ଆମ୍ଭମାନେେ ଏହିପରି ମର୍ମନ୍ତକ୍ସ୍ଟଦ କଥାମାନ ଶକ୍ସ୍ଟଣି ଅତ୍ଯନ୍ତ ଭୟଭୀତ ହାଇେ ୟାଇଛକ୍ସ୍ଟ ଏବଂ କହେି ତକ୍ସ୍ଟମ୍ଭ ବିପକ୍ଷ ରେ ୟକ୍ସ୍ଟଦ୍ଧ କରିବା ପାଇଁ ସାହାସ କରୁ ନାହାଁନ୍ତି? କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ବର ଉପରିସ୍ଥ ସ୍ବର୍ଗର ଓ ନୀଚସ୍ଥ ପୃଥିବୀର ପରମେଶ୍ବର ଅଟନ୍ତି।
Cross references
ଲୋକମାନେ ଏହା ଶୁଣି ଅଛନ୍ତି, ସମାନେେ ଭୟ ରେ କମ୍ପୁ ଅଛନ୍ତି। ପଲେଷ୍ଟୀୟ ନିବାସୀମାନେ ଭୟ ରେ ଥରିବାକୁ ଲାଗିଲେ।
ଇଦୋମର ନେତାଗଣ ଭୟ ରେ ଥରିଲେ। ମାଯାେବର ସାହସୀ ଓ ଶକ୍ତିଶାଳୀ ଲୋକମାନେ ମଧ୍ଯ ଭୟ ରେ ଥରିଲେ। କିଣାନୀଯମାନେ ସମାନଙ୍କେର ସାହସ ହରାଇଲେ।
ଆମ୍ଭମାନେେ ବର୍ତ୍ତମାନ କେଉଁଠାକକ୍ସ୍ଟ ୟିବା? ଆମ୍ଭର ଭାଇମାନେ ଆମ୍ଭମାନଙ୍କ ମନ ରେ ତଥ୍ଯ ପ୍ରଦାନ କରି ଭୟ ସଂଚାର କରିଛନ୍ତି। ସମାନେେ କହିଲେ, ସଠାେକାର ଲୋକମାନେ ଆମ୍ଭମାନଙ୍କଠାରକ୍ସ୍ଟ ବଳବାନ ଓ ଦୀର୍ଘ୍ଯକାଯ। ତାଙ୍କର ନଗରମାନ ବୃହତ ଏବଂ ତା'ର ପ୍ରାଚୀରଗୁଡିକୁ ଆକାଶ ସ୍ପର୍ଶ କରିଛି। ଏବଂ ଆମ୍ଭମାନେେ ସଠାେରେ ଅନାକୀଯମାନଙ୍କର ଦୀର୍ଘ୍ଯକାଯ ସନ୍ତାନମାନଙ୍କୁ ଦେଖିଲକ୍ସ୍ଟ।'
ଏଥିପାଇଁ ତୁମ୍ଭମାନେେ ଆଜି ଏହା ଚିନ୍ତା ଓ ହୃଦଯଙ୍ଗମ କରିବା ଉଚିତ୍ ଯେ, ସଦାପ୍ରଭୁ ପରମେଶ୍ବର ହିଁ ସ୍ବର୍ଗର ଉପରେ ଓ ପୃଥିବୀ ତଳେ ଅଛନ୍ତି, ଅନ୍ୟ କହେି ନକ୍ସ୍ଟ ହେଁ।
ଅଧିକାରୀଗଣ ଲୋକମାନଙ୍କୁ କହିବେ, 'ଭୟାଳୁ ଓ ଦୁର୍ବଳ ହୃଦଯ ଲୋକ କିଏ ଅଛି କି? ସେ ଫରେି ଆପଣା ଗୃହକକ୍ସ୍ଟ ଯାଉ, ଯମେିତି ସେ ତା'ର ଭାଇର ହୃଦଯକକ୍ସ୍ଟ ଭୟା ରେ ତରଳାଇ ନ ଦେଉ।'
ସମାନେେ ଯିହାଶୂେୟଙ୍କକ୍ସ୍ଟ କହିଲେ, ସଦାପ୍ରଭୁ ବାସ୍ତବ ରେ ଆମ୍ଭକକ୍ସ୍ଟ ସମସ୍ତ ଦେଶ ଦାନ କରିଛନ୍ତି। ସହେି ଦେଶ ରେ ସମସ୍ତ ଲୋକ ଆମ୍ଭକକ୍ସ୍ଟ ଭୟ କରୁଛନ୍ତି।
ଇଶ୍ରାୟେଲର ଲୋକମାନେ ନଦୀ ପାର ହବୋ ପର୍ୟ୍ଯନ୍ତ ସଦାପ୍ରଭୁ ୟର୍ଦ୍ଦନ ନଦୀକକ୍ସ୍ଟ ଶକ୍ସ୍ଟଷ୍କ ରଖିଲେ। ଯେତବେେଳେ ୟର୍ଦ୍ଦନର ପଶ୍ଚିମ ପାରିସ୍ଥିତ ଇମାରେିଯ ରାଜାମାନେ ଓ ଭୂମଧ୍ଯ ସମକ୍ସ୍ଟଦ୍ର ନିକଟସ୍ଥ କିଣାନୀଯ ରାଜାମାନେ ଏହା ଶୁଣିଲେ, ସେତବେେଳେ ସମାନଙ୍କେର ହୃଦଯ ତରଳି ଗଲା ଓ ଇଶ୍ରାୟେଲମାନଙ୍କୁ ସମ୍ମକ୍ସ୍ଟଖୀନ ହବୋ ସକାେଶ ସମାନେେ ସମାନଙ୍କେର ସାହାସ ହରାଇଲେ।
ଅଯର ଲୋକମାନେ ସମାନଙ୍କେର ପେଛ ଗୋଡଇେ ଗୋଡଇେ ଆଣି ଶବାରୀମ ପର୍ୟ୍ଯନ୍ତ ଆଣିଲେ।
ଗିବିଯୋନୀଯମାନେ ଉତ୍ତର ଦେଲେ, ଆମ୍ଭମାନେେ ଆପଣାଙ୍କ ସମ୍ମକ୍ସ୍ଟଖ ରେ ମିଛ କହିଲକ୍ସ୍ଟ କାରଣ ଆମ୍ଭମାନେେ ତୁମ୍ଭକୁ ଭୟ କରିଗଲକ୍ସ୍ଟ, କାଳେ ଆପଣା ଆମ୍ଭକକ୍ସ୍ଟ ମାରି ଦବେେ। ଆମ୍ଭେ ଜାଣିବାକକ୍ସ୍ଟ ପାଇଲକ୍ସ୍ଟ ଯେ ତୁମ୍ଭମାନଙ୍କୁ ଏହି ସମସ୍ତ ଦେଶ ଦବୋକକ୍ସ୍ଟ ଓ ତୁମ୍ଭମାନଙ୍କ ସମ୍ମକ୍ସ୍ଟଖରକ୍ସ୍ଟ ଏହି ଦେଶବାସୀ ସମସ୍ତ ଲୋକଙ୍କକ୍ସ୍ଟ ବିନାଶ କରିବାକୁ ସଦାପ୍ରଭୁ ଆପଣା ସବେକ ମାଶାଙ୍କେକ୍ସ୍ଟ ଆଜ୍ଞା ଦଇେଥିଲେ। ତେଣୁ ଆମ୍ଭର ଜୀବନ ଭୟ ରେ ଆମ୍ଭେ ତକ୍ସ୍ଟମ୍ଭ ନିକଟରେ ମିଥ୍ଯା କହିଲକ୍ସ୍ଟ।
ମାରେ ସାଙ୍ଗ ରେ ଅନ୍ୟ ଯେଉଁ ଲୋକମାନେ ୟାଇଥିଲେ, ସମାନେେ ଲୋକମାନଙ୍କୁ ନିରକ୍ସ୍ଟତ୍ସାହିତ କଲେ, ସମାନଙ୍କେ ଖବର ରେ। ମୁ କିନ୍ତୁ ସଦାପ୍ରଭୁଙ୍କର ଅନକ୍ସ୍ଟଗତ ହାଇେ ରହିଲି।
ଏହାଦ୍ବାରା ସଦାପ୍ରଭୁ ଯେ ପରମେଶ୍ବର ଓ ତାଙ୍କ ଛଡା ଅନ୍ୟ ନାହିଁ, ଏହା ପୃଥିବୀର ସମସ୍ତ ଗୋଷ୍ଠୀ ଜାଣିବେ।
ପୁଣି ଆମ୍ଭମାନଙ୍କର ଶତୃ ସମସ୍ତେ ଓ ଆମ୍ଭମାନଙ୍କ ଚତୁର୍ଦ୍ଦିଗସ୍ଥ ଅନ୍ୟ ଦେଶୀଯ ସମସ୍ତେ ଏହା ଶୁଣି ଭୟ କଲେ ଓ ସମାନଙ୍କେର ବିଶ୍ବାସ ହରାଇଲେ। କାରଣ ଏହି କର୍ମ ଯେ ଆମ୍ଭମାନଙ୍କ ପରମେଶ୍ବରଙ୍କ ସାହାୟ୍ଯ ରେ ହେଲା, ଏହା ସମାନେେ ବୁଝିଲେ।
ଏବଂ ପ୍ରତି ପ୍ରଦେଶ ରେ ଓ ପ୍ରତି ନଗର ରେ, ଯେ କୌଣସି ସ୍ଥାନ ରେ ରାଜାଜ୍ଞା ଓ ନିଯମ ପତ୍ର ଉପସ୍ଥିତ ହେଲା, ସହେି ସ୍ଥାନ ରେ ୟିହୁଦୀଯମାନଙ୍କର ଆନନ୍ଦ ଓ ଆମାଦେ, ଭୋଜି ଓ ମଙ୍ଗଳର ଦିନ ହେଲା। ପୁଣି ଦେଶର ଅନକେ ଲୋକ ୟିହୁଦୀଯ ମତାଲମ୍ବୀ ହେଲେ, ଯେ ହତେୁ ସମାନେେ ୟିହୁଦୀଯମାନଙ୍କ ସକାେଶ ଭୟ କଲେ।
ମାରେ ବଳ କ୍ରମେ କ୍ଷୀଣ ହାଇେ ଆସୁଛି, ପାଣି ଭୂମିରେ ଶୋଷିତ ହେଲାପରି ମାରେ ଶକ୍ତି ଚାଲି ଯାଉଛି। ମାରେ ଅସ୍ଥିସବୁ ଭାଙ୍ଗି ଯାଉଛି। ମାରେ ସାହାସ କ୍ରମେ କ୍ଷୀଣ ହାଇେ ଆସୁଛି।
ଏହାପରେ ସମାନେେ ଜାଣିବେ ୟେ ୟାହାର ନାମ ୟି ହାବୋ, ତୁମ୍ଭେ ପ୍ରକୃତରେ, ସମୁଦାଯ ଭୂମଣ୍ଡଳରେ ସର୍ବୋପରିସ୍ଥ ପରମେଶ୍ବର ଅଟ।
ଜାତିଗୁଡ଼ିକ ସଦାପ୍ରଭୁଙ୍କ ନାମରେ ଉପାସନା କରିବେ। ହେ ସଦାପ୍ରଭୁ, ପୃଥିବୀର ସମସ୍ତ ରାଜାଗଣ ତୁମ୍ଭର ମହିମାକୁ ଭୟ କରିବେ।
ଲୋକମାନେ ସମାନଙ୍କେର ସାହସ ହରାଇବେ। ଭୟ ଲୋକମାନଙ୍କୁ ଦୁର୍ବଳ କରିଦବେ।
ହେ ସଦାପ୍ରଭୁ, ତୁମ୍ଭେ ମାରେ ଶକ୍ତି, ଦୃଢ଼ ଦୁର୍ଗ ଓ ବିପଦ ରେ ମାରେ ଆଶ୍ରଯ ସ୍ବରୂପ। ପୃଥିବୀର ସମସ୍ତ ପ୍ରାନ୍ତରରୁ ନାନା ଦେଶୀଯମାନେ ତୁମ୍ଭ ନିକଟକୁ ଆସି କହିବେ, ଆମ୍ଭମାନଙ୍କର ପୂର୍ବପୁରୁଷମାନେ କବଳେ ମିଥ୍ଯା ଅର୍ଥାତ୍ ଅସାର ଓ ନିଷ୍ଫଳ ବସ୍ତୁ ଅଧିକାର କରିଅଛନ୍ତି।
ଅନନ୍ତର ସହେି ସମୟର ଶଷେ ରେ ମୁଁ ନବୂଖଦ୍ନିତ୍ସର, ସ୍ବର୍ଗଆଡେ ଉର୍ଦ୍ଧ୍ବଦୃଷ୍ଟି କଲି। ସେତବେେଳେ ମାରେ ମନ ଠିକ୍ ବାଟକୁ ଆସିଗଲା। ତା'ପ ରେ ମୁଁ ସର୍ବୋପରିସ୍ଥ ପରମେଶ୍ବରଙ୍କର ପ୍ରଶଂସା କଲି। ସହେି ଅନନ୍ତ ଜୀବିଙ୍କୁ ଧନ୍ଯବାଦ ଜଣାଇ ସମାଦର କଲି। କାରଣ ତାଙ୍କର କତ୍ତୃର୍ତ୍ବ ଅନନ୍ତକାଳୀନ ଓ ତାଙ୍କର ରାଜ୍ଯ ପୁରୁଷାନୁକ୍ରମେ ଥାଏ।
ସେତବେେଳେ ଦାରିଯାବସ ସମଗ୍ର ପୃଥିବୀବାସୀ, ସମସ୍ତ ଗୋ୍ଠି, ଦେଶବାସୀ ଓ ଭାଷାବାଦୀମାନଙ୍କୁ ପତ୍ର ଲେଖିଲା। ତୁମ୍ଭମାନଙ୍କ ପ୍ରତି ବାହୁଲ୍ଯରୂପ ରେ ଶାନ୍ତି ହେଉ।
ବର୍ତ୍ତମାନ ନୀନିବୀ ଶୂନ୍ଯ ହାଇେ ଯାଉଛି। ସମସ୍ତ ଜିନିଷ ଲୁଣ୍ଠିତ ଓ ନଗରୀଟି ସମ୍ପୂର୍ଣ୍ଣ ଭାବରେ ଧ୍ବଂସ ହାଇେଛି। ଲୋକମାନେ ସମାନଙ୍କେର ସାହସ ହରାଇଛନ୍ତି। ସମାନଙ୍କେର ହୃଦଯ ଭୟ ରେ ବିଚଳିତ। ସମାନଙ୍କେର ଆଣ୍ଠୁ ଓ ଶରୀର ଥରୁଛି। ସମାନଙ୍କେର ମୁଖମଣ୍ତଳ ଭୟ ରେ ମଳିନ ହାଇୟୋଇଛି।
ସର୍ବଶକ୍ତିମାନ୍ ସଦାପ୍ରଭୁ କୁହନ୍ତି, ଭବିଷ୍ଯତ ରେ ଅନକେ ସହର ରେ ବାସ କରୁଥିବା ଲୋକମାନେ ଆସିବେ।
ଲୋକମାନେ ପର୍ବତ ଓ ଶିଳାଗୁଡ଼ିକୁ କହିଲେ, “ଆମ୍ଭ ଉପରେ ଖସି ପଡ଼। ସିଂହାସନରେ ଯିଏ ବସିଛନ୍ତି, ତାହାଙ୍କ ସମ୍ମୁଖରୁ ଓ ମେଷଶାବକଙ୍କ କ୍ରୋଧରୁ ଆମ୍ଭମାନଙ୍କୁ ଲୁଗ୍ଭଅ।