Cross references
ଗଣନା ପୁସ୍ତକ 21:23
ମାତ୍ର ସୀହାନରେ ରାଜା ଆପଣା ଦେଶ ମଧ୍ଯ ଦଇେ ଇଶ୍ରାୟେଲକୁ ୟାତ୍ରା କରିବାକୁ ଦେଲେ ନାହିଁ। ସେ ଆପଣାର ସମସ୍ତ ଲୋକଙ୍କୁ ଏକତ୍ରୀତ କରି ଇଶ୍ରାୟେଲ ବିରୁଦ୍ଧ ରେ ବାହାରିଲେ। ୟହସଠା ରେ ପହଞ୍ଚି ସେ ଇଶ୍ରାୟେଲର ବିରୁଦ୍ଧ ରେ ୟୁଦ୍ଧ କଲେ।
ଦିତୀୟ ବିବରଣ 4:43
ଯଥା ରୂବନେୀଯମାନଙ୍କ ନିମନ୍ତେ ପଦାଭୂମିସ୍ଥ ପ୍ରାନ୍ତର ରେ ବେତ୍ସର, ଗାଦୀଯମାନଙ୍କ ନିମନ୍ତେ ରାମାେତ୍ ଆଉ ମନଃଶୀଯମାନଙ୍କ ନିମନ୍ତେ ବାଶନ ରେ ଗୋଲନ୍
ଯିହୋଶୂୟ 13:18
ୟହସ୍, କଦମୋେତ୍ ଓ ମଫୋତ୍।
ଯିହୋଶୂୟ 20:8
ଏହାପରେ ଯିରୀହାେ ନିକଟସ୍ଥ ୟର୍ଦ୍ଦନ-ପୂର୍ବପାରି ରେ ରକ୍ସ୍ଟବନ୍େ ବଂଶର ସମଭୂମି ପ୍ରାନ୍ତର ରେ ବେତ୍ସର ଓ ଗଦ୍ବଂଶର ଗିଲିଯଦ ରେ ରାମାେତ୍ ମନଃଶି ବଂଶର ବାଶନର ଗୋଲନ୍ ନିରୂପଣ କଲେ।
ପ୍ରଥମ ବଂଶାବଳୀ 6:78
ମରାରି ବଂଶ ଆହୁରି ମଧ୍ଯ ରୁବନ୍େ ଗୋଷ୍ଠୀଠାରୁ ମରୁଭୂମିସ୍ଥ ବତେସର ସହର, ୟହସ, କଦମୋେତ୍ ଓ ମଫୋତ୍ ସହରଗୁଡ଼ିକ ପ୍ରାପ୍ତ ହେଲ। ରୁବନ୍େ ଗୋଷ୍ଠୀ ଯରେିଖୋ ନଗରର ପୂର୍ବ ପାଶର୍ବ ଓ ୟର୍ଦ୍ଦନ ନଦୀର ପୂର୍ବ ପାଶର୍ବ ରେ ବାସ କରୁଥିଲେ।