Home Bibles ☰ Books ଯିହୋଶୂୟ 19:51 · ଓଡ଼ିଆ ବାଇବେଲ
ଯିହୋଶୂୟ 19:51 · ଓଡ଼ିଆ ବାଇବେଲ

ଏହିପରି ଭାବରେ ଇଶ୍ରାୟେଲ ପରିବାରବର୍ଗମାନଙ୍କୁ ଏହିସବୁ ଭୂମି ବାଣ୍ଟ କରାଗଲା। ଇଲିଯାସର ଯାଜକ, ନୂନର ପକ୍ସ୍ଟତ୍ର ଯିହାଶୂେୟ ଏବଂ ସମସ୍ତ ବଂଶଧରମାନଙ୍କର ପ୍ରାଚୀନବର୍ଗମାନେ ଭୂମି ଭାଗ କରିବାକୁ ଶୀଲୋ ନିକଟରେ ଏକତ୍ରୀତ ହେଲେ। ସମାନେେ ସଦାପ୍ରଭୁଙ୍କ ସମ୍ମକ୍ସ୍ଟଖ ରେ ସମାଗମ ତମ୍ବୁ ଦ୍ବାର ନିକଟରେ ମିଳିତ ହେଲେ। ଏହିପରି ଭାବରେ ସମାନେେ ଦେଶ ବିଭାଗ ବଣ୍ଟନ ସାରି ଦେଲେ।

Cross references

ଆଦି ପୁସ୍ତକ 49:10

ଶୀଲୋର ଆଗମନ ପର୍ୟ୍ଯନ୍ତ ଯିହୁଦାଠାରୁ ରାଜଦଣ୍ଡ ଓ ତା'ର ଚରଣ ଦ୍ବଯ ମଧ୍ଯରୁ ବିଚାରକର୍ତ୍ତାର ୟଷ୍ଟି ୟିବ ନାହିଁ। ତାହାଙ୍କ ନିକଟରେ ଲୋକମାନେ ଅଧିନତା ସ୍ବୀକାର କରିବେ।

ଗଣନା ପୁସ୍ତକ 34:17

ଯେଉଁମାନେ ତୁମ୍ଭମାନଙ୍କ ନିମନ୍ତେ ଦେଶ ଭାଗ କରିବେ, ସମାନେେ ହେଉଛନ୍ତି ଯାଜକ ଇଲିଯାସର ଓ ନୂନର ପୁତ୍ର ଯିହାଶୂେୟ।

ଗଣନା ପୁସ୍ତକ 34:18

ପୁଣି ତୁମ୍ଭମାନେେ ଦେଶ ଭାଗ କରିବା ନିମନ୍ତେ ପ୍ରେତ୍ୟକକ ଗୋଷ୍ଠୀବର୍ଗରୁ ଜଣେ ଜଣେ ନତେୃବର୍ଗ ବାଛିବ।

ଗଣନା ପୁସ୍ତକ 34:29

କିଣାନ ଦେଶ ରେ ଇଶ୍ରାୟେଲର ଲୋକମାନଙ୍କ ମଧିଅରେ ଅଧିକାର ବିଭାଗ କରି ଦବୋକୁ ସଦାପ୍ରଭୁ ଏହି ସମସ୍ତ ଲୋକଙ୍କୁ ଆଜ୍ଞା ଦେଲେ।

ଯିହୋଶୂୟ 14:1

ଯାଜକ ଇଲିଯାସର ନୂନର ପକ୍ସ୍ଟତ୍ର ଯିହାଶୂେୟ ଏବଂ ଇଶ୍ରାୟେଲର ସମସ୍ତ ପରିବାରବର୍ଗର ପ୍ରଧାନବର୍ଗ ନିଷ୍ପତ୍ତି ନେଲେ, ଭୂମି କିପରି ଲୋକମାନଙ୍କ ମଧିଅରେ ବଣ୍ଟା ହବେ।

ଯିହୋଶୂୟ 18:1

ଇଶ୍ରାୟେଲ ସମସ୍ତ ଲୋକ ଶୀଲୋଠା ରେ ଏକତ୍ରୀତ ହେଲେ। ସମାନେେ ପ୍ରେତ୍ୟକକ ସ୍ଥାନ ରେ ସମାଗମ ତମ୍ବୁ ସ୍ଥାପନ କଲେ। ସମାନଙ୍କେର ଦେଶକକ୍ସ୍ଟ ନିଜ ଅଧିନ ରେ ରଖିପାରିଲେ।

ଯିହୋଶୂୟ 18:10

ଯିହାଶୂେୟ ସଦାପ୍ରଭୁଙ୍କ ସମ୍ମକ୍ସ୍ଟଖ ରେ ସମାନଙ୍କେ ପାଇଁ ଭାଗ ଗକ୍ସ୍ଟଳା ପକାଇଲେ। ଏହିପରି ଭାବରେ ଯିହାଶୂେୟ ଉକ୍ତ ଜମିକକ୍ସ୍ଟ ସାତ ଗକ୍ସ୍ଟଣ ରେ ବିଭକ୍ତ କରି ଇଶ୍ରାୟେଲର ପରିବାରବର୍ଗ ମଧିଅରେ ଭାଗ କଲେ। ପ୍ରେତ୍ୟକକ ଜଣ ତାଙ୍କର ଅଂଶ ପାଇଲେ।

ବିଚାରକର୍ତାମାନଙ୍କ ବିବରଣ 21:19

ସମାନେେ କହିଲେ, ଶୀଲୋ ରେ ସଦାପ୍ରଭୁଙ୍କର ଉତ୍ସବ ଗ୍ଭଲିଛି। ଏହି ଉତ୍ସବ ପ୍ରତି ବର୍ଷ ସଠାେରେ ହକ୍ସ୍ଟଏ। ଶୀଲୋ ବୈେଥଲର ଉତ୍ତର ରେ ଥିଲା, ବୈଥଲଠାେରକ୍ସ୍ଟ ଶିଖିମ ରାସ୍ତାର ପୂର୍ବପଟେ ଥିଲା ଏବଂ ଲବୋନାର ଦକ୍ଷିଣକକ୍ସ୍ଟ ଥିଲା।

ବିଚାରକର୍ତାମାନଙ୍କ ବିବରଣ 21:21

ଆଉ ଯବେେ ବେଳେ ଶୀଲୋର କନ୍ଯାମାନେ ଭୋଜି ମଧିଅରେ ନିଚିବା ପାଇଁ ବାହାର ହାଇେ ଆସିବେ ତୁମ୍ଭମାନେେ ଦ୍ରାକ୍ଷାକ୍ଷେତ୍ରରକ୍ସ୍ଟ ବାହାରି ପ୍ରେତ୍ୟକକ ନିଜ ନିଜ ପାଇଁ ଶୀଲୋ କନ୍ଯାଗଣ ମଧ୍ଯରକ୍ସ୍ଟ ପ୍ରେତ୍ୟକକ ଜଣଙ୍କକ୍ସ୍ଟ ଧରି ବିନ୍ଯାମୀନ ଦେଶକକ୍ସ୍ଟ ଗ୍ଭଲିୟାଅ।

ପ୍ରଥମ ଶାମୁୟେଲ 1:3

ପ୍ରତିବର୍ଷ ଇଲ୍କାନା ତା'ର ନିଜ ସହର ରାମାକକ୍ସ୍ଟ ଛାଡି ଶୀଲୋକକ୍ସ୍ଟ ଯାଉଥିଲା, ଶୀଲୋ ରେ ଥିବା ସର୍ବଶକ୍ତିମାନ ସଦାପ୍ରଭୁଙ୍କ ନିକଟରେ ବଳିଦାନ ଉତ୍ସର୍ଗ ପାଇଁ ଓ ଉପାସନା ପାଇଁ ସଠାେକକ୍ସ୍ଟ ଯାଉଥିଲା। ଯେଉଁ ସ୍ଥାନ ରେ ଇଲୀହର ଦକ୍ସ୍ଟଇ ପକ୍ସ୍ଟତ୍ର ଧର୍ମଯାଜକ ଥିଲେ, ତାଙ୍କର ନାମ ଥିଲା, ହଫ୍ନି ଓ ପୀନହସ୍।

ଗୀତସଂହିତା 47:3

ସେ ଆମ୍ଭଙ୍କୁ ଅନ୍ୟ ଲୋକମାନଙ୍କୁ ପରାଜିତ କରିବାକୁ ସାହାୟ୍ଯ କରନ୍ତି। ସେ ସହେି ରାଜାମାନଙ୍କ ଉପରେ ଆମ୍ଭଙ୍କୁ ଶକ୍ତି ପ୍ରଦାନ କରନ୍ତି।

ଗୀତସଂହିତା 78:60

ପରମେଶ୍ବର ଏପରିକି ଶୀଲୋସ୍ଥିତ ପବିତ୍ର ତମ୍ବୁ ତ୍ଯାଗ କଲେ। ସହେି ତମ୍ବୁରେ ପରମେଶ୍ବର ମନୁଷ୍ଯମାନଙ୍କ ମଧ୍ୟରେ ରହୁଥିଲେ।

ଯିରିମିୟ 7:12

ହେ ଯିହୁଦାର ଲୋକମାନେ, ତୁମ୍ଭେ ଆମ୍ଭ ନାମ ରେ ଖ୍ଯାତ ଶୀଲୋସ୍ଥିତ ଗୃହକୁ ୟାଅ। ସଠାେ ରେ ଦେଖ ଇଶ୍ରାୟେଲ ଲୋକଙ୍କ ଦୁଷ୍ଟତା ୟୋଗୁଁ ଆମ୍ଭେ ସମାନଙ୍କେ ପ୍ରତି କ'ଣ କରୁଅଛୁ।

ମାଥିଉଲିଖିତ ସୁସମାଚାର 20:23

ଯୀଶୁ ସମାନଙ୍କେୁ କହିଲେ, ମୁଁ ଯେଉଁଭଳି ଯାତନା ଭୋଗ କରିବି, ତୁମ୍ଭମାନେେ ମଧ୍ଯ ପ୍ରକୃତ ରେ ସହେିଭଳି ଯାତନା ଭୋଗ କରିବ। କିନ୍ତୁ ମାରେଡ଼ାହାଣ ପଟେ କିଏ ବସିବ ବା ବାମ ପଟେ କିଏ ବସିବ, ତାହା ବାଛିବାର ଅଧିକାର ମାରେ ନାହିଁ। କାରଣ, କିଏ କେଉଁଠା ରେ ବସିବେ, ତାହା ମାରେ ପରମପିତା ଆଗରୁ ସ୍ଥିର କରି ସାରିଛନ୍ତି। ସେ ସମାନଙ୍କେ ପାଇଁ ଯେଉଁ ସ୍ଥାନ ପ୍ରସ୍ତୁତ କରିଛନ୍ତି, ସମାନେେ ସହେି ସ୍ଥାନ ରେ ବସିବେ।

ମାଥିଉଲିଖିତ ସୁସମାଚାର 25:34

ତା'ପରେ ରାଜା ତାହାଙ୍କ ଡ଼ାହାଣ ପଟ ରେ ଥିବା ଲୋକମାନଙ୍କୁ କହିବେ, 'ଆସ, ମାରେ ପରମପିତା ତୁମ୍ଭମାନଙ୍କୁ ଆଶାର୍ବାଦ କରିଛନ୍ତି। ପରମେଶ୍ବର ତୁମ୍ଭକୁ ଯେଉଁ ରାଜ୍ଯ ଦବୋକୁ ପ୍ରତିଶ୍ରୁତି ଦଇେଛନ୍ତି, ତାହା ଲାଭ କର। ଜଗତ ସୃଷ୍ଟି ହବୋ କାଳରୁ ତୁମ୍ଭ ପାଇଁ ସେ ରାଜ୍ଯ ପ୍ରସ୍ତୁତ ହାଇେ ସାରିଛି।

ଯୋହନଲିଖିତ ସୁସମାଚାର 14:2

ମାରେ ପରମପିତାଙ୍କ ଘ ରେ ଅନକଗେୁଡିଏ ବଖରା ଅଛି। ତାହା ନ ହାଇେଥିଲେ ମୁଁ ତୁମ୍ଭକୁ ଏହା କହି ନଥାନ୍ତି। ମୁଁ ତୁମ୍ଭ ପାଇଁ ଗୋଟିଏ ସ୍ଥାନ ପ୍ରସ୍ତୁତ କରିବା ଉଦ୍ଦେଶ୍ଯ ରେ ସଠାେକୁ ଯାଉଛି।

Interlinear

Choose Theme