Home Bibles ଯିହୋଶୂୟ 2:6 · ଓଡ଼ିଆ ବାଇବେଲ
ଯିହୋଶୂୟ 2:6 · ଓଡ଼ିଆ ବାଇବେଲ

ରାହବ ଏହି ସବୁକଥା ସମାନଙ୍କେୁ କହିଲା, କିନ୍ତୁ ବାସ୍ତବ ରେ ସେ ସମାନଙ୍କେୁ ଛାତ ଉପରେ ଛଣ କାଠଗଦା ଭିତ ରେ ଲକ୍ସ୍ଟଗ୍ଭଇ ରଖିଥିଲା।

Cross references

ଯାତ୍ରା ପୁସ୍ତକ 1:15

ସଠାେରେ ଦୁଇ ଜଣ ଏବ୍ରୀଯ ଧାତ୍ରୀ ଥିଲେ, ଯେଉଁମାନେ କି ହିବ୍ରୁର ସ୍ତ୍ରୀଲୋକମାନଙ୍କୁ ଶ୍ରୀଫ୍ରା ଓ ପୂଯା ନାମକ ପିଲା ଜନ୍ମ କରିବା ରେ ସାହାୟ୍ଯ କଲେ। ମିଶରର ରାଜା ଧାତ୍ରୀମାନଙ୍କୁ କହିଲେ,

ଯାତ୍ରା ପୁସ୍ତକ 2:2

ସହେି ସ୍ତ୍ରୀଲୋକ ଜଣଙ୍କ ଗର୍ଭବତୀ ହାଇେ ଏକ ପୁତ୍ର ସନ୍ତାନ ଜନ୍ମ ଦେଲେ। ତାଙ୍କ ମାତା ଦେଖିଲେ ତାଙ୍କର ସହେି ପୁତ୍ର ବହୁତ ସୁନ୍ଦର ହଇେଛି। ତେଣୁ ସେ ତାଙ୍କୁ ତିନିମାସ କାଳ ଲୁଚାଇ ରଖିଲେ।

ଦିତୀୟ ବିବରଣ 22:8

ଯେତବେେଳେ ତୁମ୍ଭମାନେେ ଏକ ନୂତନ ଗୃହ ନିର୍ମାଣ କର, ତୁମ୍ଭମାନେେ ସହେି ଛାତର ଚତକ୍ସ୍ଟଃପାଶର୍‌ବ ରେ ପାଚରେୀ ଉଠାଇବ। ତବେେ ତୁମ୍ଭମାନେେ କୌଣସି ଲୋକ ଛାତ ଉପରକ୍ସ୍ଟ ପଡି ମରିବା ପାଇଁ ଦୋଷୀ ହବେ ନାହିଁ।

ଯିହୋଶୂୟ 2:8

ସମାନେେ ରାତ୍ରିଶଯନ ପାଇଁ ପ୍ରସ୍ତକ୍ସ୍ଟତ ହବୋ ସମୟରେ ରାହବ ଗକ୍ସ୍ଟଲ୍ଗଚରମାନଙ୍କ ପାଖକକ୍ସ୍ଟ ଛାତ ଉପରକକ୍ସ୍ଟ ୟାଇ କହିଲା,

ଦିତୀୟ ଶାମୁୟେଲ 11:2

ଥରେ ସନ୍ଧ୍ଯା ସମୟରେ ଦାଉଦ ବିଛଣାରକ୍ସ୍ଟ ଉଠି ଛାତ ଉପରେ ବକ୍ସ୍ଟଲିବା ସମୟରେ ଜଣେ ସ୍ତ୍ରୀଲୋକ ଗାଧୋଉ ଥିବାର ଦେଖିଲେ। ସହେି ସ୍ତ୍ରୀ ଜଣକ ଅତି ସକ୍ସ୍ଟନ୍ଦରୀ ଥିଲା।

ଦିତୀୟ ଶାମୁୟେଲ 17:19

ତହିଁରେ ଗୃହିଣୀ ଗୋଟିଏ ଢାଙ୍କକ୍ସ୍ଟଣି ନଇେ କୂଅ ମକ୍ସ୍ଟହଁ ରେ ଦଇେ ତହିଁ ଉପରେ ମର୍ଦ୍ଦିତ ଶସ୍ଯ ବିଛାଇ ଦେଲେ। ଏଣୁ କିଛି ଜଣା ପଡିଲା ନାହିଁ।

ପ୍ରଥମ ରାଜାବଳୀ 18:4

ପୁଣି ଯେଉଁ ସମୟରେ ଈଷବଲେ ସଦାପ୍ରଭୁଙ୍କ ଭବିଷ୍ଯଦ୍ବକ୍ତାମାନଙ୍କୁ ସଂହାର କରୁଥିଲେ ସେ ସମୟରେ ଓବଦିଯ ଏକଶତ ଭବିଷ୍ଯତ୍ବକ୍ତାଙ୍କୁ ନଇେ ପଗ୍ଭଶ ଜଣ କରି ଗୋଟିଏ ଗହ୍ବର ମଧିଅରେ ଲୁଗ୍ଭଇ ରଖି ସମାନଙ୍କେୁ ଅନ୍ନ ଜଳ ଦଇେ ପ୍ରତିପାଳନ କରିଥିଲେ।

ପ୍ରଥମ ରାଜାବଳୀ 18:13

ମୁଁ ଯାହା କରିଛି ତୁମ୍ଭେ ସେ ସବୁ ଜାଣିଛ। ଈଷବଲେ ଯେତବେେଳେ ସଦାପ୍ରଭୁଙ୍କ ଭବିଷ୍ଯଦ୍ବକ୍ତାମାନଙ୍କୁ ମାରିପକାଉ ଥିଲା। ମୁଁ ସମାନଙ୍କେ ମଧ୍ଯରୁ ଏକଶତ ଭବିଷ୍ଯଦ୍ବକ୍ତାଙ୍କୁ ନଇେ ପଗ୍ଭଶ ଜଣ କରି ଦୁଇଟି ଗହ୍ବର ରେ ଲୁଗ୍ଭଇ ରଖିଥିଲି ଓ ସମାନଙ୍କେୁ ଅନ୍ନ ଜଳ ଦଇେ ଭରଣ ପୋଷଣ କରିଥିଲି।

ଦିତୀୟ ରାଜାବଳୀ 11:2

ମାତ୍ର ଯୋରାମ ରାଜକନ୍ଯା, ଅହସିଯଙ୍କର ଭଗିନୀ ୟିହୋଶବୋ ଯେତବେେଳେ ଦେଖିଲେ ରାଜପୁତ୍ରମାନେ ନିହତ ହେଲ, ସେ ପୁତ୍ରମାନଙ୍କ ମଧ୍ଯରୁ ୟୋଯାଶକୁ ନଇଗେଲେ। ସେ ଶିଶୁ ଓ ତାହାର ଧାତ୍ରୀକୁ ନଇେ ଶଯନାଗାର ରେ ଲୁଗ୍ଭଇ ରଖିଲା। ତାକୁ ଲୁଗ୍ଭଇ ରଖିବାରୁ ସେ ଅଥଲିଯାଠାରୁ ହତ ହେଲା ନାହିଁ।

ଯିରିମିୟ 36:26

ପୁଣି ରାଜା ବାରୂକ ଲେଖକକୁ ଓ ଯିରିମିୟ ଭବିଷ୍ଯତବକ୍ତାକୁ ଗିରଫ କରିବାକୁ ରାଜପୁତ୍ର ୟିରହମଲକେୁ, ଅସ୍ରୀଯଲରେ ପୁତ୍ର ସରାଯକୁ ଓ ଅବଦିଯଲରେ ପୁତ୍ର ଶଲେିମିଯକୁ ଆଜ୍ଞା କଲେ। ମାତ୍ର ସମାନେେ ବାରୂକ ଓ ଯିରିମିୟକୁ ପାଇଲେ ନାହିଁ କାରଣ ସଦାପ୍ରଭୁ ସମାନଙ୍କେୁ ଲୁଚାଇ ରଖିଥିଲେ।

ମାଥିଉଲିଖିତ ସୁସମାଚାର 24:17

ସେତବେେଳେ କୌଣସି ଜିନିଷ ପାଇଁ ତିଳେ ହେଲେ ସମୟ ନଷ୍ଟ କରିବା ଉଚିତ ନୁହେଁ। ସେତବେେଳେ ଘରର ଛାତ ଉପରେ ଥିବା ଲୋକ ଘରୁ କୌଣସି ଜିନିଷ ପାଇବା ପାଇଁ ତଳକୁ ଓହ୍ଲଇେ ନଆସୁ।

କଲସୀୟଙ୍କ ପ୍ରତି ପତ୍ର 3:3

ତୁମ୍ଭମାନଙ୍କର ପୁରାତନ ପାପପୂର୍ଣ୍ଣ ସ୍ବଭାବର ମୃତ୍ଯୁ ହାଇଯୋଇଛି ଓ ପରମେଶ୍ବରଙ୍କଠା ରେ ଖ୍ରୀଷ୍ଟଙ୍କ ସହିତ ତୁମ୍ଭମାନଙ୍କର ନୂତନ ଜୀବନ ସୁରକ୍ଷିତ ଅଛି।

ଏବ୍ରୀ 11:23

ବିଶ୍ବାସ ଦ୍ବାରା ମୁଁ, ମାଶାଙ୍କେର ମା ଓ ବାପା ମାଶାଙ୍କେୁ ଜନ୍ମ ଦଲୋ ପରେ ତନିମାସ ଧରି ଲୁଚାଇ ରଖିଲେ। କାରଣ ସମାନେେ ଦେଖିଲେ ଯେ ମାଶାେ ସୁନ୍ଦର ଶିଶୁଟିଏ। ସମାନେେ ରାଜାଜ୍ଞାକୁ ଅବଜ୍ଞା କରିବାକୁ ଭୟ କରି ନ ଥିଲେ।

ଯାକୁବଙ୍କ ପତ୍ 2:25

ଆଉ ଗୋଟିଏ ଉଦାହରଣ ହେଉଛି, ରାହାବ। ସେ ଜଣେ ବେଶ୍ଯା ଥିଲା। କିନ୍ତୁ ସେ ନିଜ କର୍ମଗୁଡ଼ିକ କାରଣରୁ ପରମେଶ୍ବରଙ୍କ ନିକଟରେ ଧାର୍ମିକା ହେଲା। ସେ ପରମେଶ୍ବରଙ୍କ ଗୁପ୍ତଚରମାନଙ୍କୁ ସାହାୟ୍ଯ କଲା ଓ ସମାନଙ୍କେୁ ନିଜ ଘ ରେ ସ୍ବାଗତ କଲା ଓ ଅନ୍ୟ ବାଟଦଇେ ସମାନଙ୍କେୁ ପଳାୟନ କରିବା ରେ ସାହାୟ୍ଯ କଲା।

Interlinear

Choose Theme