ଓ ଐନ ହାତସୋର,

Cross references

ଯିହୋଶୂୟ 12:22

କେଦଶର ରାଜା 1, କର୍ମିଲସ୍ଥ ଯଗ୍ନିଯାମର ରାଜା 1

ଯିହୋଶୂୟ 20:7

ତେଣୁ ଇଶ୍ରାୟେଲର ବାସିନ୍ଦାମାନେ କିଛି ସହର ବାଛିଲେ। ଯାହାକକ୍ସ୍ଟ ନିରାପଦ ସହର ନାମ ରେ ପରିଚିତ। ସହେି ସହରଗକ୍ସ୍ଟଡିକ ଥିଲା।

ଯିହୋଶୂୟ 21:32

ନଲ୍ଗାଲି ବଂଶରକ୍ସ୍ଟ ଗାଲିଲି ଅନ୍ତର୍ଗତ ନରହତ୍ଯାକାରୀର ଆଶ୍ରଯ ନଗର କଦେଶ ଓ ତା'ର ତଳଭୂମି, ହମାେତ୍-ଦୋର ଓ ତା'ର ତଳଭୂମି, କର୍ତ୍ତନ ଓ ତା'ର ତଳଭୂମି, ଏହିପରି ଭାବରେ ସହେି ତିନୋଟି ନଗର ଦେଲେ।

ବିଚାରକର୍ତାମାନଙ୍କ ବିବରଣ 4:6

ଦବୋରା ଏକ ଦୂତ ବାରକ ପାଖକକ୍ସ୍ଟ ପଠାଇଲେ। ସେ ତାଙ୍କୁ ଭଟେିବା ପାଇଁ ଉପଦେଶ ଦେଲେ। ବାରକ ଅବୀନୋଯମର ପକ୍ସ୍ଟତ୍ର ଥିଲେ। ବାରକ ନଲ୍ଗାଲି ସହର ରେ କଦେଶ ରେ ବାସ କରୁଥିଲେ। ଦବୋରା ବାରକକକ୍ସ୍ଟ କହିଲେ, ଇଶ୍ରାୟେଲର ସଦାପ୍ରଭୁ ପରମେଶ୍ବର ତୁମ୍ଭକୁ ନିର୍ଦ୍ଦେଶ ଦିଅନ୍ତି, 'ନଲ୍ଗାଲି ପରିବାରବର୍ଗ ଏବଂ ସବୂଲୂନର 10 ,000 ଲୋକଙ୍କକ୍ସ୍ଟ ଏକତ୍ରୀତ କର ଓ ସମାନଙ୍କେୁ ତାବୋର ପର୍ବତକକ୍ସ୍ଟ ଆଗଇେ ନିଅ।

ଦିତୀୟ ରାଜାବଳୀ 15:29

ଇଶ୍ରାୟେଲର ରାଜା ପକହଙ୍କେର ସମୟରେ ଅଶୂରର ରାଜା ତିଗ୍ଲତ-ପିଲଷେର ଆସି ଇୟୋନ, ଆବଲେ-ବୈଥ୍ମାଖା, ୟାନୋହକଦେେଶ, ହାତ୍ସୋର, ଗିଲିଯଦ, ଗାଲୀଲ ଓ ସମୁଦାଯ ନପ୍ତାଲି ଦେଶ ଅଧିକାର କଲା। ଆଉ ସେ ଲୋକମାନଙ୍କୁ ବନ୍ଦୀ କରି ଅଶୂରକୁ ନଇଗେଲା।

Interlinear

Choose Theme