ତା'ପରେ ଯିହାଶୂେୟ ଆଖନକକ୍ସ୍ଟ କହିଲେ, ହେ ମାହେର ପକ୍ସ୍ଟତ୍ର, ବିନଯ କରୁଅଛି, ସଦାପ୍ରଭୁ ଇଶ୍ରାୟେଲର ପରମେଶଓରଙ୍କୁ ଗୌରବ ଦିଅ ଓ ତାହାଙ୍କ ନିକଟରେ ସ୍ବୀକାର କର, ତୁମ୍ଭେ କ'ଣ କରିଛ। ମାେତେ କକ୍ସ୍ଟହ ସେ କଥା ଲକ୍ସ୍ଟଗ୍ଭଅ ନାହିଁ।
Cross references
ଇଶ୍ରାୟେଲ ଲୋକମାନଙ୍କୁ କୁହ, କୌଣସି ପୁରୁଷ କିମ୍ବା ସ୍ତ୍ରୀ ଯଦି କୌଣସି ବ୍ଯକ୍ତି ବିରୁଦ୍ଧ ରେ ଅପରାଧ କରେ, ତବେେ ସମାନେେ ସଦାପ୍ରଭୁଙ୍କ ବିରୁଦ୍ଧ ରେ ମଧ୍ଯ ଅପରାଧ କରିଛନ୍ତି। ସମାନେେ ଦୋଷୀ।
ତେଣୁ ସେ ଲୋକ ଆପଣାକୃତ ପାପ ସ୍ବୀକାର କରିବ ଓ ସମ୍ପୂର୍ଣରୂପେ ଆପଣା ପାଇଁ କ୍ଷତିପୂରଣ ଦବେ ଓ ତହିଁରେ ପାଞ୍ଚମାଂଶ ଅଧିକ ମିଶାଇ ଯାହା ବିରୁଦ୍ଧ ରେ ଦୋଷ କରିଛି ତାକୁ ପରିଶାଧେ କରିବ।
ତୁମ୍ଭମାନେେ ଆପଣାମାନଙ୍କ ଅର୍ଶ ପ୍ରତିମା ଓ ଦେଶନାଶକାରୀ ମୂଷିକ ପ୍ରତିମା ନିର୍ମାଣ କର। ଯେଉଁଗକ୍ସ୍ଟଡିକ ତୁମ୍ଭର ଭୂମିକକ୍ସ୍ଟ ଆକ୍ରମଣ କରନ୍ତି ଓ ଧ୍ବଂସ କରନ୍ତି ଓ ଇଶ୍ରାୟେଲର ପରମେଶଓରଙ୍କୁ ସମ୍ମାନ ଦିଅ। ତା ହେଲେ ସେ ହକ୍ସ୍ଟଏତ ତୁମ୍ଭମାନଙ୍କୁ, ତୁମ୍ଭର ଦବେତାଗଣଙ୍କକ୍ସ୍ଟ ଓ ତୁମ୍ଭର ଦେଶକକ୍ସ୍ଟ ଦଣ୍ତିତ କରିବା ବନ୍ଦ କରିବ।
ଶାଉଲ ଯୋନାଥନଙ୍କକ୍ସ୍ଟ କହିଲେ, କକ୍ସ୍ଟହ, ତୁମ୍ଭେ କ'ଣ କରିଛ।
ତହୁଁ ଯିଶାଇୟ କହିଲେ, ତୁମ୍ଭେ ସମାନଙ୍କେୁ କ'ଣ ସବୁ ଦଖାଇେଲ?
ସଦାପ୍ରଭୁଙ୍କ ସବୋକାର୍ୟ୍ଯ କିପରି କରିବାକୁ ହବେ, ଏହା ଯେଉଁ ଲବେୀୟମାନେ ଜାଣିଥିଲେ, ସମାନଙ୍କେୁ ରାଜା ହିଜକିଯ ଉତ୍ସାହିତ କଲେ। ଲୋକମାନେ ସାତଦିନ ପର୍ୟ୍ଯନ୍ତ ଉତ୍ସବ ପାଳନ କଲେ ଓ ବଳି ଉତ୍ସର୍ଗ କଲେ। ସମାନେେ ସମାନଙ୍କେ ପୂର୍ବପୁରୁଷମାନଙ୍କର ସଦାପ୍ରଭୁ ପରମେଶ୍ବରଙ୍କର ଧନ୍ଯବାଦ ଓ ପ୍ରଶଂସା କଲେ।
ତାଙ୍କ ଉପରକୁ ଯେତବେେଳେ ଏହିସବୁ ବିପଦ ଆସିଲା, ମନଃଶି ସଦାପ୍ରଭୁ ତାଙ୍କର ପରମେଶ୍ବରଙ୍କଠାରୁ ସାହାୟ୍ଯ ଲୋଡ଼ିଲେ। ମନଃଶି ନିଜକୁ ତାଙ୍କର ପୂର୍ବପୁରୁଷମାନଙ୍କର ପରମେଶ୍ବରଙ୍କ ସମ୍ମୁଖ ରେ ନମ୍ର କଲେ।
ଏହାପରେ ଯାଜକ ଏଜ୍ରା ଠିଆ ହାଇେ ଲୋକମାନଙ୍କୁ କହିଲେ, ତୁମ୍ଭମାନେେ ଅବିଶ୍ବସ୍ତ ହାଇେଅଛ ଓ ଇଶ୍ରାୟେଲର ଦୋଷ ବଢାଇଅଛ, କାରଣ ତୁମ୍ଭମାନେେ ଅଣ ଇଶ୍ରାୟେଲୀୟ ସ୍ତ୍ରୀମାନଙ୍କୁ ବିବାହ କରିଅଛ।
ଏଣୁ ତୁମ୍ଭେ ତୁମ୍ଭର ପିତୃଗଣର ପରମେଶ୍ବର ସଦାପ୍ରଭୁଙ୍କ ନିକଟରେ ପ୍ରକାଶ କର। ତାଙ୍କର ତୁଷ୍ଟିଜନକ କାର୍ୟ୍ଯ କର। ଦେଶସ୍ଥ ଅନ୍ୟ ଗୋଷ୍ଠୀଯମାନଙ୍କଠାରୁ ଓ ଅନ୍ୟ ଦେଶୀଯା ସ୍ତ୍ରୀମାନଙ୍କଠାରୁ ଆପଣାମାନଙ୍କୁ ପୃଥକ କର।
କିନ୍ତୁ ତା'ପରେ ମୁଁ ନିଷ୍ପତ୍ତି ନଲେି ମାରେ ସମସ୍ତ ପାପକୁ ତୁମ୍ଭ ଆଗରେ ପ୍ରକାଶ କରିବି। ସଦାପ୍ରଭୁ ତୁମ୍ଭଙ୍କୁ ମାରେ ସମସ୍ତ ପାପ ବିଷଯରେ କହିଲି। ମାରେ କୌଣସି ପାପ ଲୁଚାଇ ରଖିଲି ନାହିଁ ଓ ତୁମ୍ଭେ ମାେତେ ମାରେ ସମସ୍ତ ପାପରୁ କ୍ଷମା କରିଦଲେ।
ମୁଁ ଜାଣେ ମୁଁ ପାପ କରିଛି। ମାରେ ପାପ ସବୁ ସର୍ବଦା ମାରେ ସମ୍ମୁଖରେ ଦଖାଯାେଉଛି।
ଯେ ଆପଣା ଅଧର୍ମ ଆଚ୍ଛାଦନ କରେ, ସେ ମଙ୍ଗଳ ପାଏ ନାହିଁ। ମାତ୍ର ଯେଉଁ ଲୋକ ତାହା ସ୍ବୀକାର କରି ତାକୁ ପରିତ୍ଯାଗ କରେ, ସେ ଦୟା ପାଇବ।
ଦୁଲର୍ଲଭ ସୁବର୍ଣ୍ଣ ପରି ଅଳ୍ପ, କେତକେ ଉତ୍ତମ ଲୋକ ରହିବେ ଓ ସମାନେେ ଓଫୀରର ଶୁଦ୍ଧ ସୁବର୍ଣ୍ଣ ଅପେକ୍ଷା ଉଜ୍ଜ୍ବଳ ଭାବରେ ଦୀପ୍ତି ବିକାଶ କରିବେ।
ତେଣୁ ହେ ଯିରିମିୟ, ତୁମ୍ଭେ ଉତ୍ତର ଦିଗଆଡ଼େ ୟାଇ ଏହି କଥା ପ୍ରଚାର କର ଏବଂ କୁହ,
ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ବରଙ୍କୁ ସମ୍ମାନ ଦିଅ ଓ ତାଙ୍କର ଗୌରବ ଗାନ କର। ସେ ଅନ୍ଧକାର ଆଣିବା ପୂର୍ବରୁ, ଅନ୍ଧକାରମଯ ପର୍ବତ ରେ ତୁମ୍ଭମାନଙ୍କର ପାଦ ଝୁଣ୍ଟିବା ପୂର୍ବରୁ, ସେ ମୃତ୍ଯୁଚ୍ଛାଯା ଓ ଘାରେ ଅନ୍ଧକାର ଆଣିବା ପୂର୍ବରୁ, ଆଲୁଅର ଅପେକ୍ଷା ରେ ତୁମ୍ଭମାନେେ ତାଙ୍କର ପ୍ରଶଂସା କର।
ପୁଣି ମୁଁ ମାରେପରମେଶ୍ବର ସଦାପ୍ରଭୁଙ୍କୁ ପ୍ରାର୍ଥନା କଲି ଓ ମାରେପାପ ସ୍ବୀକାର କରି କହିଲି, ହେ ସଦାପ୍ରଭୁ, ତୁମ୍ଭେ ମହାନ୍ ଓ ଭୟାନକ ପରମେଶ୍ବର। ଯେଉଁମାନେ ତୁମ୍ଭକୁ ପ୍ ରମେ କରନ୍ତିଓ ତୁମ୍ଭର ଚୁକ୍ତି ପାଳନ କରନ୍ତି, ତୁମ୍ଭେ ସମାନଙ୍କେ ପ୍ରତି ଦୟା ଓ ନିଯମ କରିଥାଅ।
ତା'ପ ରେ ଲୋକମାନେ ୟୂନସକୁ କହିଲେ, ଏହା ହେଉଛି ତୁମ୍ଭର ଦୋଷ, ଯାହା ଯୋଗୁଁ ଆମ୍ଭମାନଙ୍କର ଏହି ଭୟଙ୍କର ଦୁଃଖ ଘଟୁଛି। ତେଣୁ ତୁମ୍ଭେ କ'ଣ କରିଛ ଆମ୍ଭମାନଙ୍କୁ କୁହ। ତୁମ୍ଭର କାମ କ'ଣ? ତୁମ୍ଭେ କେଉଁଠାରୁ ଆସିଛ ଓ ତୁମ୍ଭର ଘର କେଉଁଠି? ତୁମ୍ଭର ଲୋକ କିଏ?
ସୁସ୍ଥ ହାଇେ ସାରିବା ପରେ ପୁଣି ଫରେି ଆସି ପରମେଶ୍ବରଙ୍କୁ ଧନ୍ଯବାଦ ଜଣାଇବା ପାଇଁ କ'ଣ ଏହି ଶମିରୋଣୀୟ ଜଣକ କବଳେ ଥିଲା?
ତେଣୁ ଯିହୂଦୀ ନେତାମାନେ ସହେି ପୂର୍ବରୁ ଅନ୍ଧଥିବା ଲୋକକୁ ଆଉଥରେ ଭିତରକୁ ଡାକିଲେ। ସମାନେେ କହିଲେ, ତୁମ୍ଭେ ସତ୍ଯ କହି ପରମେଶ୍ବରଙ୍କୁ ଗୌରବ ଦବୋ ଉଚିତ। ଆମ୍ଭେ ଜାଣୁ ଯେ, ଏହି ଲୋକ (ଯୀଶୁ) ଜଣେ ପାପୀ।
ହୃଦୟ ରେ ବିଶ୍ବାସ ଦ୍ବାରା ଆମ୍ଭେ ପରମେଶ୍ବରଙ୍କ ପ୍ରତି ଧାର୍ମିକ ହୋଉ ମୁଖ ଦ୍ବାରା କହି ବିଶ୍ବାସକୁ ପ୍ରକାଶ କଲେ ଆମ୍ଭେ ଉଦ୍ଧାର ପାଉ।
ଯେଉଁମାନେ ତାଙ୍କୁ ବି ରୋଧ କରନ୍ତି, ସମାନଙ୍କେୁ ଭଦ୍ର ଭାବରେ ଶିଖାଇବା ଉଚିତ। ହୁଏତ ପରମେଶ୍ବର ସମାନଙ୍କେ ହୃଦୟ ରେ ଗୋଟିଏ ପରିବର୍ତ୍ତନ ପ୍ରଦାନ କରବେେ, ଯାହାଦ୍ବାରା ସମାନେେ ସତ୍ଯକୁ ଗ୍ରହଣ କରିବେ।
ଅନ୍ୟମାନଙ୍କ ବିଷୟ ରେ ଖରାପ କଥା କହନ୍ତୁ ନାହିଁ, ଅନ୍ୟ ଲୋକମାନଙ୍କ ସହତ ଶାନ୍ତି ରେ ରୁହନ୍ତୁ ; ର୍ଧୈୟ୍ଯବାନ ଓ ସବୁ ଲୋକଙ୍କ ପ୍ରତି ଭଦ୍ରତା ପ୍ରଦର୍ଶନ କରନ୍ତୁ। ସମସ୍ତ ଲୋକଙ୍କ ପ୍ରତି ଏସବୁ କରିବା ପାଇଁ ବିଶ୍ବାସୀମାନଙ୍କୁ କୁହ।
କାରଣ ଜଣେ ମଣିଷର କୋରଧ ତାହାକୁ ପରମେଶ୍ବରଙ୍କ ଇଚ୍ଛାନୁମାଦେିତ ଧାର୍ମିକ ଜୀବନ କାଟିବାକୁ ସାହାୟ୍ଯ କରେ ନାହିଁ।
ଅତଏବ ସମସ୍ତେ ମିଳିମିଶି ଶାନ୍ତି ରେ ରହିବା ଉଚିତ। ପରସ୍ପରକୁ ବୁଝିବା ପାଇଁ ଚେଷ୍ଟା କର। ପରସ୍ପରକୁ ଭାଇ ଭଉଣୀ ଭଳି ଭଲ ପାଅ। ସଦୟ ଓ ନମ୍ର ହୁଅ।
ଯଦି ଆମ୍ଭେ କହୁ, ଆମ୍ଭମାନଙ୍କର କିଛି ପାପ ନାହିଁ, ତବେେ ଆମ୍ଭେ ନିଜେ ନିଜକୁ ଠକୁଛୁ ଏବଂ ଆମ୍ଭଠା ରେ ସତ୍ଯ ନାହିଁ।
ଲୋକମାନେ ପ୍ରଚଣ୍ଡ ଉତ୍ତାପରେ ଜଳି ପୋଡ଼ିଗଲେ। ସମାନେେ ପରମେଶ୍ବରଙ୍କ ନାମକୁ ଅଭିଶାପ ଦେଲେ। କାରଣ ତାହାଙ୍କର କବଳେ ଏହି ସମସ୍ତ ମହାମାରୀ ଉପରେ ନିୟନ୍ତ୍ରଣର ଅଧିକାର ଥିଲା। ସମାନେେ ସମାନଙ୍କେର ହୃଦୟ ଓ ଜୀବନ ପରିବର୍ତ୍ତନ କଲେ ନାହିଁ କି, ପରମେଶ୍ବରଙ୍କ ମହିମା ଗାନ ଦେଲେ ନାହିଁ।