Cross references
ମହାଶୟ, ବର୍ତ୍ତମାନ ଆମକୁ ଗହମ, ବାର୍ଲି ତୈଳ ଓ ଦ୍ରାକ୍ଷାରସ ଦିଅନ୍ତୁ, ଯାହା ଆପଣ ଦବୋକୁ ପ୍ରତିଜ୍ଞା କଲେ। ଏହି ଦ୍ରବ୍ଯସବୁ ମାରେ ଦାସମାନଙ୍କୁ ଦିଅ।
ଆଉ ଆମ୍ଭେ ଲିବାନୋନ୍ରୁ କାଠ କାଟି ଆଣିବୁ। ତୁମ୍ଭେ ଯେତେ ପରିମାଣର କାଠଗଣ୍ଡି ଚାହଁ, ତାହା ଆମ୍ଭେ କାଟି ଆଣିପାରିବୁ। ସମୁଦ୍ର ଦଇେ କାଠଭଳୋ ରେ, କାଠଗଣ୍ଡିଗୁଡ଼ିକ ଆମ୍ଭେ ଜାଫୋକୁ ଆଣିବୁ। ତା'ପରେ ତୁମ୍ଭେ ସେ କାଠଗଣ୍ଡିଗୁଡ଼ିକୁ ୟିରୁଶାଲମକୁ ନଇୟିବେ।
ୟୂନସ ପରମେଶ୍ବରଙ୍କ କଥା ମାନିବାକୁ ଗ୍ଭହିଁଲା ନାହିଁ। ତେଣୁ ସେ ସଦାପ୍ରଭୁଙ୍କଠାରୁ ଦୂ ରଇେ ୟିବାକୁ ଚେଷ୍ଟା କଲା। ସେ ୟୋଫୋକୁ ଗ୍ଭଲିଗଲା। ସେ ଦେଖିଲା ଗୋଟିଏ ନେ ୗକା ସୁଦୂର ତର୍ଶୀଶ ନଗରୀକୁ ଯାଉଥିଲା। ସେ ଅର୍ଥ ଦଇେ ସହେି ନେ ୗକା ରେ ୟାତ୍ରା କଲା। ସେ ତର୍ଶୀଶ ଯାଉଥିବା ଲୋକମାନଙ୍କ ସହିତ ଭ୍ରମଣ କରିବାକୁ ଇଚ୍ଛା କଲା ଏବଂ ସଦାପ୍ରଭୁଙ୍କଠାରୁ ଦୂ ରଇେ ଗଲା।
ଟାବୀଥା ନାମକ ଜଣେ ଶିଷ୍ଯା ଯାଫୋ ନଗର ରେ ରହୁଥିଲେ। ଯାହାର ଗ୍ରୀକ ଅନୁବାଦ ଦର୍କା ଅର୍ଥାତ୍ ହରିଣୀ। ସେ ସବୁବେଳେ ଗରିବ ଲୋକମାନଙ୍କୁ ଦାନ ଦେଉଥିଲେ ଓ ଲୋକମାନଙ୍କର ଉପକାର କରୁଥିଲେ।
ତା'ପରେ ପିତର ଯାଫୋ ନଗର ରେ ଶିମାନେ ନାମକ ଜଣେ ଚମାର ଘ ରେ ବହୁତ ଦିନ ରହିଲେ।
ସେ ସମାନଙ୍କେୁ ସମସ୍ତ ଘଟଣା କହି ଯାଫୋକୁ ପଠାଇଲେ।