Home Bibles ☰ Books ଯିହୋଶୂୟ 21:41 · ଓଡ଼ିଆ ବାଇବେଲ
ଯିହୋଶୂୟ 21:41 · ଓଡ଼ିଆ ବାଇବେଲ

ଏହିପରି ଭାବରେ ଲବେୀୟମାନେ ଅଠଗ୍ଭଳିଷଟି ସହର ଓ ତଳଭୂମି ପାଇଲେ। ଏହି ସମସ୍ତ ଅଞ୍ଚଳ ଅନ୍ୟ ବଂଶଧରଙ୍କର ଅଧିକାର ରେ ଥିଲା।

Cross references

ଆଦି ପୁସ୍ତକ 49:7

ସମାନଙ୍କେ କୋରଧ ଅଭିଶପ୍ତ ହେଉ। କାରଣ ତାହା ପ୍ରଚଣ୍ଡ ଥିଲା। ସମାନଙ୍କେ କୋପ ଅଭିଶପ୍ତ ହେଉ କାରଣ ତାହା ନିଷ୍ଠୁର ଥିଲା। ମୁଁ ଯାକୁବ ମଧିଅରେ ସମାନଙ୍କେୁ ବିଭାଗ କରିବି। ଏବଂ ଇଶ୍ରାୟେଲ ମଧିଅରେ ଛିନ୍ନ ଭିନ୍ନ କରିବି।

ଗଣନା ପୁସ୍ତକ 35:1

ଅନନ୍ତର ସଦାପ୍ରଭୁ ମାଯାେବ ପଦା ରେ ଯିରୀହାେ ନିକଟସ୍ଥ ୟର୍ଦ୍ଦନ ନଦୀ ଆରପାରି ରେ ମାଶାଙ୍କେୁ କହିଲେ,

ଗଣନା ପୁସ୍ତକ 35:7

ସର୍ବମାଟେ ତୁମ୍ଭମାନେେ ଲବେୀୟମାନଙ୍କୁ ଅଠଚାଳିଶଟି ନଗର ଦବେ। ତୁମ୍ଭମାନେେ ସମାନଙ୍କେୁ ନଗର ସହିତ ଚାରଣ ଭୂମି ଦବେ।

ଦିତୀୟ ବିବରଣ 33:10

ସମାନେେ ୟାକକ୍ସ୍ଟବଙ୍କକ୍ସ୍ଟ ତୁମ୍ଭର ଶିକ୍ଷା ଓ ଇଶ୍ରାୟେଲ ରେ ତୁମ୍ଭର ବ୍ଯବସ୍ଥା ଶିଖାଇବେ। ସମାନେେ ତକ୍ସ୍ଟମ୍ଭ ସମ୍ମକ୍ସ୍ଟଖ ରେ ଧୂପକାଠି ଓ ତକ୍ସ୍ଟମ୍ଭ ୟଜ୍ଞବଦେୀ ଉପରେ ହାମବେଳି ରଖିବେ।

ଯିହୋଶୂୟ 21:3

ତେଣୁ ଇଶ୍ରାୟେଲର ସନ୍ତାନଗଣ ସଦାପ୍ରଭୁଙ୍କର ଏହି ବାକ୍ଯକକ୍ସ୍ଟ ସମ୍ମାନ ଦେଲେ ଓ ମାନି ନେଲେ। ସମାନେେ ଲବେୀୟମାନଙ୍କୁ ଏହି ସହର ଓ ଭୂମି ଦେଲେ ତାଙ୍କର ପଶକ୍ସ୍ଟ ଚରିବା ପାଇଁ ନିଜର ଅଧିକାର ମଧ୍ଯରକ୍ସ୍ଟ।

ପ୍ରଥମ ବଂଶାବଳୀ 6:64

ତେଣୁ ଇଶ୍ରାୟେଲୀୟ ଲୋକମାନେ ସହେିସବୁ ସହର ଓ କ୍ଷେତ୍ରଗୁଡ଼ିକୁ ଲବେୀୟମାନଙ୍କୁ ଦଇେ ଦେଲେ।

Interlinear

Choose Theme