Home Bibles ☰ Books ଯିହୋଶୂୟ 2:3 · ଓଡ଼ିଆ ବାଇବେଲ
ଯିହୋଶୂୟ 2:3 · ଓଡ଼ିଆ ବାଇବେଲ

ତେଣୁ ଯିରୀହାରେ ରାଜା ଏହି ବାର୍ତ୍ତା ରାହବ ନିକଟକକ୍ସ୍ଟ ପଠାଇଲେ, ଯେଉଁ ଲୋକମାନେ ଆସି ତକ୍ସ୍ଟମ୍ଭ ଗୃହ ରେ ପ୍ରବେଶ କରିଛନ୍ତି, ସମାନଙ୍କେୁ ବାହାର କରି ଆଣ। ଯେ ହତେକ୍ସ୍ଟ ସମାନେେ ସମସ୍ତେ ଦେଶ ଅନକ୍ସ୍ଟସନ୍ଧାନ ରେ ଆସିଛନ୍ତି।

Cross references

ଆଦି ପୁସ୍ତକ 38:24

ପ୍ରାଯ ତିନିମାସ ୟିବା ପରେ, କହେି ଲୋକ ଯିହୁଦାକୁ କହିଲେ, ତୁମ୍ଭର ପୁତ୍ରବଧୁ ତାମର ବେଶ୍ଯା ପରି ବର୍ଭଧାରଣ କରିଛି।

ଆଦି ପୁସ୍ତକ 42:9

ଏବଂ ଯୋଷଫେ ପୂର୍ବରୁ ସମାନଙ୍କେର ଭାଇମାନଙ୍କ ବିଷଯ ରେ ଯେଉଁ ସ୍ବପ୍ନ ଦେଖିଥିଲେ ତାହା ମନେ କଲେ।

ଆଦି ପୁସ୍ତକ 42:31

କିନ୍ତୁ ଆମ୍ଭେ କହିଲୁ, ଆମ୍ଭେ ଗୁପ୍ତଚର ନୋହୁଁ। ଆମ୍ଭେ ସାଧୁ ଲୋକ ଅଟୁ।

ଲେବୀୟ ପୁସ୍ତକ 24:14

ସଦାପ୍ରଭୁଙ୍କୁ ଅଭିଶାପ ଦଇେଥିବା ଲୋକକୁ ଛାଉଣୀ ବାହାରକୁ ଆଣ, ପୁଣି ଯେଉଁମାନେ ତା'ର କଥା ଶୁଣିଲେ, ସମାନେେ ସମସ୍ତେ ଅଭିଶାପ ଦଇେଥିବା ବ୍ଯକ୍ତିର ମସ୍ତକରେ ହାତ ଦିଅନ୍ତୁ। ତା'ପରେ ଲୋକମାନେ ତାକୁ ପଥର ମାରି ହତ୍ଯା କରନ୍ତୁ।

ଯିହୋଶୂୟ 10:23

ତେଣୁ ଯିହାଶୂେୟର ଲୋକମାନେ ସେ ପାଞ୍ଚଜଣ ରାଜାଙ୍କକ୍ସ୍ଟ ଗକ୍ସ୍ଟମ୍ଫା ମଧ୍ଯରକ୍ସ୍ଟ ବାହାରକକ୍ସ୍ଟ ଆଣିଲେ। ସମାନେେ ଥିଲେ ୟିରକ୍ସ୍ଟଶାଲମର, ହିବ୍ରୋଣର, ୟମୂର୍ତର, ଲାଖୀଶର ଏବଂ ଇଗ୍ଲୋନର ରାଜାମାନେ।

ବିଚାରକର୍ତାମାନଙ୍କ ବିବରଣ 4:20

ତା'ପରେ ସୀଷରା ଯାୟେଲକକ୍ସ୍ଟ କହିଲା, ୟାଅ, ତମ୍ବୁର ପ୍ରଦେଶ ଦ୍ବାର ରେ ଠିଆ ହକ୍ସ୍ଟଅ। ଯଦି କହେି ଲୋକ ଆସି ତୁମ୍ଭକୁ ପଗ୍ଭରନ୍ତି, 'ଭିତ ରେ କହେି ଅଛନ୍ତି କି?' ତୁମ୍ଭେ, କହିବା ଉଚିତ୍, 'ନାଁ ଭିତ ରେ କହେି ନାହାଁନ୍ତି।'

ଦିତୀୟ ଶାମୁୟେଲ 10:3

କିନ୍ତୁ ଅେମ୍ମାନୀୟ ଅଧିକାରୀଗଣ ହାନୂନ୍କକ୍ସ୍ଟ କହିଲେ, ତୁମ୍ଭେ ଭାବକ୍ସ୍ଟଛ କି ତୁମ୍ଭକୁ ସାନ୍ତ୍ବନା ଦବୋ ପାଇଁ ଓ ତୁମ୍ଭର ପକ୍ସ୍ଟତାଙ୍କୁ ସମ୍ମାନ ଦବୋ ପାଇଁ ଏହି ଲୋକମାନଙ୍କୁ ଦାଉଦ ପଠାଇଛନ୍ତି? ଦାଉଦ ସମାନଙ୍କେୁ ନଗରକକ୍ସ୍ଟ ଆକ୍ରମଣ କରିବା ପୂର୍ବରକ୍ସ୍ଟ ସମାନଙ୍କେୁ ନିରୀକ୍ଷଣ କରିବାକୁ ପଠାଇଛନ୍ତି।

ପ୍ରଥମ ବଂଶାବଳୀ 19:3

କିନ୍ତୁ ଅେମ୍ମାନୀୟ ନେତାମାନେ ହାନୂନ୍ଙ୍କୁ କହିଲେ, ଆପଣ ବିଶ୍ବାସ କରୁଛନ୍ତି କି, ପ୍ରକୃତ ରେ ଦାଉଦ ଆପଣଙ୍କ ପିତାଙ୍କୁ ସମ୍ମାନ ଦବୋ ପାଇଁ, ସାନ୍ତ୍ବନା ଦବୋ ପାଇଁ ଲୋକମାନଙ୍କୁ ଆପଣଙ୍କ ପାଖକୁ ପଠାଇଛନ୍ତି ? ନା, ତାଙ୍କର ଦାସ ଆପଣଙ୍କ ବିଷଯ ରେ ଓ ଆପଣଙ୍କ ଦେଶ ବିଷଯ ରେ ତଥ୍ଯ ଅନୁସନ୍ଧାନ କରିବା ନିମନ୍ତେ ଆସିଛନ୍ତି।

ଆୟୁବ ପୁସ୍ତକ 21:30

ବିପଦ ଆସିଲେ ବି ଦୁଷ୍ଟ ଲୋକମାନେ ରକ୍ଷାପାଇ ୟାଆନ୍ତି। ପରମେଶ୍ବର ରାଗ କଲେ ବି ସମାନେେ ବର୍ତ୍ତି ୟାଆନ୍ତି।

ଯୋହନଲିଖିତ ସୁସମାଚାର 19:4

ପୀଲାତ ପୁଣି ଥରେ ବାହାରକୁ ଆସି ଯିହୂଦୀମାନଙ୍କୁ କହିଲେ, ବର୍ତ୍ତମାନ ମୁଁ ତାହାଙ୍କୁ ତୁମ୍ଭମାନଙ୍କ ଆଗକୁ ଆଣୁଛି। ମୁଁ ତୁମ୍ଭମାନଙ୍କୁ ଜଣାଇ ଦବୋକୁ ଚା ହେଁ ଯେ, ମୁଁ ତାହାଙ୍କ ବିରୁଦ୍ଧ ରେ କୌଣସି ଅଭିଯୋଗ ପାଉ ନାହିଁ।

ରେରିତମାନଙ୍କ କାର୍ଯ୍ୟର ବିବରଣ 12:4

ତା'ପରେ େ ହରୋଦ ପିତରଙ୍କୁ ବନ୍ଦୀ କରି କାରାଗାର ରେ ରଖିଲେ। ତାହାଙ୍କୁ ଜଗିବାପାଇଁ ଷୋହଳ ଜଣ ପ୍ରହରୀ ରହିଲେ। େ ହରୋଦଙ୍କ ଉଦ୍ଦେଶ୍ଯ ଥିଲା ନିସ୍ତାର ପର୍ବ ପରେ ସେ ପିତରଙ୍କୁ ଲୋକମାନଙ୍କ ସାମନାକୁ ଆଣିବେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 12:6

ହରେୋଦ ଯେଉଁଦିନ ପିତରଙ୍କୁ ବିଚ଼ାର ପାଇଁ ବାହାରକୁ ଆଣିବା ନିମନ୍ତେ ଯୋଜନା କରିଥିଲେ, ତା'ପୂର୍ବ ରାତ୍ରି ରେ ପିତର ଦୁଇଟି ଶିକୁଳି ରେ ବନ୍ଧା ହାଇେ ଦୁଇଜଣ ସୈନିକଙ୍କ ମଝି ରେ ଶୋଇଥିଲେ। ବହୁତ ଜଗୁଆଳୀମାନେ ଫାଟକ ପାଖ ରେ ରହି କାରାଗାରକୁ ଜଗି ରହିଥିଲେ।

Interlinear

Choose Theme