Home Bibles ଯିହୋଶୂୟ 5:3 · ଓଡ଼ିଆ ବାଇବେଲ
ଯିହୋଶୂୟ 5:3 · ଓଡ଼ିଆ ବାଇବେଲ

ତେଣୁ ଯିହାଶୂେୟ ଛକ୍ସ୍ଟରୀମାନ ତିଆରି କରି ଗିବିଯୋତ ହରଲୋତ୍ ପର୍ବତ ନିକଟରେ ଇଶ୍ରାୟେଲ ସନ୍ତାନଗଣଙ୍କର ସକ୍ସ୍ଟନ୍ନତ କରାଇଲେ।

Cross references

ଆଦି ପୁସ୍ତକ 17:23

ତା'ପରେ ଠିକ୍ ସହେିଦିନ ଅବ୍ରହାମ ଇଶ୍ମାଯଲେ ଓ ତାଙ୍କର ସମସ୍ତ ସବେକଗଣଙ୍କୁ ଏବଂ ଦାସଗଣଙ୍କୁ ଏକତ୍ରୀତ କଲେ। ଅବ୍ରହାମ ମଧ୍ଯ କ୍ରିତଦାସମାନଙ୍କୁ ଏକତ୍ରୀତ କଲେ। ଅବ୍ରହାମ ପରିବାରର ସମସ୍ତ ପୁରୁଷଗଣ ଏକତ୍ରିତ ହେଲେ। ଏବଂ ସମସ୍ତେ ସୁନ୍ନତ ହେଲେ। ପରମେଶ୍ବରଙ୍କ ବାକ୍ଯାନୁସା ରେ ଅବ୍ରହାମ ସମାନଙ୍କେୁ ସୁନ୍ନତ କରାଇଲେ।

ମାଥିଉଲିଖିତ ସୁସମାଚାର 16:24

ତା'ପରେ ଯୀଶୁ ତାହାଙ୍କର ଶିଷ୍ଯମାନଙ୍କୁ କହିଲେ, ଯଦି କହେି ଲୋକ ମାରେ ଅନୁସରଣ କରିବାକୁ ଇଚ୍ଛା କରୁଛି ତବେେ ସେ ନିଜ ବିଷୟ ରେ ଭୂଲିଯାଉ। ସେ ଲୋକକୁ ଦିଆଯାଇଥିବା ଯାତନାର କୃଶ ବହନ କରୁ। ତା'ପରେ ସେ ମାରେ ଅନୁସରଣ କରିବା ଉଚିତ।

Interlinear

Choose Theme