ରକ୍ସ୍ଟବନ୍େ, ଗାଦ ଓ ମନଃଶିର ଅର୍ଦ୍ଧ ପରିବାରବର୍ଗଗଣ ଇଶ୍ରାୟେଲ ପରିବାରବର୍ଗର ମୂଖ୍ଯମାନଙ୍କୁ ଉତ୍ତର ଦଇେ କହିଲେ,
Cross references
ଆହୁରି ତୁମ୍ଭେ ଏହି ଲୋକମାନଙ୍କ ମଧ୍ଯରୁ କର୍ମକ୍ଷମ, ଅର୍ଥାତ୍
କୋମଳ ପୂର୍ଣ୍ଣ ଉତ୍ତର କୋରଧକୁ ଦମନ କରେ। ମାତ୍ର କଟୁବାକ୍ଯ କୋପ ଜନ୍ମାଏ।
ମନୁଷ୍ଯ କଳ୍ପନା କରେ। କିନ୍ତୁ ନିର୍ଣ୍ଣଯ ସଦାପ୍ରଭୁଙ୍କ ପାଖରୁ ଆ ସେ।
ଯେ ଶୁଣିବା ପୂର୍ବରୁ ଉତ୍ତର କରେ, ଗୋଟିଏ ଅଜ୍ଞାନତା ପରି ସିଏ ବିବଚେନା ହୁଏ ଓ ଲଜ୍ଜିତର କାରଣ ହୁଏ।
ୟିଏ ଯଥାର୍ଥ ଉତ୍ତର ଦିଏ ଲୋକମାନଙ୍କୁ ଆନନ୍ଦ ଦିଏ। ଏହା ଓଠ ରେ ଚୁମ୍ବନ ତୁଲ୍ଯ।
କିନ୍ତୁ ହେ ବୈତ୍ଲହେମ୍-ଉଫ୍ରାଥା, ତୁମ୍ଭେ ଯିହୁଦାର ଗୋଟିଏ କ୍ଷୁଦ୍ରତମ ସହର ଅଟ। କିନ୍ତୁ ତୁମ୍ଭ ମଧ୍ଯରୁ ଇଶ୍ରାୟେଲର ଶାସନକର୍ତ୍ତା ହବୋ ନିମନ୍ତେ ଜଣେ ବ୍ଯକ୍ତି ଆମ୍ଭ ଉଦ୍ଦେଶ୍ଯ ରେ ଜନ୍ମ ହବେେ। ତାଙ୍କର ଉତ୍ପତ୍ତି ପୁରାତନ ତଥା ଅନାଦିକାଳରୁ ହାଇେଅଛି।
ତେଣୁ ପିତର ସମାନଙ୍କେୁ ସମସ୍ତ ଘଟଣାମାନ ବୁଝାଇ କହିଲେ,
ମାେ ପ୍ରିୟ ଭାଇ ଓ ଭଉଣୀମାନେ, କହିବା ଅପେକ୍ଷା ଶୁଣିବା ରେ ବେଶି ଇଚ୍ଛୁକ ହୁଅ। ସଜହଜ ରେ ରାଗି ଯାଅ ନାହିଁ।
କିନ୍ତୁ ତୁମ୍ଭେ ପବିତ୍ର ଭାବରେ ପ୍ରଭୁ ଖ୍ରୀଷ୍ଟଙ୍କୁ ନିଜ ହୃଦୟ ରେ ଧରି ରଖ। ତୁମ୍ଭର ଭରସାର କାରଣ ବିଷୟ ରେ କହେି ତୁମ୍ଭକୁ ପ୍ରଶ୍ନ କଲେ ତାହାକୁ ବୁଝାଇବା ପାଇଁ ସର୍ବଦା ପ୍ରସ୍ତୁତ ରହିଥାଅ।