Home Bibles ☰ Books ଯିହୋଶୂୟ 4:17 · ଓଡ଼ିଆ ବାଇବେଲ
ଯିହୋଶୂୟ 4:17 · ଓଡ଼ିଆ ବାଇବେଲ

ତେଣୁ ଯିହାଶୂେୟ ନିର୍ଦ୍ଦେଶ ଦେଲେ ଯାଜକମାନଙ୍କୁ, ସେ କହିଲେ, ୟର୍ଦ୍ଦନ ନଦୀରକ୍ସ୍ଟ ବାହାରକକ୍ସ୍ଟ ଆସ।

Cross references

ଆଦି ପୁସ୍ତକ 8:16

ଜାହାଜକୁ ପରିତ୍ଯାଗ କର, ତୁମ୍ଭେ ତୁମ୍ଭର ସ୍ତ୍ରୀ, ତୁମ୍ଭର ପୁତ୍ର ଓ ପୁତ୍ରବଧୂମାନଙ୍କୁ ବାହାରି ଆସିବାକୁ କୁହ

ଦାନିଏଲ 3:26

ତା'ପ ରେ ନବୂଖଦ୍ନିତ୍ସର ପ୍ରଜ୍ବଳିତ ଅଗ୍ନିକୁଣ୍ତ ଆଡକୁ ୟାଇ କହିଲା, ହେ ସର୍ବୋପରିସ୍ଥ ପରମେଶ୍ବରଙ୍କ ଦାସ, ଶଦ୍ରକ୍, ମୈଶକ୍ ଓ ଅବେଦ୍-ନଗୋ, ତୁମ୍ଭମାନେେ ଅଗ୍ନିକୁଣ୍ତରୁ ବାହାରି ଆସ।

ରେରିତମାନଙ୍କ କାର୍ଯ୍ୟର ବିବରଣ 16:23

ସମାନେେ ସମାନଙ୍କେୁ ବହୁତ ମାଡ଼ ମାରିବା ପରେ କାରାଗାର ରେ ବନ୍ଦୀ କଲେ। ସମାନଙ୍କେୁ ସାବଧାନ ରେ ଜଗିବାପାଇଁ କାରାଧ୍ଯକ୍ଷଙ୍କୁ ଆଦେଶ ଦେଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 16:35

ସକାଳ ହବୋରୁ ବିଚ଼ାରକର୍ତ୍ତାମାନେ ସେ ଲୋକମାନଙ୍କୁ ଛାଡ଼ି ଦିଅ ଏହି ବାର୍ତ୍ତା ଦଇେ କେତକେ ସୈନିକଙ୍କୁ ପଠାଇଲେ।

Interlinear

Choose Theme