Home Bibles ଯିହୋଶୂୟ 21:11 · ଓଡ଼ିଆ ବାଇବେଲ
ଯିହୋଶୂୟ 21:11 · ଓଡ଼ିଆ ବାଇବେଲ

ପକ୍ସ୍ଟଣି ସମାନେେ ସମାନଙ୍କେୁ ୟିହକ୍ସ୍ଟଦାର ପର୍ବତମଯ ଦେଶ ରେ କିରିଯଥ୍ ଅର୍ବ ଓ ତହିଁ ଚତର୍କ୍ସ୍ଟଦିଗସ୍ଥ ଗ୍ଭରଣଭୂମି ଦେଲେ। ହିବ୍ରୋଣ ନାମ ରେ ନାମିତ ଅର୍ବ ଯେ କି ଅନାକର ପିତା ଥିଲା। ତାଙ୍କର ନାମ ଅନକ୍ସ୍ଟସା ରେ ଏହା ସ୍ଥାନର ନାମ ଅର୍ବ ରଖାୟାଇ ଥିଲା।

Cross references

ଆଦି ପୁସ୍ତକ 23:2

ସାରା କିଣାନ ଦେଶସ୍ଥ କିରିଯଥ ପର୍ବତ ହିବ୍ରୋଣ ରେ ମଲେ। ଅବ୍ରହାମ ଏଥିପାଇଁ ମନ ଦୁଃଖ କଲେ ଓ କ୍ରନ୍ଦନ କଲେ।

ଆଦି ପୁସ୍ତକ 35:27

ଏହାପରେ ସେ କିରିଯଥର୍ବ ଅର୍ଥାତ୍ ହିବ୍ରୋଣ ନଗରର ନିକଟବର୍ତ୍ତୀ ମମ୍ରି ନାମକ ଯେଉଁ ସ୍ଥାନ ରେ ଅବ୍ରହାମ ଓ ଇସ୍ହାକ ପ୍ରବାସ କରିଥିଲେ, ସହେି ସ୍ଥାନ ରେ ଯାକୁବ ଆପଣା ପିତା ଇସ୍ହାକ୍ ନିକଟରେ ଉପସ୍ଥିତ ହେଲେ।

ଯିହୋଶୂୟ 14:15

ଅତୀତ ରେ ସେ ସହରର ନାମ ଥିଲା କିରିଯଥ-ଅର୍ବ। ଏହି ସହର ଲୋକମାନଙ୍କ ମଧିଅରେ ଜଣେ ଯୋଦ୍ଧା ଥିଲେ, ଯାହାଙ୍କର ନାମ ଥିଲା ଅର୍ବ। ତାଙ୍କର ନାମ ଅନକ୍ସ୍ଟସା ରେ ଏ ଭୂମିର ନାମକରଣ କରାୟାଇଥିଲା।

ଯିହୋଶୂୟ 15:13

ସଦାପ୍ରଭୁ ୟିହୋଶୂଯଙ୍କକ୍ସ୍ଟ ନିର୍ଦ୍ଦେଶ ଦଇେଥିଲେ ୟିଫକ୍ସ୍ଟନ୍ନିର ପକ୍ସ୍ଟତ୍ର କାଲବକେକ୍ସ୍ଟ ୟିହକ୍ସ୍ଟଦାର କିଛି ଅଂଶ ଦବୋ ପାଇଁ, ପରମେଶ୍ବରଙ୍କ କଥା ଅନକ୍ସ୍ଟସା ରେ ଯିହାଶୂେୟ କାଲବକେକ୍ସ୍ଟ ଦେଶର କିଛି ଅଂଶ ଦେଲେ। ଯିହାଶୂେୟ ତାଙ୍କୁ କିରିଯଥ ଅର୍ବ ନଗର ଦେଲେ। ତାହା ହିଁ ହିବ୍ରୋଣ। ଅର୍ବ ଆନଙ୍କର ପିତା ଥିଲେ।

ଯିହୋଶୂୟ 15:54

ହକ୍ସ୍ଟମ୍ଟା, କିରିଯଥ୍-ଅର୍ବ ହିବ୍ରୋଣ ଓ ସୀଯୋର, ଏହିପରି ନଅଟି ସହର ଓ ତା'ର ଚତକ୍ସ୍ଟଃପାଶର୍‌ବ ରେ ଥିବା ସହର ସମତେ।

ଯିହୋଶୂୟ 20:7

ତେଣୁ ଇଶ୍ରାୟେଲର ବାସିନ୍ଦାମାନେ କିଛି ସହର ବାଛିଲେ। ଯାହାକକ୍ସ୍ଟ ନିରାପଦ ସହର ନାମ ରେ ପରିଚିତ। ସହେି ସହରଗକ୍ସ୍ଟଡିକ ଥିଲା।

ବିଚାରକର୍ତାମାନଙ୍କ ବିବରଣ 1:10

ଏହାପରେ ୟିହକ୍ସ୍ଟଦାର ଲୋକମାନେ କିଣାନୀଯମାନଙ୍କ ସହିତ ୟକ୍ସ୍ଟଦ୍ଧ କଲେ। ଯେଉଁମାନେ ହିବ୍ରୋଣ ସହର ରେ ବାସ କରୁଥିଲେ। ହିବ୍ରୋଣର ପୂରାତନ ନାମ ଥିଲା କିରିଯଥ ଅର୍ବ ୟିହକ୍ସ୍ଟଦାର ଲୋକମାନେ ଶେଶଯ, ଅହୀମାନ ଓ ତନ୍ମଯକକ୍ସ୍ଟ ପରାସ୍ତ କଲେ।

ଦିତୀୟ ଶାମୁୟେଲ 2:1

ଏହାପରେ ଦାଉଦ ସଦାପ୍ରଭୁଙ୍କ ନିକଟରେ ପଚାରିଲେ, ମୁ କ'ଣ ୟିହକ୍ସ୍ଟଦାର କୌଣସି ଏକ ନଗରକକ୍ସ୍ଟ ନିଯନ୍ତ୍ରଣ କରିବାକୁ ୟିବି?

ଦିତୀୟ ଶାମୁୟେଲ 5:1

ତା'ପରେ ଇଶ୍ରାୟେଲର ସମସ୍ତ ପରିବାରବର୍ଗ ହିବ୍ରୋଣଠାରେ ଦାଉଦଙ୍କ ନିକଟକକ୍ସ୍ଟ ଆସିଲେ। ସମାନେେ କହିଲେ, ଆମ୍ଭମାନେେ ତୁମ୍ଭର ନିଜ ପରିବାର।

ଦିତୀୟ ଶାମୁୟେଲ 15:7

ଏହିପରି ଗ୍ଭରି ବର୍ଷ ପରେ ଅବଶାଲୋମ ରାଜା ଦାଉଦଙ୍କକ୍ସ୍ଟ କହିଲେ, ଦୟାକରି ମାେତେ ହିବ୍ରୋଣକକ୍ସ୍ଟ ମାରେ ଶପଥ ପକ୍ସ୍ଟରଣ କରିବା ପାଇଁ ୟିବାକକ୍ସ୍ଟ ଦିଅନ୍ତକ୍ସ୍ଟ।

ପ୍ରଥମ ବଂଶାବଳୀ 6:55

ସମାନଙ୍କେୁ ହିବ୍ରୋଣ୍ ଓ ତାହାର ଚତୁର୍ଦ୍ଦିଗ ରେ ଥିବା କ୍ଷେତ୍ରମାନ ଦତ୍ତ ହେଲା।

ଲୂକଲିଖିତ ସୁସମାଚାର 1:39

ଠିକ୍ ତା'ପରେ ମରିୟମ ପ୍ରସ୍ତୁତ ହେଲେ ଓ ତରତର ହାଇେ ୟିହୂଦାର ପାହାଡିଆ ପ୍ରଦେଶସ୍ଥିତ ଗୋଟିଏ ନଗରକୁ ବାହାରି ପଡିଲେ।

Interlinear

Interlinear data is unavailable for this verse.

Choose Theme