Home Bibles ଯିହୋଶୂୟ 21:4 · ଓଡ଼ିଆ ବାଇବେଲ
ଯିହୋଶୂୟ 21:4 · ଓଡ଼ିଆ ବାଇବେଲ

କାହାତୀଯ ପରିବାର ନିମନ୍ତେ ବାଣ୍ଟ ଉଠିଲା ଲବେୀୟମାନଙ୍କ ମଧ୍ଯରକ୍ସ୍ଟ ହାରୋଣ ଯାଜକର ସନ୍ତାନଗଣ ୟିହକ୍ସ୍ଟଦା ବଂଶରକ୍ସ୍ଟ, ଶିମିୟୋନ ବଂଶରକ୍ସ୍ଟ ଓ ବିନ୍ଯାମୀନ ବଂଶରକ୍ସ୍ଟ ତରଟେି ନଗର ପାଇଲେ।

Cross references

ଯାତ୍ରା ପୁସ୍ତକ 6:16

ଲବେୀ 137 ବର୍ଷ ବଞ୍ଚିଥିଲେ। ଲବେୀଙ୍କର ସନ୍ତାନମାନେ ଥିଲେ, ଗେର୍ଶାେନ୍, କହାତ୍ ଓ ମରାରି।

ଯାତ୍ରା ପୁସ୍ତକ 6:20

ଅମ୍ରମ୍ 137 ବର୍ଷ ବଞ୍ଚିଲେ। ଅମ୍ରମ ତାଙ୍କ ପିତାଙ୍କର ଭଉଣୀଙ୍କୁ ବିବାହ କରିଥିଲେ, ତାଙ୍କର ନାମ ଥିଲା ଯୋକବଦେ। ଏଣୁ ଅମ୍ରମ ଆଉ ୟୋକବଦେ ହାରୋଣ ଓ ମାଶାଙ୍କେୁ ଜନ୍ମ ଦେଲେ।

ଯିହୋଶୂୟ 21:8

ଏହିପରି ଇଶ୍ରାୟେଲ ସନ୍ତାନଗଣ ମାଶାେଦ୍ବାରା ସଦାପ୍ରଭୁ ଯେପରି ଆଜ୍ଞା ଦଇେଥିଲେ, ସହେିପରି ଭାବରେ ଗକ୍ସ୍ଟଳାବାଣ୍ଟ କରି ଲବେୀୟ ଲୋକମାନଙ୍କୁ ଏହିସବୁ ନଗର ଓ ତହିଁର ତଳଭୂମି ଦେଲେ।

ଯିହୋଶୂୟ 21:9

ଏବଂ ସମାନେେ ୟିହକ୍ସ୍ଟଦା ସନ୍ତାନଗଣ ବଂଶରକ୍ସ୍ଟ ଓଶିମିଯୋନ ସନ୍ତାନଗଣର ବଂଶରକ୍ସ୍ଟ ଏହିସବୁ ନଗର ଦେଲେ। ସେ ଯେଉଁ ସହରଗକ୍ସ୍ଟଡିକ ଦାନ କଲେ ତାହାର ନାମ ଲିଖିତ ଅଛି।

ଯିହୋଶୂୟ 24:33

ହାରୋଣର ପକ୍ସ୍ଟତ୍ର, ଇଲିଯାସର ମଲେ, ଓ ଇଫ୍ରଯିମର ପାର୍ବତ୍ଯମଯ ଦେଶର ଗିବିହଠା ରେ ତାଙ୍କୁ କବର ଦିଆଗଲା। ତାଙ୍କର ପକ୍ସ୍ଟତ୍ର ପୀନହସବୁ ଗିବିଯୋନ ଦିଆଗଲା।

ପ୍ରଥମ ବଂଶାବଳୀ 6:39

ହମେନ୍ଙ୍କ ଆତ୍ମୀଯ ଥିଲେ ଆସଫ୍। ଆସଫ୍ ହମେନ୍ଙ୍କ ଦକ୍ଷିଣ ପାଶର୍‌ବ ରେ ରହି ସବୋକାର୍ୟ୍ଯ କରୁଥିଲେ। ଆସଫ ବରେିଖିଯଙ୍କ ପୁତ୍ର ଥିଲେ। ବରେିଖିଯ ଶିମିଯଙ୍କ ପୁତ୍ର ଥିଲେ।

ପ୍ରଥମ ବଂଶାବଳୀ 6:54

ଏହି ସମସ୍ତ ସ୍ଥାନ ରେ ହାରୋଣଙ୍କ ବଂଶଧରମାନେ ବାସ କଲେ। ସମାନଙ୍କେୁ ଦତ୍ତ ହାଇେଥିବା ଦେଶ ରେ ସମାନେେ ଛାଉଣୀ ମଧିଅରେ ବାସ କଲେ। ଲବେୀୟ ଲୋକମାନଙ୍କୁ ଦିଆୟାଇଥିବା ଦେଶ ରେ କହାତୀଯମାନେ ପ୍ରଥମ ଅଂଶ ପାଇଲେ।

Interlinear

Choose Theme