ମରାରି ସନ୍ତାନଗଣ ନିଜ ନିଜ ବଂଶାନକ୍ସ୍ଟସା ରେ ରକ୍ସ୍ଟବନେ ବଂଶ, ଗାଦ ବଂଶ ସବୂଲୂନ ବଂଶରକ୍ସ୍ଟ ଏହିପରି ବାରଟି ନଗର ପାଇଲେ।
Cross references
ମରାରିର ସନ୍ତାନମାନେ ଥିଲେ, ମହଲି ଓ ମୂଶି ଏହିସବୁ ବଂଶ ଇଶ୍ରାୟେଲୀୟ ଲବେୀ ବଂଶୀଯ ଥିଲେ।
ପୁଣି ଆପଣା ବଂଶ ଅନୁସାରେ ମରାରିର ପରିବାରବର୍ଗର ନାମ ମହଲି ଓ ମୂଶି।
ଏହାପରେ ସମାନେେ ମରାରି ସନ୍ତାନଗଣର ପରିବାରବର୍ଗନକ୍ସ୍ଟସା ରେ ଅବଶିଷ୍ଟ ଲବେୀୟ ଗୋଷ୍ଠୀଙ୍କକ୍ସ୍ଟ
ଏହିପରି ଭାବରେ ଲବେୀୟମାନଙ୍କ ଅବଶିଷ୍ଟ ବଂଶ, ମରାରି ସନ୍ତାନଗଣର ନିଜ ନିଜ ବଂଶ ଅନକ୍ସ୍ଟସା ରେ ସମାନେେ ବାରଟି ନଗର ପାଇଲେ।
ଗେର୍ଶୋନଙ୍କ ଗୋଷ୍ଠୀ ତରେ ଗୋଟି ନଗର ପ୍ରାପ୍ତ ହେଲା। ସମାନେେ ଇଷାଖର, ଆଶରେ, ନପ୍ତାଲି ଓ ବାଶନ ଅଞ୍ଚଳ ରେ ବାସ କରୁଥିବା ମନଃଶିର ଅବଶିଷ୍ଟ ବଂଶଠାରୁ ସହେି ନଗରଗୁଡ଼ିକ ପ୍ରାପ୍ତ ହେଲେ।
ମରାରି ବଂଶର ପରିବାରବର୍ଗକୁ ବାର ଗୋଟି ନଗର ପ୍ରାପ୍ତ ହେଲା। ସମାନେେ ରୂବନ୍େ, ଗାଦ୍, ସବୁଲୂନର ଗୋଷ୍ଠୀଠାରୁ ସହେି ସମସ୍ତ ନଗର ପ୍ରାପ୍ତ ହେଲେ। ସମାନେେ ଗୁଳାବାଣ୍ଟ ଦ୍ବାରା ସହେି ନଗରସବୁ ପ୍ରାପ୍ତ କଲେ।
ଲବେୀୟ ଲୋକମାନଙ୍କ ମଧିଅରେ ଆଉ କବଳେ ମରାରି ପରିବାରଗୁଡ଼ିକ ଅବଶିଷ୍ଟ ରହିଲେ। ସମାନେେ ସବୂଲୂନ୍ ଗୋଷ୍ଠୀଠାରୁ ରିମ୍ମାନେ ଓ ତାବୋର୍ ସହରଗୁଡ଼ିକ ଚାରଣଭୂମି ସହିତ ପ୍ରାପ୍ତ ହେଲେ।