Home Bibles ଯିହୋଶୂୟ 3:6 · ଓଡ଼ିଆ ବାଇବେଲ
ଯିହୋଶୂୟ 3:6 · ଓଡ଼ିଆ ବାଇବେଲ

ତା'ପରେ ୟିହୋଶୂଯ ଯାଜକମାନଙ୍କୁ କହିଲେ, ନିଯମ ସିନ୍ଦକ୍ସ୍ଟକ ଉଠାଅ ଏବଂ ଲୋକମାନଙ୍କର ସମ୍ମକ୍ସ୍ଟଖ ରେ ନଦୀ ମଧିଅରେ ଏହା ବହି ନିଅ। ତେଣୁ ଯାଜକମାନେ ନିଯମ ସିନ୍ଦକ୍ସ୍ଟକ ବହନ କରି ଲୋକମାନଙ୍କର ଆଗେ ଆଗେ ଚାଲିଲେ।

Cross references

ଗଣନା ପୁସ୍ତକ 10:33

ସମାନେେ ସଦାପ୍ରଭୁଙ୍କ ପର୍ବତରୁ ତିନିଦିନର ପଥ ଅତିକ୍ରମ କଲେ, ପୁଣି ସଦାପ୍ରଭୁଙ୍କ ନିଯମ ସିନ୍ଦୁକ ସମାନଙ୍କେ ନିମନ୍ତେ ବିଶ୍ରାମସ୍ଥାନ ଅନ୍ବଷେଣ କରିବା ପାଇଁ ସମାନଙ୍କେ ଆଗ ରେ ତିନିଦିନର ପଥ ଗଲା।

ଗଣନା ପୁସ୍ତକ 14:15

ଯଦି ତୁମ୍ଭେ ଏହି ଲୋକମାନଙ୍କୁ ଏକାଥରେ ବଧ କରିବ, ତବେେ ଯେଉଁ ଅନ୍ୟ ଦେଶୀଯ ଲୋକମାନେ ତୁମ୍ଭ ଶକ୍ତିର କଥା ଶୁଣିଛନ୍ତି, ସମାନେେ କହିବେ,

ଯିହୋଶୂୟ 3:3

ନତେୃବର୍ଗଗଣ ଲୋକମାନଙ୍କୁ ନିର୍ଦ୍ଦେଶ ଦେଲେ, ଯେ ତବେଳେ ଲବେୀୟ ଯାଜକମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ବରଙ୍କର ନିଯମ ସିନ୍ଦକ୍ସ୍ଟକକକ୍ସ୍ଟ ନଇେ ଯିବେ, ତୁମ୍ଭମାନେେ ସମସ୍ତେ ସମାନଙ୍କେୁ ଅନକ୍ସ୍ଟସରଣ କରିବା ଉଚିତ୍।

ଯିହୋଶୂୟ 6:6

ତେଣୁ ନୂନର ପକ୍ସ୍ଟତ୍ର ଯିହାଶୂେୟ ସମସ୍ତ ଯାଜକମାନଙ୍କୁ ଏକତ୍ରୀତ କଲେ। ଯିହାଶୂେୟ ସମାନଙ୍କେୁ କହିଲେ, ତୁମ୍ଭମାନେେ ପବିତ୍ର ନିଯମ ସିନ୍ଦକ୍ସ୍ଟକ ଆଣ ଓ ସାତଜଣ ଯାଜକ ସଦାପ୍ରଭୁଙ୍କର ପବିତ୍ର ସିନ୍ଦକ୍ସ୍ଟକ ଆଗ ରେ ମଷେଶିଙ୍ଗା ବଜାଇବେ।

ମୀଖା 2:13

ତା'ପ ରେ ଭଗ୍ନକାରୀଦଳ ଲୋକମାନଙ୍କର ନତେୃତ୍ବ ନବେେ। ସମାନେେ ପ୍ରବେଶପଥକୁ ଭାଙ୍ଗି ସହେି ନଗରୀକୁ ପରିତ୍ଯାଗ କରିଛନ୍ତି। ସମାନଙ୍କେର ରାଜା ସମାନଙ୍କେର ଅଗ୍ରଗାମୀ ଓ ତାଙ୍କ ଲୋକମାନଙ୍କର ସମ୍ମୁଖ ରେ ସଦାପ୍ରଭୁ ମଧ୍ଯ ଥିବେ।

ଯୋହନଲିଖିତ ସୁସମାଚାର 14:2

ମାରେ ପରମପିତାଙ୍କ ଘ ରେ ଅନକଗେୁଡିଏ ବଖରା ଅଛି। ତାହା ନ ହାଇେଥିଲେ ମୁଁ ତୁମ୍ଭକୁ ଏହା କହି ନଥାନ୍ତି। ମୁଁ ତୁମ୍ଭ ପାଇଁ ଗୋଟିଏ ସ୍ଥାନ ପ୍ରସ୍ତୁତ କରିବା ଉଦ୍ଦେଶ୍ଯ ରେ ସଠାେକୁ ଯାଉଛି।

ଏବ୍ରୀ 6:20

ଯୀଶୁ ଆଗରୁ ସଠାେକୁ ଯାଇ ସାରିଛନ୍ତି, ଓ ଆମ୍ଭ ପାଇଁ ପଥ ଉନ୍ମୁକ୍ତ କରିଛନ୍ତି। ମଲକୀଷଦକଙ୍କେ ଭଳି ଯୀଶୁ ଅନନ୍ତକାଳୀନ ମହାୟାଜକ ଅଟନ୍ତି।

Interlinear

Choose Theme