Home Bibles ଯିହୋଶୂୟ 21:5 · ଓଡ଼ିଆ ବାଇବେଲ
ଯିହୋଶୂୟ 21:5 · ଓଡ଼ିଆ ବାଇବେଲ

କହାତର ଅବଶିଷ୍ଟ ବଂଶଧରମାନେ ଇଫ୍ରଯିମ ବଂଶର ସମସ୍ତ ବଂଶରକ୍ସ୍ଟ ଓ ଦାନବଂଶ ଏବଂ ମନଃଶିର ଅର୍ଦ୍ଧବଂଶରକ୍ସ୍ଟ ଦଶ ନଗର ପାଇଲେ।

Cross references

ଆଦି ପୁସ୍ତକ 46:11

ଲବେୀର ପୁତ୍ର ଗେର୍ଶୋନ, କହାତ୍ ଓ ମରାରି।

ଯାତ୍ରା ପୁସ୍ତକ 6:16

ଲବେୀ 137 ବର୍ଷ ବଞ୍ଚିଥିଲେ। ଲବେୀଙ୍କର ସନ୍ତାନମାନେ ଥିଲେ, ଗେର୍ଶାେନ୍, କହାତ୍ ଓ ମରାରି।

ଗଣନା ପୁସ୍ତକ 3:27

ପୁଣି କହାତ୍ଠାରୁ ଅମ୍ରମୀଯ ବଂଶ ୟିଷ୍ହରୀଯ ବଂଶ, ଦିବ୍ରୋଣୀଯ ବଂଶ ଓ ଉଷୀଯଲେୀଯ ବଂଶ ଉତ୍ପନ୍ନ ହେଲେ। ଏମାନେ କହାତୀଯ ବଂଶ ହେଲେ।

ଯିହୋଶୂୟ 21:20

କହାତର ଅବଶିଷ୍ଟ ସନ୍ତାନଗଣ ଯେଉଁମାନେ କି କହାତ ସନ୍ତାନ ଲବେୀୟମାନଙ୍କ ବଂଶ ସମୂହ ଇଫ୍ରଯିମ ବଂଶରକ୍ସ୍ଟ ସମାନଙ୍କେର ନିଜର ନଗର ବାଣ୍ଟି ନେଲେ।

ଯିହୋଶୂୟ 21:26

କହାତର ଅବଶିଷ୍ଟ ସନ୍ତାନମାନଙ୍କ ବଂଶର ସର୍ବସକ୍ସ୍ଟଧା ତଳଭୂମି ସମତେ ଦଶଟି ନଗର ହେଲା।

ପ୍ରଥମ ବଂଶାବଳୀ 6:18

କହାତ୍ଙ୍କ ପୁତ୍ରମାନେ ଥିଲେ ଅମ୍ରାମ୍, ୟିଷହର, ହିବ୍ରୋଣ୍ ଓ ଉଷୀଯଲେ।

ପ୍ରଥମ ବଂଶାବଳୀ 6:51

ବୁକ୍କି ଅବୀଶୂଯଙ୍କ ପୁତ୍ର ଥିଲେ। ଉଷି ସରହିଯଙ୍କ ପୁତ୍ର ଥିଲେ। ସରହିଯ ଯିଷିଙ୍କ ପୁତ୍ର ଥିଲେ।

ପ୍ରଥମ ବଂଶାବଳୀ 6:61

କହାତତୀଯମାନଙ୍କୁ ମନଃଶିଙ୍କ ଅର୍ଦ୍ଧକେ ଗୋଷ୍ଠୀଠାରୁ ୟର୍ଦ୍ଦନ ନଦୀର ପୂର୍ବ ରେ ଥିବା ଦଶଗୋଟି ସହର ଦିଆୟାଇଥିଲା।

ପ୍ରଥମ ବଂଶାବଳୀ 6:66

ଇଫ୍ରଯିମ୍ ଗୋଷ୍ଠୀ କହାତ୍ର କେତକେ ପରିବାର କିଛି ନଗରୀଗୁଡ଼ିକ ଦେଲେ।

Interlinear

Choose Theme