ସେ କହିଲେ, ତୁମ୍ଭମାନେେ, ତୁମ୍ଭମାନଙ୍କର ବହକ୍ସ୍ଟତ ଧନ ସଐଦ ଓ ପଶକ୍ସ୍ଟଗଣ ସହିତ ଘରକକ୍ସ୍ଟ ୟାଅ। ତୁମ୍ଭମାନଙ୍କର ବହକ୍ସ୍ଟତ ଦାମି ସକ୍ସ୍ଟନାରୂପା ଅଳଙ୍କାର ଇତ୍ଯାଦି ଅଛି। ତୁମ୍ଭମାନଙ୍କର ବହକ୍ସ୍ଟତ ସକ୍ସ୍ଟନ୍ଦର ପୋଷାକ ମଧ୍ଯ ଅଛି। ଯେଉଁଗକ୍ସ୍ଟଡାକ କି ତୁମ୍ଭମାନେେ ତକ୍ସ୍ଟମ୍ଭ ଶତୃମାନଙ୍କଠାରକ୍ସ୍ଟ ଛଡାଇ ଆଣିଲେ। ଗୃହକକ୍ସ୍ଟ ଫରେିୟାଅ ଏବଂ ସଗେକ୍ସ୍ଟଡିକ ତୁମ୍ଭର ନିଜ ନିଜ ଭାତୃଗଣଙ୍କ ମଧିଅରେ ବାଣ୍ଟି ଦିଅ।
Cross references
ସହେିସବୁ ଜିନିଷକୁ ସମାନ ଭାବରେ ସୈନ୍ଯମାନଙ୍କ ମଧିଅରେ ଓ ସମସ୍ତ ମଣ୍ତଳି ମଧିଅରେ ବାଣ୍ଟି ଦିଅ।
ସଠାେରେ ତୁମ୍ଭମାନେେ ପ୍ରଚକ୍ସ୍ଟର ପରିମାଣର ଖାଦ୍ୟ ପାଇବ। ସଠାେରେ ତୁମ୍ଭମାନଙ୍କର ଆବଶ୍ଯକ ଦ୍ରବ୍ଯମାନ ଉପଲବ୍ଧ ହବେ। ସହେି ଦେଶର ପଥର ଲକ୍ସ୍ଟଟା ଅଟେ, ତୁମ୍ଭମାନେେ ସଠାେକାର ପର୍ବତରକ୍ସ୍ଟ ପିତ୍ତଳ ଖୋଳି ପାରିବ।
ତୁମ୍ଭେ କବେେ କୁହ ନାହିଁ ଯେ, 'ଆପଣା ପରାକ୍ରମ ଓ ବାହୁ ବଳଦ୍ବାରା ଏହି ସମସ୍ତ ଐଶ୍ବର୍ୟ୍ଯ ଲାଭ କରିଛ ବୋଲି।'
ସହେି ମିଶରୀଯ ଜଣକ ଦାଉଦଙ୍କକ୍ସ୍ଟ ସମାନଙ୍କେ ନିକଟକକ୍ସ୍ଟ ନଇଗେଲେ। ଯେଉଁଠା ରେ ସମାନେେ ଗୋଟିଏ ଜାଗା ରେ ଏକତ୍ରୀତ ଭାବରେ ବସି ଖିଆପିଆ କରୁଥିଲେ। ସମାନେେ ପଲେଷ୍ଟୀୟମାନଙ୍କର ଓ ୟିହକ୍ସ୍ଟଦାରକ୍ସ୍ଟ ଲକ୍ସ୍ଟସ୍ଖନ କରିଥିବା ବହକ୍ସ୍ଟତ ସାମଗ୍ରିମାନ ଉପ ଭୋଗ କଲେ ଓ ସଠାେରେ ଉତ୍ସବ କରୁଥିଲେ।
ତୁମ୍ଭମାନଙ୍କର କଥା କିଏ ଶକ୍ସ୍ଟଣିବ? ସମସ୍ତେ ଯୁଦ୍ଧରୁ ଆଣିଥିବା ସାମଗ୍ରି ରେ ୟିଏ ୟକ୍ସ୍ଟଦ୍ଧକକ୍ସ୍ଟ ୟାଇଥିଲା ସେ ମଧ୍ଯ ଓ ୟିଏ ଭଣ୍ତାରର ଦାଯିତ୍ବ ରେ ଥିଲା ସେ ମଧ୍ଯ ସମାନ ଭାଗ ପାଇବ।
ସଦାପ୍ରଭୁ ଯିହାଶାଫେଟ୍ଙ୍କୁ ଯିହୁଦାର ଏକ ଅତି ଶକ୍ତିଶାଳୀ ରାଜା କଲେ। ଯିହୁଦାର ସମସ୍ତ ଲୋକ ଯିହାଶାଫେଟ୍ଙ୍କ ନିମନ୍ତେ ଉପହାରମାନ ଆଣିଲେ। ତେଣୁ ୟିହୋଶାଫଟଙ୍କର ଧନସମ୍ପଦ ଓ ସମ୍ମାନ ପ୍ରଚୁର ହେଲା।
ହିଜକିଯ ଅନକେ ଧନସଂପଦ ଓ ସମ୍ମାନ ଲାଭ କଲେ। ସେ ରୂପା, ସୁନା, ବହୁମୂଲ୍ଯ ମଣିମୁକ୍ତା, ମସଲା, ଢ଼ାଲ ଓ ସମସ୍ତ ପ୍ରକାର ଦ୍ରବ୍ଯ ରଖିବା ନିମନ୍ତେ ସ୍ଥାନସବୁ ନିର୍ମାଣ କଲେ।
ବଳଶାଳୀ ରାଜାମାନଙ୍କର ସୈନ୍ଯମାନେ ଏଣତେଣେେ ଦୌଡ଼ି ପଳାଇଲେ। ଗୃହରେ ଥିବା ସ୍ତ୍ରୀ ଲୋକମାନେ ସୈନ୍ଯମାନଙ୍କର ଅତ୍ଯାଚାର ସହିଲେ।
ସହେିଲୋକ ଡାହାଣ ହସ୍ତ ରେ ଦୀର୍ଘାଯୁ ଏବଂ ବାମ ହସ୍ତ ରେ ଧନ ଓ ସମ୍ମାନ ଧାରଣ କରିଛି।
ଏହା ଜାଣି ପ୍ରଭୁଙ୍କ କାର୍ୟ୍ଯ ରେ ସର୍ବଦା ନିଜକୁ ନିଯୋଜିତ କର।
ମିଶର ଦେଶର ସମସ୍ତ ଧନଭଣ୍ଡାର ପ୍ରାପ୍ତ କରିବା ବଦଳ ରେ ଖ୍ରୀଷ୍ଟଙ୍କ ପାଇଁ କଷ୍ଟ ସହନ କରିବା, ମାଶାେ ଅପେକ୍ଷାକୃତ ଭଲ ମନେ କଲେ। ପରମେଶ୍ବରଙ୍କ ଦ୍ବାରା ଭବିଷ୍ଯତ ରେ ମିଳିବାକୁ ଥିବା ପ୍ରତିଦାନ ପାଇଁ ସେ ପ୍ରତୀକ୍ଷା କଲେ।