Home Bibles ☰ Books ଯିହୋଶୂୟ 21:10 · ଓଡ଼ିଆ ବାଇବେଲ
ଯିହୋଶୂୟ 21:10 · ଓଡ଼ିଆ ବାଇବେଲ

ପ୍ରଥମ ପସନ୍ଦ ସହର ଭିତ ରେ ଲବେୀୟମାନଙ୍କୁ ଦିଆଗଲା କହାତର ବଂଶୀଯମାନଙ୍କର ହେଲା।

Cross references

ଯାତ୍ରା ପୁସ୍ତକ 6:18

କହାତ 133 ବର୍ଷ ପଞ୍ଚିଥିଲେ। କହାତଙ୍କର ପୁତ୍ରମାନେ ଥିଲେ, ଅମ୍ରମ୍, ୟିଷ୍ହର, ହିବ୍ରୋଣ ଓ ଉଷୀଯଲେ,

ଯାତ୍ରା ପୁସ୍ତକ 6:20

ଅମ୍ରମ୍ 137 ବର୍ଷ ବଞ୍ଚିଲେ। ଅମ୍ରମ ତାଙ୍କ ପିତାଙ୍କର ଭଉଣୀଙ୍କୁ ବିବାହ କରିଥିଲେ, ତାଙ୍କର ନାମ ଥିଲା ଯୋକବଦେ। ଏଣୁ ଅମ୍ରମ ଆଉ ୟୋକବଦେ ହାରୋଣ ଓ ମାଶାଙ୍କେୁ ଜନ୍ମ ଦେଲେ।

ଗଣନା ପୁସ୍ତକ 3:2

ହାରୋଣଙ୍କର ଚାରିପୁତ୍ର ମଧିଅରେ ପ୍ରଥମଜାତ ନାଦବ, ତା'ପରେ ଆବୀହୂ, ଇଲିଯାସର ଓ ଇଥାମର।

ଗଣନା ପୁସ୍ତକ 3:19

ପୁଣି ଆପଣା ବଂଶ ଅନୁସାରେ କାହାତର ପରିବାରବର୍ଗର ନାମ ଅମ୍ରମ, ୟିଷହର, ହିବ୍ରୋଣ ଓ ଉଷୀଯଲେ।

ଗଣନା ପୁସ୍ତକ 3:27

ପୁଣି କହାତ୍ଠାରୁ ଅମ୍ରମୀଯ ବଂଶ ୟିଷ୍ହରୀଯ ବଂଶ, ଦିବ୍ରୋଣୀଯ ବଂଶ ଓ ଉଷୀଯଲେୀଯ ବଂଶ ଉତ୍ପନ୍ନ ହେଲେ। ଏମାନେ କହାତୀଯ ବଂଶ ହେଲେ।

ଗଣନା ପୁସ୍ତକ 4:2

ତୁମ୍ଭମାନେେ ଲବେୀର ସନ୍ତାନଗଣ ମଧ୍ଯରୁ କହାତ ସନ୍ତାନମାନଙ୍କର ବଂଶ ଓ ପିତୃଗୃହ ଅନୁସାରେ ପୁରୁଷମାନଙ୍କୁ ଗଣନା କର।

ଯିହୋଶୂୟ 21:4

କାହାତୀଯ ପରିବାର ନିମନ୍ତେ ବାଣ୍ଟ ଉଠିଲା ଲବେୀୟମାନଙ୍କ ମଧ୍ଯରକ୍ସ୍ଟ ହାରୋଣ ଯାଜକର ସନ୍ତାନଗଣ ୟିହକ୍ସ୍ଟଦା ବଂଶରକ୍ସ୍ଟ, ଶିମିୟୋନ ବଂଶରକ୍ସ୍ଟ ଓ ବିନ୍ଯାମୀନ ବଂଶରକ୍ସ୍ଟ ତରଟେି ନଗର ପାଇଲେ।

Interlinear

Choose Theme