ସମାନେେ ସ୍ତ୍ରୀ ଲୋକଟିକକ୍ସ୍ଟ କହିଲେ, ଆମ୍ଭେ ତୁମ୍ଭକୁ କଥା ଦଇେଛକ୍ସ୍ଟ। ଗୋଟିଏ କାମ କର ନଚେତ୍ ଆମ୍ଭେ ଆପଣା ପ୍ରତିଜ୍ଞାରକ୍ସ୍ଟ ମକ୍ସ୍ଟକ୍ତ ହାଇେ ପାରିବକ୍ସ୍ଟ।
Cross references
ତୁମ୍ଭେ ବର୍ତ୍ତମାନ ସଦାପ୍ରଭୁ ପରମେଶ୍ବରଙ୍କର ନାମ ରେ ପ୍ରତିଜ୍ଞା, ୟିଏ ପୃଥିବୀ ଓ ଆକାଶର ନିର୍ମାଣକାରୀ, ଯେ ତୁମ୍ଭମାନେେ ମାରେ ପୁତ୍ରର ବିବାହ କିଣାନୀଯମାନଙ୍କର କନ୍ଯାଗଣ ସହିତ କରାଇବ ନାହିଁ, ଯେଉଁମାନଙ୍କ ସହିତ ମୁଁ ବାସ କରୁଅଛି।
କିନ୍ତୁ ଯଦି ସରେି ଝିଅ ତୁମ୍ଭ ସହିତ ଆସିବା ପାଇଁ ମନା କରେ, ତବେେ ତୁମ୍ଭେ ତୁମ୍ଭର ପ୍ରତିଜ୍ଞାରୁ ମୁକ୍ତ ହବେ। କିନ୍ତୁ ତୁମ୍ଭେ ମାରେ ପୁତ୍ରକୁ ସହେି ସ୍ଥାନକୁ ନିଅ ନାହିଁ।
ତୁମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବରଙ୍କ ନାମ ମିଥ୍ଯା ରେ ନବେ ନାହିଁ, କାରଣ ଯେ କହେି ତାଙ୍କର ନାମ ମିଥ୍ଯା ରେ ନିଏ, ସଦାପ୍ରଭୁ ତାଙ୍କୁ ଅପରାଧୀ ପୂପେ ଗଣନା କରନ୍ତି।
ତୁମ୍ଭମାନେେ ଚୋରି କରିବ ନାହିଁ, ଅନ୍ୟମାନଙ୍କୁ ପ୍ରତାରଣା କରିବ ନାହିଁ କିମ୍ବା ପରସ୍ପର ମିଥ୍ଯା କହିବ ନାହିଁ।
କୌଣସି ପୁରୁଷ ପରମେଶ୍ବରଙ୍କ ଉଦ୍ଦେଶ୍ଯ ରେ ପ୍ରତିଜ୍ଞା କରେ କିମ୍ବା ବ୍ରତଦ୍ବାରା ଆପଣା ପ୍ରାଣକୁ ଆବଦ୍ଧ କରିବାପାଇଁ ଶପଥ କଲେ, ତବେେ ସେ ଆପଣା ବାକ୍ଯ ଲଘଂନ କରିବ ନାହିଁ, ସେ ମୁଖନିଃସୃତ ବାକ୍ଯ ଅନୁସାରେ ସମସ୍ତ ସାଧନ କରିବ।
ଏହି ଚକ୍ସ୍ଟକ୍ତି ଆମ୍ଭେ ତକ୍ସ୍ଟମ୍ଭ ସହିତ କରୁଅଛକ୍ସ୍ଟ। ଆମ୍ଭେ ଯାହା କରିଅଛକ୍ସ୍ଟ, ଯଦି ତୁମ୍ଭେ ଏହା କାହା ଆଗ ରେ ପ୍ରକାଶ କର, ତବେେ ଆମ୍ଭେ ଏ ଚକ୍ସ୍ଟକ୍ତିରକ୍ସ୍ଟ ବିରତ ହବେକ୍ସ୍ଟ।
ଦାଉଦଙ୍କ ରାଜତ୍ବ ସମୟରେ କ୍ରମାଗତ ତିନିବର୍ଷ ଧରି ଦକ୍ସ୍ଟର୍ଭିକ୍ଷ ହେଲା। ଏହି ସମୟରେ ରାଜା ଦାଉଦ ସଦାପ୍ରଭୁଙ୍କୁ ପ୍ରାର୍ଥନା କରନ୍ତେ ସଦାପ୍ରଭୁ ଉତ୍ତର ଦଇେ କହିଲେ, ଶାଉଲ ଓ ତା'ର ହତ୍ଯାକାରୀ ବଂଶ ଯୋଗକ୍ସ୍ଟ ଏପରି ହେଉଛି। ଯେ ହତେକ୍ସ୍ଟ ସେ ଗିବିଯୋନୀଯମାନଙ୍କୁ ହତ୍ଯା କରିଥିଲା।
ମାତ୍ର ଶାଉଲଙ୍କର ପୌତ୍ର, ଯୋନାଥନର ପକ୍ସ୍ଟତ୍ର ମଫୀବୋଶତକକ୍ସ୍ଟ ରାଜା ରକ୍ଷା କଲେ। ଯେ ହତେକ୍ସ୍ଟ ସମାନଙ୍କେ ମଧିଅରେ ଅର୍ଥାତ୍ ଦାଉଦ ଓ ଶାଉଲଙ୍କର ପକ୍ସ୍ଟତ୍ର ଯୋନାଥନ ମଧିଅରେ ସଦାପ୍ରଭୁଙ୍କ ଶପଥ ଥିଲା।