ଯିହୋଶୂୟ 2:15 · ଓଡ଼ିଆ ବାଇବେଲ
ସହେି ସ୍ତ୍ରୀ ଲୋକଟିର ଘର ନଗରର ପ୍ରାଚୀର ମଧିଅରେ ଥିଲା। ଏହା ପ୍ରାଚୀରର ଏକ ଅଂଶ ଥିଲା। ତେଣୁ ସ୍ତ୍ରୀ ଲୋକଟି ଏକ ଦଉଡି ସାହାୟ୍ଯ ରେ ଝରକା ଦଇେ ଏ ଲୋକମାନଙ୍କୁ ଖସି ୟିବାକକ୍ସ୍ଟ ସାହାୟ୍ଯ କଲା।
Cross references
ଯିହୋଶୂୟ 6:20
ଯାଜକମାନେ ମଷେ ଶିଙ୍ଗା ବଜାଇଲେ, ଲୋକମାନେ ମଷେ ଶିଙ୍ଗା ଶଦ୍ଦ ଶକ୍ସ୍ଟଣି ପାଟି କରିବାକୁ ଲାଗିଲେ। ପ୍ରାଚୀରଟି ଭାଙ୍ଗିଗଲା, ଲୋକମାନେ ସିଧାସଳଖ ନଗର ମଧ୍ଯକକ୍ସ୍ଟ ଦୌଡିଲେ। ଇଶ୍ରାୟେଲର ଲୋକମାନେ ନଗରକକ୍ସ୍ଟ ଅକ୍ତିଆର କଲେ।
ପ୍ରଥମ ଶାମୁୟେଲ 19:12
ତା'ପରେ ମୀଖଲ ଦାଉଦଙ୍କକ୍ସ୍ଟ ଏକ ଝରକା ଦଇେ ବାହାରକକ୍ସ୍ଟ ପଠାଇ ଦେଲେ। ଦାଉଦ ରକ୍ଷା ପାଇଗଲେ ଏବଂ ଦୌଡି ପଳାଇ ଗଲେ।
ରେରିତମାନଙ୍କ କାର୍ଯ୍ୟର ବିବରଣ 9:25
କିନ୍ତୁ ତାହାଙ୍କର ଅନୁସରଣକାରୀ ତାହାଙ୍କୁ ଦିନେ ରାତି ରେ ଟୋକଇେ ରେ ନଇେ ପାଚରେୀ ଆରପଟେ ଛାଡ଼ି ଦେଲେ।
କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 11:33
କିନ୍ତୁ ସହର ପାଚରେୀ ରେ ଥିବା ଗୋଟିଏ ଝରକା ବାଟ ଦଇେ, ଗୋଟିଏ ବାକ୍ସ ରେ ବସାଇ ମାେତେ କେତକେ ବନ୍ଧୁମାନଙ୍କ ଦ୍ବାରା ବାହାରକୁ ଓହ୍ଲାଇ ନିଆ ୟିବାରୁ ମୁଁ ରାଜ୍ଯପାଳଙ୍କ ହାତରୁ ରକ୍ଷା ପାଇ ଗଲି।