ହାରୋଣର ପକ୍ସ୍ଟତ୍ର, ଇଲିଯାସର ମଲେ, ଓ ଇଫ୍ରଯିମର ପାର୍ବତ୍ଯମଯ ଦେଶର ଗିବିହଠା ରେ ତାଙ୍କୁ କବର ଦିଆଗଲା। ତାଙ୍କର ପକ୍ସ୍ଟତ୍ର ପୀନହସବୁ ଗିବିଯୋନ ଦିଆଗଲା।
Cross references
ହାରୋଣ ଇଲିଶେବ୍କୁ ବିବାହ କଲେ। ଇଲୀଶବୋ ଥିଲେ ଅମ୍ମୀନାଦବର କନ୍ଯା ନ ହଶାେନର ଭଗିନୀ ତାଙ୍କର ଔରସରୁ ନାଦବ ଓ ଅବୀହୂ ଓ ଇଲିଯାସର ଓ ଈଥାମରକୁ ପ୍ରସବ କଲା।
ହାରୋଣର ପୁତ୍ର ଇଲିଯାସର ଫୂଟୀଯଲରେ ଏକ କନ୍ଯକୁ ବିବାହ କଲେ ଓ ସେ ଔରସ ରେ ପୀନହସକୁ ଜନ୍ମ ଦଲୋ। ଏମାନେ ସମସ୍ତେ ଲବେୀୟ ଥିଲେ।
ଯାଜକ ହାରୋଣର ପୁତ୍ର ଇଲିଯାସର ସମସ୍ତଙ୍କ ମଧିଅରେ ପ୍ରଧାନ ଲବେୀୟମାନଙ୍କର ଅଧିପତି। ସେ ଯେଉଁମାନେ ପବିତ୍ର ବିଷଯର କାର୍ୟ୍ଯ କରନ୍ତି ସମାନଙ୍କେର ତତ୍ତ୍ବାବଧାନ କରିବ।
ତୁମ୍ଭେ ହାରୋଣଠାରୁ ବସ୍ତ୍ର କାଢିନବୋ ଉଚିତ୍ ଓ ତା'ର ପୁତ୍ର ଇଲିଯାସରକୁ ସଗେୁଡିକ ପିନ୍ଧାଇ ଦବୋ ଉଚିତ୍। ସେ ପର୍ବତ ଉପରେ ମରିବ ଓ ତାଙ୍କର ପୂର୍ବପୁରୁଷଙ୍କ ନିକଟକୁ ୟିବ।
ମାଶାେ ହାରୋଣଙ୍କ ପବିତ୍ର ବସ୍ତ୍ର କାଢିଲେ ଓ ସଗେୁଡିକ ଇଲିଯାସରକୁ ପିନ୍ଧାଇଲେ। ତା'ପରେ ହାରୋଣ ପର୍ବତ ଉପରେ ମଲେ ଓ ତବେେ ମାଶାେ ଓ ଇଲିଯାସର ପର୍ବତରୁ ତଳକୁ ଓହ୍ଲାଇ ଆସିଲେ।
ଯାଜକ ଇଲିଯାସର ନୂନର ପକ୍ସ୍ଟତ୍ର ଯିହାଶୂେୟ ଏବଂ ଇଶ୍ରାୟେଲର ସମସ୍ତ ପରିବାରବର୍ଗର ପ୍ରଧାନବର୍ଗ ନିଷ୍ପତ୍ତି ନେଲେ, ଭୂମି କିପରି ଲୋକମାନଙ୍କ ମଧିଅରେ ବଣ୍ଟା ହବେ।
ଏଣୁ ଇଶ୍ରାୟେଲର ଲୋକମାନେ କିଛି ଲୋକଙ୍କକ୍ସ୍ଟ ରକ୍ସ୍ଟବନ୍େ, ଗାଦ୍ ଏବଂ ମନଃଶି ବଂଶର ଲୋକମାନଙ୍କ ସହିତ କଥାବାର୍ତ୍ତା କରିବାକୁ ପଠାଇଲେ। ସମାନଙ୍କେର ନତେୃତ୍ବ ପୀନହାସ ନଇଗେଲେ, ଯେ କି ଥିଲେ ଇଲିଯାସ ଯାଜକର ପକ୍ସ୍ଟତ୍ର।
ସହେି ସ୍ଥାନଠାରକ୍ସ୍ଟ 600 ଲୋକ ଇଫ୍ରଯିମ ପର୍ବତମଯ ଦେଶକକ୍ସ୍ଟ ୟାତ୍ରା କଲେ। ତା'ପରେ ସମାନେେ ଆସି ମୀଖାର ଘ ରେ ପହଁଞ୍ଚିଲେ।
ସଠାେରେ ଜଣେ ଯାଜକ ଥିଲେ ତାଙ୍କର ନାମ ଥିଲା ପୀନହସ୍। ସେ ଇଲିଯାସରର ବଂଶଧର ଥିଲେ। ଇଲିଯାସର ଥିଲା ହାରୋଣଙ୍କର ପକ୍ସ୍ଟତ୍ର। ଇଶ୍ରାୟେଲର ଲୋକମାନେ ପଚାରିଲେ, ବିନ୍ଯାମୀନର ଲୋକମାନେ ଆମର ସଐର୍କୀଯ। ଆମ୍ଭର ତାଙ୍କ ସହିତ ୟକ୍ସ୍ଟଦ୍ଧ କରିବା ଉଚିତ ନା ୟକ୍ସ୍ଟଦ୍ଧ ବନ୍ଦ କରିବା ଉଚିତ୍?
ଏଗୁଡିକ ହେଉଛି ବାରଜଣ ଦଶାେଧ୍ଯକ୍ଷଙ୍କ ନାମ:
ବୁକ୍କି ଅବୀଶୂଯର ପୁତ୍ର ଥିଲା। ଅବୀଶୂଯ ପୀନହସର ପୁତ୍ର ଥିଲା। ପୀନହସ୍ ଇଲିଯାସର ପୁତ୍ର ଥିଲା। ଇଲିଯାସର ପ୍ରଧାନ ଯାଜକ ହାରୋଣଙ୍କର ପୁତ୍ର ଥିଲା। ଏଜ୍ରା ବାବିଲୋରୁ ୟିରୁଶାଲମକୁ ଆସିଲେ। ଏଜ୍ରା ଜଣେ ଶିକ୍ଷକ ଥିଲେ। ସେ ମାଶାଙ୍କେର ବ୍ଯବସ୍ଥା ଖୁବ୍ ଭଲ ରୁପେ ଜାଣିଥିଲେ। ମାଶାଙ୍କେର ବ୍ଯବସ୍ଥା ସଦାପ୍ରଭୁ, ଇଶ୍ରାୟେଲର ପରମେଶ୍ବରଙ୍କ ଦ୍ବାରା ଦିଆୟାଇଥିଲା। ରାଜା ଅର୍ତ୍ତକ୍ଷସ୍ତ ଏଜ୍ରାଙ୍କୁ ସବୁ ଦେଲେ ଯାହା ସେ ମାଗିଲେ। କାରଣ ସଦାପ୍ରଭୁ ଏଜ୍ରାଙ୍କ ସହିତ ଥିଲେ।
ମୁଁ ଜାଣେ ତୁମ୍ଭେ ମୃତ୍ଯୁ ଆଡ଼କୁ କଢ଼ାଇ ଦବେ। ପ୍ରେତ୍ୟକକ ଜୀବିତ ବ୍ଯକ୍ତି ନିଶ୍ଚଯ ମରିବେ।
ଦେଖ !ବୁଦ୍ଧିମାନ୍ ଲୋକମାନେ ମୃତ୍ଯୁବରଣ କରନ୍ତି, ୟମେିତିକି ମୂର୍ଖ ଓ ନିର୍ ବୋଧ ଲୋକମାନେ ମୃତ୍ଯୁବରଣ କରନ୍ତି ଓ ନିଜର ସମ୍ପତ୍ତି ଅନ୍ୟ ପାଇଁ ଛାଡ଼ି ୟାଆନ୍ତି।
ଧାର୍ମିକ ଲୋକମାନେ ବିନଷ୍ଟ ହେଉଅଛନ୍ତି, ମାତ୍ର ସେ ବିଷଯ ରେ କହେି ମନୋୟୋଗ କରୁ ନାହାଁନ୍ତି। ପୁନଶ୍ଚ ଭକ୍ତମାନେ ନିଆ ଯାଉଅଛନ୍ତି ଓ ଧାର୍ମିକମାନେ ଆସନ୍ତା ବିପଦରୁ ନିଆ ଯାଉଅଛନ୍ତି। ଏହା ମଧ୍ଯ କହେି ବିବଚେନା କରୁ ନାହାଁନ୍ତି।
ପରମେଶ୍ବର କହିଲେ, ତେଣୁ, ତୁମ୍ଭର ସହେି ପୂର୍ବପୁରୁଷଗଣ ବର୍ତ୍ତମାନ କାହାନ୍ତି? ସହେି ଭବିଷ୍ଯଦ୍ବକ୍ତାଗଣ କଣ ଏପର୍ୟ୍ଯନ୍ତ ବଞ୍ଚିଛନ୍ତି?
ଦାଉଦ ତାହାଙ୍କ ୟୁଗ ରେ ପରମେଶ୍ବରଙ୍କର ଇଚ୍ଛା ଅନୁସାରେ ସବୋକାର୍ୟ୍ଯ କରି ସାରିଲାପରେ ଦହେତ୍ଯାଗ କରିଥିଲେ। ଦାଉଦଙ୍କୁ ତାହାଙ୍କ ପୂର୍ବପୁରୁଷମାନଙ୍କ ସହିତ ସମାଧି ଦିଆଗଲା ଓ ସେ କ୍ଷୟ ପ୍ରାପ୍ତ ହେଲେ।
କିନ୍ତୁ ଯୀଶୁ ଅମର। ସେ କବେେ ହେଲେ ଯାଜକ ସବୋରୁ ଅବ୍ଯାହତି ହବେେ ନାହିଁ।
ଯଦି ଖ୍ରୀଷ୍ଟ ନିଜକୁ ଅନକେ ଥର ସମର୍ପଣ କରି ଥାଆନ୍ତେ, ତା' ହେଲେ ଜଗତ ସୃଷ୍ଟି ହବୋ ଦିନଠାରୁ ତାହାଙ୍କୁ ଅନକେ ଥର ଯାତନା ସହିବାକୁ ପଡ଼ିଥାନ୍ତା। କିନ୍ତୁ ଖ୍ରୀଷ୍ଟ ଥରେ ମାତ୍ର ଆସିଲେ ଓ ନିଜକୁ ଉତ୍ସର୍ଗ କଲେ। ୟୁଗାନ୍ତ ସମୟରେ ଆପଣାକୁ ବଳିରୂପେ ଉତ୍ସର୍ଗ କରିବା ଦ୍ବାରା ଯୀଶୁ ସମସ୍ତ ପାପ ହରଣ କରିବା ପାଇଁ ଆସିଥିଲେ।