Home Bibles ☰ Books ଯିହୋଶୂୟ 6:16 · ଓଡ଼ିଆ ବାଇବେଲ
ଯିହୋଶୂୟ 6:16 · ଓଡ଼ିଆ ବାଇବେଲ

ସଲ୍ଗମ ଥର ନଗର ପ୍ରଦକ୍ଷିଣ କରିବା ବେଳେ ଯାଜକମାନେ ଶିଙ୍ଗା ବଜାଇଲେ। ଏହି ସମୟରେ ଯିହାଶୂେୟ ନିର୍ଦ୍ଦେଶ ଦେଲେ, ବର୍ତ୍ତମାନ ଜଯଧ୍ବନି ଦିଅ। ଯେ ହତେକ୍ସ୍ଟ ସଦାପ୍ରଭୁ ତୁମ୍ଭକୁ ଏ ନଗର ଦାନ କଲେ।

Cross references

ଯିହୋଶୂୟ 6:5

ସମସ୍ତ ଯାଜକମାନେ ମଷେ ଶିଙ୍ଗା ରେ ଦୀର୍ଘ୍ଯ ଧ୍ବନୀ କରିବେ ଓ ଯେତବେେଳେ ତୁମ୍ଭମାନେେ ସହେି ଶିଙ୍ଗା ଶଦ୍ଦ ଶକ୍ସ୍ଟଣିବ ସେତବେେଳେ ସମସ୍ତ ଲୋକ ମହାଜଯ ଜଯଧ୍ବନୀ କରିବେ ଏବଂ ପ୍ରାଚୀର ପଡିୟିବ ଓ ସମସ୍ତ ଲୋକମାନେ ସିଧା ନଗରକକ୍ସ୍ଟ ୟିବାକକ୍ସ୍ଟ ସକ୍ଷମ ହବେେ।

ବିଚାରକର୍ତାମାନଙ୍କ ବିବରଣ 7:20

ଏହାପରେ ତିନିଟି ଦଳର ସମସ୍ତ ସୈନିକମାନେ ସମାନଙ୍କେର ତୂରୀ ବଜାଇଲେ ଓ ସମସ୍ତ ଜାର ଭାଙ୍ଗି ପକାଇଲେ। ଏବଂ ସହେି ଲୋକମାନେ ସମାନଙ୍କେର ବାମ ହସ୍ତ ରେ ମଶାଲ ଓ ଦକ୍ଷିଣ ହସ୍ତ ରେ ସମାନଙ୍କେର ଶିଙ୍ଗାଗକ୍ସ୍ଟଡିକ ଧରିଲେ। ସମାନେେ ଉଚ୍ଚ ସ୍ବର ରେ କହିଲେ, ସଦାପ୍ରଭୁଙ୍କ ପାଇଁ ଖଡ୍ଗଟିଏ ଏବଂ ଗିଦ୍ଦିୟୋନ ପାଇଁ ଖଡ୍ଗଟିଏ।

ବିଚାରକର୍ତାମାନଙ୍କ ବିବରଣ 7:22

ଯେତବେେଳେ ଗିଦ୍ଦିୟୋନର 300 ସୈନିକମାନେ ସମାନଙ୍କେର ଶିଙ୍ଗାଗକ୍ସ୍ଟଡିକ ବଜାଇଲେ। ସଦାପ୍ରଭୁ ମିଦିଯନୀଯମାନଙ୍କୁ ସମାନଙ୍କେ ନିଜ ନିଜ ମଧିଅରେ ଖଡ୍ଗ ଦ୍ବାରା ୟକ୍ସ୍ଟଦ୍ଧ କରାଇଲେ। ସେଥି ରେ ସୈନ୍ଯଦଳ ସରୋଦାଆଡେ, ବୌଥ୍ ଶିଟା ପର୍ୟ୍ଯନ୍ତ ଟଦ୍ଦତ ନିକଟସ୍ଥ ଆବେଲ୍ ମହୋଲାର ସୀମା ପର୍ୟ୍ଯନ୍ତ ପଳାଯନ କଲେ।

ଦିତୀୟ ବଂଶାବଳୀ 13:15

ଏହା ପରେ ଯିହୁଦାର ଲୋକମାନେ ଜୋର୍ ରେ ଚିତ୍କାର କଲେ। ଯିହୁଦାର ଲୋକମାନେ ଯେତବେେଳେ ଜୋର୍ ରେ ଚିତ୍କାର କଲେ, ପରମେଶ୍ବର ୟାରବିଯାମଙ୍କ ସୈନ୍ଯଦଳକୁ ପରାସ୍ତ କଲେ। ଇଶ୍ରାୟେଲରୁ ଆଗତ ୟାରବିଯାମ୍ଙ୍କ ସମସ୍ତ ସୈନ୍ଯଦଳ ଯିହୁଦାରୁ ଆଗତ ଅବିଯଙ୍କ ସୈନ୍ଯଦଳ ଦ୍ବାରା ପରାସ୍ତ ହେଲେ।

ଦିତୀୟ ବଂଶାବଳୀ 20:22

ସହେି ଲୋକମାନେ ପରମେଶ୍ବରଙ୍କର ପ୍ରଶଂସା ଓ ଗାନ କରିବା ସମୟରେ ସଦାପ୍ରଭୁ ଅମ୍ମାନେ, ମାୟୋବ ଓ ସଯେୀର ପାର୍ବତ୍ଯାଞ୍ଚଳର ଲୋକମାନଙ୍କର ଉପରେ ଅତର୍କିତ ଆକ୍ରମଣ କରାଇଲେ। ଯେଉଁ ଲୋକମାନେ ଯିହୁଦାକୁ ଆକ୍ରମଣ କରିବାକୁ ଆସିଥିଲେ, ସମାନେେ ପ୍ରହାରିତ ହେଲେ।

Interlinear

Choose Theme