Home Bibles ☰ Books ଯିହୋଶୂୟ 21:1 · ଓଡ଼ିଆ ବାଇବେଲ
ଯିହୋଶୂୟ 21:1 · ଓଡ଼ିଆ ବାଇବେଲ

ଏହାପରେ ଲବେୀୟମାନଙ୍କ ପିତୃଗୃହର ପ୍ରଧାନମାନେ ଇଲିଯାସର ଯାଜକ ଓ ନୂନର ପକ୍ସ୍ଟତ୍ର ଯିହାଶୂେୟ ଓ ଇଶ୍ରାୟେଲ ସନ୍ତାନମାନଙ୍କ ବଂଶ ସମକ୍ସ୍ଟହର ପିତୃ ଗୃହର ପ୍ରଧାନମାନଙ୍କ ନିକଟକକ୍ସ୍ଟ ଆସିଲେ।

Cross references

ଯାତ୍ରା ପୁସ୍ତକ 6:14

ଏହି ସମସ୍ତ ଲୋକ ଇଶ୍ରାୟେଲ ବଂଶ ମଧିଅରେ ମୁଖ୍ଯ ଥିଲେ। ଇଶ୍ରାୟେଲଙ୍କର ଜେଷ୍ଠ ପୁତ୍ର ରୁବନରେ ସନ୍ତାନ ହନୋକ, ପଲ୍ଲୁ, ହିଷ୍ରୋଣ ଓ କର୍ମି ଏହିପରି ଚାରି ପୁତ୍ର ଥିଲେ।

ଯାତ୍ରା ପୁସ୍ତକ 6:25

ହାରୋଣର ପୁତ୍ର ଇଲିଯାସର ଫୂଟୀଯଲରେ ଏକ କନ୍ଯକୁ ବିବାହ କଲେ ଓ ସେ ଔରସ ରେ ପୀନହସକୁ ଜନ୍ମ ଦଲୋ। ଏମାନେ ସମସ୍ତେ ଲବେୀୟ ଥିଲେ।

ଗଣନା ପୁସ୍ତକ 34:17

ଯେଉଁମାନେ ତୁମ୍ଭମାନଙ୍କ ନିମନ୍ତେ ଦେଶ ଭାଗ କରିବେ, ସମାନେେ ହେଉଛନ୍ତି ଯାଜକ ଇଲିଯାସର ଓ ନୂନର ପୁତ୍ର ଯିହାଶୂେୟ।

ଗଣନା ପୁସ୍ତକ 35:1

ଅନନ୍ତର ସଦାପ୍ରଭୁ ମାଯାେବ ପଦା ରେ ଯିରୀହାେ ନିକଟସ୍ଥ ୟର୍ଦ୍ଦନ ନଦୀ ଆରପାରି ରେ ମାଶାଙ୍କେୁ କହିଲେ,

ଗଣନା ପୁସ୍ତକ 35:8

ଇଶ୍ରାୟେଲ ବୃହତ ପରିବାରବର୍ଗ ଅଧିକ ନଗର ନବେେ। ଏବଂ ତୁମ୍ଭମାନେେ େଛାଟ ପରିବାରବର୍ଗଠାରୁ ଅଳ୍ପ ନବେ। ପ୍ରେତ୍ୟକକ ପରିବାରବର୍ଗ ସମାନଙ୍କେର ଅଂଶ ଅନୁସାରେ ଲବେୀୟମାନଙ୍କୁ କିଛି ନଗର ଦବେେ।

ଯିହୋଶୂୟ 14:1

ଯାଜକ ଇଲିଯାସର ନୂନର ପକ୍ସ୍ଟତ୍ର ଯିହାଶୂେୟ ଏବଂ ଇଶ୍ରାୟେଲର ସମସ୍ତ ପରିବାରବର୍ଗର ପ୍ରଧାନବର୍ଗ ନିଷ୍ପତ୍ତି ନେଲେ, ଭୂମି କିପରି ଲୋକମାନଙ୍କ ମଧିଅରେ ବଣ୍ଟା ହବେ।

ଯିହୋଶୂୟ 17:4

ଏହି ଝିଅମାନେ ଇଲିଯାସର ଯାଜକ ପାଖକକ୍ସ୍ଟ ଗଲେ। ନୂନର ପକ୍ସ୍ଟତ୍ର ଯିହାଶୂେୟ ଏବଂ ସମସ୍ତ ସନୋପତିଗଣ। କନ୍ଯାଗଣ କହିଲେ, ଆମ୍ଭମାନଙ୍କ ପୁରୁଷ ସଐର୍କୀଯମାନଙ୍କ ପରି ଆମ୍ଭକକ୍ସ୍ଟ ଭୂମି ଦବୋକକ୍ସ୍ଟ ସଦାପ୍ରଭୁ ମାଶାଙ୍କେକ୍ସ୍ଟ ଆଜ୍ଞା ଦଇେଥିଲେ। ତେଣୁ ସଦାପ୍ରଭୁଙ୍କ ଆଜ୍ଞାନକ୍ସ୍ଟସା ରେ ସମାନେେ ସମାନଙ୍କେର ପିତାର ଭାତୃଗଣ ମଧିଅରେ ସମାନଙ୍କେୁ ଏକ ଅଧିକାର ଦେଲେ।

ଯିହୋଶୂୟ 19:51

ଏହିପରି ଭାବରେ ଇଶ୍ରାୟେଲ ପରିବାରବର୍ଗମାନଙ୍କୁ ଏହିସବୁ ଭୂମି ବାଣ୍ଟ କରାଗଲା। ଇଲିଯାସର ଯାଜକ, ନୂନର ପକ୍ସ୍ଟତ୍ର ଯିହାଶୂେୟ ଏବଂ ସମସ୍ତ ବଂଶଧରମାନଙ୍କର ପ୍ରାଚୀନବର୍ଗମାନେ ଭୂମି ଭାଗ କରିବାକୁ ଶୀଲୋ ନିକଟରେ ଏକତ୍ରୀତ ହେଲେ। ସମାନେେ ସଦାପ୍ରଭୁଙ୍କ ସମ୍ମକ୍ସ୍ଟଖ ରେ ସମାଗମ ତମ୍ବୁ ଦ୍ବାର ନିକଟରେ ମିଳିତ ହେଲେ। ଏହିପରି ଭାବରେ ସମାନେେ ଦେଶ ବିଭାଗ ବଣ୍ଟନ ସାରି ଦେଲେ।

Interlinear

Choose Theme