Home Bibles ☰ Books ଯିହୋଶୂୟ 24:11 · ଓଡ଼ିଆ ବାଇବେଲ
ଯିହୋଶୂୟ 24:11 · ଓଡ଼ିଆ ବାଇବେଲ

ଏହାପରେ ତୁମ୍ଭମାନେେ ୟର୍ଦ୍ଦନ ପାର ହାଇେ ଯିରୀହାକେକ୍ସ୍ଟ ଗଲ। ଯିରୀହାେ ନଗରର ଲୋକମାନେ ତୁମ୍ଭମାନଙ୍କ ବିରକ୍ସ୍ଟଦ୍ଧ ରେ ୟକ୍ସ୍ଟଦ୍ଧ କଲେ। ଏବଂ ତୁମ୍ଭମାନେେ ମଧ୍ଯ ଇ ମାରେୀଯ, ପରିଷୀଯ, କିଣାନୀଯ, ହିତ୍ତୀଯ, ଗିର୍ଗାଶୀଯ, ହିଦ୍ଦୀଯ ଓ ୟିବୂଷୀଯମାନେ ତକ୍ସ୍ଟମ୍ଭ ବିରକ୍ସ୍ଟଦ୍ଧ ରେ ୟକ୍ସ୍ଟଦ୍ଧ କଲେ ଏବଂ ଆମ୍ଭେ ସମାନଙ୍କେୁ ତୁମ୍ଭମାନଙ୍କ ହାତ ରେ ସମର୍ପଣ କଲକ୍ସ୍ଟ।

Cross references

ଯାତ୍ରା ପୁସ୍ତକ 23:23

ପରମେଶ୍ବର କହିଲେ, ଆମ୍ଭର ଦୂତ ତୁମ୍ଭକୁ କ୍ଷେତ୍ର ମଧ୍ଯ ଦଇେ ଆଗଇେ ନବେ। ସେ ତୁମ୍ଭମାନଙ୍କୁ ଇମାରେୀୟ, ହିତ୍ତୀଯ, ପିରିଷୀଯ, କିଣାନୀଯ, ହିଦ୍ଦୀଯ ଓ ୟୁବୂଷୀଯମାନଙ୍କ ଦେଶକୁ ଆଣିବେ। ପୁଣି ଆମ୍ଭେ ସମାନଙ୍କେୁ ଉଚ୍ଛିନ୍ନ କରିବା।

ଦିତୀୟ ବିବରଣ 7:1

ତୁମ୍ଭେ ଯେଉଁ ଦେଶ ଅଧିକାର କରିବାକୁ ଯାଉଅଛ ସହେି ଦେଶ ରେ ଯେତବେେଳେ ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବର ତୁମ୍ଭକୁ ପ୍ରବେଶ କରାଇବେ ଓ ତକ୍ସ୍ଟମ୍ଭ ସାକ୍ଷାତରକ୍ସ୍ଟ ନାନା ଗୋଷ୍ଠୀଯ ଲୋକମାନଙ୍କୁ ହିତ୍ତୀଯ ଓ ଗିର୍ଗାଶୀଯ ଓ ଇ ମାରେୀଯ ଓ କିଣାନୀଯ ଓ ପରିଷୀଯ ଓ ହିଦ୍ଦୀଯ ଓ ୟିବକ୍ସ୍ଟଷୀଯ ତକ୍ସ୍ଟମ୍ଭଠାରକ୍ସ୍ଟ ମହାନ୍ ଓ ବଳବାନ୍ ଏହି ସାତ ଗୋଷ୍ଠୀଙ୍କକ୍ସ୍ଟ ଦୂର କରିବେ।

ଯିହୋଶୂୟ 3:10

ଜୀବିତ ପରମେଶ୍ବର ଯେ ତୁମ୍ଭମାନଙ୍କ ସହିତ ଅଛନ୍ତି ଏହା ଦ୍ବାରା ତୁମ୍ଭମାନେେ ଜାଣି ପାରିବ। ସେ, କିଣାନୀଯ ହିତ୍ତୀଯ, ହିଦ୍ଦୀଯ ପରିସୀଯ, ଗିର୍ଗାଶୀଯ, ଇ ମାରେୀଯ ଓ ୟିବୂଷୀଯ ଲୋକମାନଙ୍କୁ ତୁମ୍ଭମାନଙ୍କ ସମ୍ମକ୍ସ୍ଟଖରକ୍ସ୍ଟ ସହେି ଭୂମିରକ୍ସ୍ଟ ନିଶ୍ଚିତ ତଡି ଦବେେ।

ଯିହୋଶୂୟ 3:14

ଯେତବେେଳେ ଲୋକମାନେ ଛାଉଣୀ ପକାଇଥିବା ସ୍ଥାନରକ୍ସ୍ଟ ୟର୍ଦ୍ଦନ ନଦୀ ପାର ହବୋପାଇଁ ୟାତ୍ରା ଆରମ୍ଭ କଲେ, ଯାଜକମାନେ ଲୋକମାନଙ୍କ ଆଗେ ଆଗେ ନିଯମ ସିନ୍ଦକ୍ସ୍ଟକ ବହି ନେଉଥିଲେ।

ଯିହୋଶୂୟ 4:1

ସମସ୍ତ ଲୋକ ୟର୍ଦ୍ଦନ ନଦୀ ପାର ହାଇେ ସାରିବା ପରେ ସଦାପ୍ରଭୁ ଯିହାଶୂେୟଙ୍କକ୍ସ୍ଟ କହିଲେ,

ଯିହୋଶୂୟ 4:10

ସଦାପ୍ରଭୁ ୟିହୋଶୂଯଙ୍କକ୍ସ୍ଟ ନିର୍ଦ୍ଦେଶ କରିଥିଲେ, ଲୋକମାନଙ୍କୁ କହିବା ପାଇଁ, ଯାହା ମାଶାେ ଯିହାଶୂେୟାଙ୍କକ୍ସ୍ଟ କହିଥିଲେ। ତେଣୁ ଯାଜକମାନେ ଯେଉଁମାନେ ସଦାପ୍ରଭୁଙ୍କର ସିନ୍ଦକ୍ସ୍ଟକ ବହକ୍ସ୍ଟଥିଲେ, ସମାନେେ ସହେି ନଦୀ ଶର୍ୟ୍ଯା ରେ ଠିଆ ହାଇେ ରହିଲେ, ସମସ୍ତ ଇଶ୍ରାୟେଲ ଲୋକମାନେ ନଦୀ ପାର ନ ହବୋ ପର୍ୟ୍ଯନ୍ତ।

ଯିହୋଶୂୟ 4:11

ଯେତବେେଳେ ସମସ୍ତ ଲୋକମାନେ ନଦୀ ପାର ହାଇଗେଲେ, ଏହାପରେ ଯାଜକଗଣ ସଦାପ୍ରଭୁଙ୍କର ପବିତ୍ର ନିଯମ ସିନ୍ଦକ୍ସ୍ଟକ ଧରି ୟର୍ଦ୍ଦନ ନଦୀ ପାର ହାଇଗେଲେ।

ଯିହୋଶୂୟ 4:19

ପ୍ରଥମ ମାସର ଦଶମ ଦିନ ରେ ଲୋକମାନେ ୟର୍ଦ୍ଦନ ନଦୀ ପାର ହାଇେ ଯିରୀହାରେ ପୂର୍ବ ସିମାସ୍ଥିତ ଗିଲଗାଲ୍ଠା ରେ ଛାଉଣୀ ସ୍ଥାପନ କଲେ।

ଯିହୋଶୂୟ 4:23

ଆମ୍ଭମାନେେ ପାର ହବୋୟାଏ, ଯେପରି ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ତାଙ୍କର ଶକ୍ତିବଳ ରେ ସୂଫ ସମକ୍ସ୍ଟଦ୍ର ଶିଷ୍କ କରିଥିଲେ, ସହେିପରି ତୁମ୍ଭମାନେେ ପାର ହବୋ ପର୍ୟ୍ଯନ୍ତ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ବର ତୁମ୍ଭମାନଙ୍କ ସମ୍ମକ୍ସ୍ଟଖ ରେ ୟର୍ଦ୍ଦନ ନଦୀ ଶକ୍ସ୍ଟଷ୍କ କଲେ।'

ଯିହୋଶୂୟ 6:1

ଯିରୀହାେ ସହର ବନ୍ଦ ଥିଲା ଓ ଜଗା ହାଇେଥିଲା। ସହେି ସହରର ଲୋକମାନେ ଭୟଭୀତ ହାଇେ ୟାଇଥିଲେ। କାରଣ ଇଶ୍ରାୟେଲର ଲୋକମାନେ ସହେି ସହରର ନିକଟରେ ଥିଲେ, କୌଣସି ଲୋକ ସହେି ସହରର ଭିତରକକ୍ସ୍ଟ ପଶକ୍ସ୍ଟ ନ ଥିଲେ କି କହେି ମଧ୍ଯ ସହର ଭିତରକ୍ସ୍ଟ ବାହାରକକ୍ସ୍ଟ ମଧ୍ଯ ଆସକ୍ସ୍ଟ ନ ଥିଲେ।

ଯିହୋଶୂୟ 6:6

ତେଣୁ ନୂନର ପକ୍ସ୍ଟତ୍ର ଯିହାଶୂେୟ ସମସ୍ତ ଯାଜକମାନଙ୍କୁ ଏକତ୍ରୀତ କଲେ। ଯିହାଶୂେୟ ସମାନଙ୍କେୁ କହିଲେ, ତୁମ୍ଭମାନେେ ପବିତ୍ର ନିଯମ ସିନ୍ଦକ୍ସ୍ଟକ ଆଣ ଓ ସାତଜଣ ଯାଜକ ସଦାପ୍ରଭୁଙ୍କର ପବିତ୍ର ସିନ୍ଦକ୍ସ୍ଟକ ଆଗ ରେ ମଷେଶିଙ୍ଗା ବଜାଇବେ।

ଯିହୋଶୂୟ 9:2

ସମାନେେ ୟିହୋଶୂଯ ଓ ଇଶ୍ରାୟେଲ ବିରକ୍ସ୍ଟଦ୍ଧ ରେ ୟକ୍ସ୍ଟଦ୍ଧ କରିବାକୁ, ଏକତ୍ରୀତ ହେଲେ ଓ ସୈନ୍ଯବାହୀନି ରେ ଯୋଗ ଦେଲେ।

ଯିହୋଶୂୟ 10:1

ଏହି ସମୟରେ ଅଦୋନିଷଦକେ ୟିରକ୍ସ୍ଟଶାଲମର ରାଜା ଥିଲେ। ରାଜା ଶୁଣିବାକୁ ପାଇଲେ, ଯେ ଯିହାଶୂେୟ ଅଯକକ୍ସ୍ଟ ପରାସ୍ତ କରି ସଐୂର୍ଣ ଭାବେ ଧ୍ବଂସ କରିଛନ୍ତି। ରାଜା ଜାଣିବାକକ୍ସ୍ଟ ପାଇଲେ ଯେ, ଯିହାଶୂେୟ ଯିରୀହାେ ଓ ତାଙ୍କ ରାଜା ପ୍ରତି ଯାହା କରିଥିଲେ, ସହେିପରି ଅଯ ଓ ତା'ର ରାଜାଙ୍କକ୍ସ୍ଟ କଲେ। ଆଉ ରାଜା ଜାଣିବାକକ୍ସ୍ଟ ପାଇଲେ ଯେ, ଗିବିଯୋନମାନେ ଇଶ୍ରାୟେଲମାନଙ୍କ ସହିତ ଶାନ୍ତିଚକ୍ସ୍ଟକ୍ତି କରିଛନ୍ତି ଏବଂ ସହେି ଲୋକମାନେ ୟିରକ୍ସ୍ଟଶାଲମ ନିକଟରେ ବାସ କରୁଛନ୍ତି।

ନିହିମିୟା 9:24

ଏହିପରି ସହେି ସନ୍ତାନଗଣ ଦେଶ ରେ ପଶି ଅଧିକାର କଲେ। ଆଉ ତୁମ୍ଭେ ସମାନଙ୍କେ ସମ୍ମୁଖ ରେ ସହେି ଦେଶବାସୀ କିଣାନୀଯମାନଙ୍କୁ ପରାସ୍ତ କଲ। ସମାନେେ ଯେପରି ନିଜ ଇଛାମତେ ବ୍ଯବହାର କରିବେ। ଏଥିପାଇଁ ସମାନଙ୍କେୁ ଓ ସମାନଙ୍କେ ରାଜଗଣଙ୍କୁ ଓ ଦେଶସ୍ଥ ନାନା ଗୋଷ୍ଠୀକୁ ସମାନଙ୍କେ ହସ୍ତ ରେ ସମର୍ପଣ କଲ।

ଗୀତସଂହିତା 78:54

ପରମେଶ୍ବର ସମାନଙ୍କେୁ ଆପଣା ପବିତ୍ର ଦେଶକୁ ଓ ପାର୍ବତ୍ଯ ଦେଶକୁ ଆଣିଲେ, ୟାହା ସେ ତାଙ୍କ ଶକ୍ତିବଳରେ ନଇେଥିଲେ।

ଗୀତସଂହିତା 105:44

ଏହାପରେ ପରମେଶ୍ବର ତାଙ୍କର ଗୋଷ୍ଠୀଯବର୍ଗଙ୍କୁ ବାସ କରିବାକୁ ସ୍ଥାନ ଦେଲେ। ପରମେଶ୍ବରଙ୍କର ଲୋକମାନେ ସମସ୍ତ ଦ୍ରବ୍ଯ ପାଇଲେ। ଯେଉଁଥିପାଇଁ ଅନ୍ୟ ଜାତିଗଣ ବହୁ ପରିଶ୍ରମ କରିଥଲେ।

ଗୀତସଂହିତା 114:3

ସୁଫ ସମୁଦ୍ର ତାହା ଦେଖି ଘୁଞ୍ଚି ଗଲା। ୟର୍ଦ୍ଦନ ନଦୀ ଉଜାଣି ବହିଲା।

ଗୀତସଂହିତା 114:5

ହେ ସୁଫ ସମୁଦ୍ର, ତୁମ୍ଭେ କାହିଁକି ଘୁଞ୍ଚିଗଲ ? ହେ ୟର୍ଦ୍ଦନ ତୁମ୍ଭେ କାହିଁକି ଉଜାଣି ବହୁଛ ?

ରେରିତମାନଙ୍କ କାର୍ଯ୍ୟର ବିବରଣ 7:45

ଆମ୍ଭର ପୂର୍ବପୁରୁଷମାନେ ସହେି ପବିତ୍ର ତମ୍ବୁ ସାଙ୍ଗ ରେ ଆଣିଥିଲେ। ସହେି ସମୟରେ ୟିହୋଶୂୟଙ୍କ ନତେୃତ୍ବ ରେ ସମାନେେ ଅନ୍ୟଜାତି ଗଣର ଦେଶ ଅଧିକାର କରି ନଇେଥିଲେ। ଏହି ଜାତିମାନଙ୍କୁ ଆମ୍ଭ ପୂର୍ବପୁରୁଷମାନଙ୍କ ସାମନା ରେ ବାହାର କରି ଦେଲେ। ତମ୍ବୁଟି ଦାଉଦଙ୍କ ସମୟ ପର୍ୟ୍ଯନ୍ତ ଥିଲା।

Interlinear

Choose Theme