Home Bibles ଯିହୋଶୂୟ 24:2 · ଓଡ଼ିଆ ବାଇବେଲ
ଯିହୋଶୂୟ 24:2 · ଓଡ଼ିଆ ବାଇବେଲ

ଏହାପରେ ୟିହୋଶୂଯ ସମସ୍ତ ଲୋକମାନଙ୍କୁ କହିଲେ, ମୁ ତୁମ୍ଭକୁ ଯାହା କହକ୍ସ୍ଟଛି ତାକକ୍ସ୍ଟ ସଦାପ୍ରଭୁ ଇଶ୍ରାୟେଲ ପରମେଶ୍ବର କହିଛନ୍ତି, ତୁମ୍ଭମାନଙ୍କୁ।

Cross references

ଆଦି ପୁସ୍ତକ 11:22

ସରୁଗ ତିରିଶ ବର୍ଷ ବଯସ ରେ ନାହାରରେ ପିତା ହେଲ।

ଆଦି ପୁସ୍ତକ 11:26

ତରହକେୁ ସତୁରି ବର୍ଷ ବଯସ ରେ ତାଙ୍କର ପୁତ୍ର ଅବ୍ରାମ, ନାହାରେ ଓ ହାରଣ ଜନ୍ମ କଲେ।

ଆଦି ପୁସ୍ତକ 11:27

ଏହା ଅଟେ ତରହରେ ବଂଶାବଳୀ। ତରହେ ଥିଲେ ଅବ୍ରାମ, ନାହାରେ ଓ ହାରୋଣର ପିତା। ହାରୋଣ ଲୋଟକୁ ଜନ୍ମ କଲା।

ଆଦି ପୁସ୍ତକ 31:19

ଏହି ସମୟରେ ଲାବନ ମଷେପଲରୁ ଲୋମ ଛଦନେ କରିବାକୁ ୟାଇଥିଲା। ଯେତବେେଳେ ସେ ଯଇେଥିଲେ, ରାହେଲ ଆପଣା ପିତାଙ୍କର ଘରର ଦବେତାମାନଙ୍କୁ ଚୋରି କଲା।

ଆଦି ପୁସ୍ତକ 31:30

ମୁଁ ଜାଣେ ଯେ ତୁମ୍ଭେ ସ୍ବଗୃହକୁ ୟିବାକୁ ଚାହୁଁଥିଲ। ଯେଉଁଥି ପାଇଁ ତୁମ୍ଭେ ସେ ସ୍ଥାନ ଛାଡ଼ିଲ। କିନ୍ତି ତୁମ୍ଭେ କାହିଁକି ମାରେ ଦବେତାମାନଙ୍କୁ ଚୋରାଇ ଆଣିଲ?

ଆଦି ପୁସ୍ତକ 31:32

କିନ୍ତୁ ମୁଁ ତୁମ୍ଭର ଦବେତାଗଣଙ୍କୁ ଚୋରାଇ ଆଣି ନାହିଁ। ମାତ୍ର ତୁମ୍ଭେ ଯାହା ନିକଟରୁ ତାହା ପାଇବ ତାକୁ ହତ୍ଯା କରାୟିବ। ତୁମ୍ଭର ଲୋକମାନେ ମାରେ ସାକ୍ଷୀ ରହିଲେ। ତୁମ୍ଭର ଏଠା ରେ ଯାହାସବୁ ଅଛି ତୁମ୍ଭେ ତୁମ୍ଭର ଲୋବତାଗଣଙ୍କୁ ଖାଜେି ପାରିବ। ତୁମ୍ଭର ଯାହା ଅଛି ତୁମ୍ଭେ ନଇେ ପାରିବ। ରାହେଲ ତାହା ଚୋରି କରିଛନ୍ତି ବୋଲି, ଯାକୁବ ଜାଣି ନଥିଲେ।

ଆଦି ପୁସ୍ତକ 31:53

ଅବ୍ରହାମର ପରମେଶ୍ବର, ନାହାରରେ ପରମେଶ୍ବର ଓ ସମାନଙ୍କେର ପୂର୍ବପୁରୁଷଙ୍କ ପରମେଶ୍ବର ଆମ୍ଭ ଓ ତୁମ୍ଭ ମଧିଅରେ ବିଚାର କରିବେ।

ଆଦି ପୁସ୍ତକ 35:4

ତେଣୁ ସମସ୍ତ ଲୋକେ ସମାନଙ୍କେର ମୂର୍ତ୍ତିଗୁଡ଼ିକୁ ଯାକୁବକୁ ଦେଲେ। ସମାନେେ ମଧ୍ଯ ତାଙ୍କର କର୍ଣ୍ଣକୁଣ୍ଡଳ ସମସ୍ତ ୟାକବକୁ ଦେଲେ। ଯାକୁବ ସଗେୁଡ଼ିକ ନଇେ ଶିଖିମ ନିକଟବର୍ତ୍ତୀ ଆଲୋନ ବୃକ୍ଷ ମୂଳେ ପୋତି ଦେଲେ।

ଦିତୀୟ ବିବରଣ 26:5

ତା'ପରେ ତୁମ୍ଭମାନେେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବରଙ୍କ ସମ୍ମକ୍ସ୍ଟଖ ରେ ଉତ୍ତର ଦଇେ କହିବ,'ଜଣେ ବକ୍ସ୍ଟଲକ୍ସ୍ଟଥିବା, ଅରାମୀଯ ଲୋକ ମାରେପିତା ଥିଲେ ଓ ସେ ମିଶରକକ୍ସ୍ଟ ଗଲେ ଏବଂ ସଠାେରେ ଅଳ୍ପ କେତକେ ଲୋକ ସହିତ ବାସ କଲେ। ସଠାେରେ ସେ ଜାତୀଯ ଲୋକମାନଙ୍କ ମଧିଅରେ ମହାନ ଓ ଶକ୍ତିଶାଳୀ ହେଲେ।

ଯିହୋଶୂୟ 24:15

ଯଦି ସଦାପ୍ରଭୁଙ୍କ ସବୋ ତକ୍ସ୍ଟମ୍ଭ ଦୃଷ୍ଟି ରେ ମନ୍ଦ ଦିଶେ। ତବେେ ତୁମ୍ଭମାନେେ କାହାର ସବୋ କରିବ ଆଜି ମନୋନୀତ କର। ତୁମ୍ଭମାନଙ୍କୁ ଆଜି ନିଷ୍ପତ୍ତି ନବୋକକ୍ସ୍ଟ ପଡିବ ଯେ ତୁମ୍ଭେ କାହାର ସବୋ କରିବ। ତୁମ୍ଭେ କ'ଣ ତକ୍ସ୍ଟମ୍ଭ ପୂର୍ବପୁରୁଷଗଣ ଇଉଫ୍ ରଟେିସ୍ ନଦୀ ସପୋରୀ ରେ ଥିବା ଦବେତାଗଣଙ୍କକ୍ସ୍ଟ ପୂଜା କରିବ? କିମ୍ବା ସହେି ଦେଶ ରେ ବାସ କରିଥିବା ଇ ମାରେୀଯମାନଙ୍କର ଦବେତାଙ୍କୁ ପୂଜା କରିବ କି? ତୁମ୍ଭମାନେେ ତୁମ୍ଭମାନଙ୍କ ପାଇଁ ଆଜି ଏହାର ନିଷ୍ପତ୍ତି ନିଅ। କିନ୍ତୁ ମୁ ଓ ମାରେପରିବାରବର୍ଗ ସହେି ସଦାପ୍ରଭୁ ପରମେଶଓରଙ୍କୁ ସବୋ କରିବକ୍ସ୍ଟ!

ପ୍ରଥମ ବଂଶାବଳୀ 1:27

ଅବ୍ରାମଙ୍କୁ ଅବ୍ରହାମ୍ ବୋଲି କୁହାଯାଉଥିଲା।

ଯିଶାଇୟ 51:2

ତୁମ୍ଭମାନଙ୍କ ପିତା ଅବ୍ରହାମ ଓ ଜନ୍ମଦାତ୍ରୀ ସାରା ପ୍ରତି ଦୃଷ୍ଟି ଦିଅ। ସେ ଯେତବେେଳେ ଏକାକୀ ଥିଲା ଆମ୍ଭେ ତାହାକୁ ଆହ୍ବାନ କଲୁ। ଆମ୍ଭେ ଆଶୀର୍ବାଦ କରି ତାକୁ ବହୁ ବଂଶ କଲୁ।

ଯିହିଜିକଲ 16:3

ଏବଂ ସମାନଙ୍କେୁ କୁହ, 'ସଦାପ୍ରଭୁ, ମାରେ ପ୍ରଭୁ ୟିରୁଶାଲମକୁ ଏହି କଥା କହନ୍ତି, ତୁମ୍ଭର ଉତ୍ପତ୍ତି ଜନ୍ମସ୍ଥାନ କିଣାନୀଯ ଦେଶ ଅଟେ। ତୁମ୍ଭର ପିତା ଇ ମାରେୀଯ ଓ ମାତା ଜଣେ ହିତ୍ତୀଯା ଥିଲେ।

Interlinear

Choose Theme