Home Bibles ଯିହୋଶୂୟ 7:26 · ଓଡ଼ିଆ ବାଇବେଲ
ଯିହୋଶୂୟ 7:26 · ଓଡ଼ିଆ ବାଇବେଲ

ଆଖନକକ୍ସ୍ଟ ପୋଡି଼ ସାରିବା ପରେ ତାହାକକ୍ସ୍ଟ ପଥର ରେ ପୋତି ଦେଲେ, ସହେି ପଥର ଗଦା ଆଜି ପର୍ୟ୍ଯନ୍ତ ସଠାେରେ ଅଛି। ଯେ ହତେକ୍ସ୍ଟ ସଦାପ୍ରଭୁ ଆଖନକକ୍ସ୍ଟ ସଠାେରେ ଏପରି ଦକ୍ସ୍ଟଃଖ ଦେଲେ, ସେଥିପାଇଁ ସହେି ସ୍ଥାନ ଆଜି ପର୍ୟ୍ଯନ୍ତ ଆଖୋର ଉପତ୍ୟକା ନାମ ରେ ପରିଚିତ। ଏହାପରେ ସଦାପ୍ରଭୁ ଇଶ୍ରାୟେଲବାସୀଙ୍କ ଉପରକ୍ସ୍ଟ କୋର୍ଧରକ୍ସ୍ଟ ନିବୃତ୍ତ ହାଇେ ଶାନ୍ତ ହେଲେ।

Cross references

ଯାତ୍ରା ପୁସ୍ତକ 32:12

କିନ୍ତୁ ଯଦି ତୁମ୍ଭେ ଆପଣା ଲୋକମାନଙ୍କୁ ଧ୍ବଂସ କର, ତାହାହେଲେ ମିଶରୀଯମାନେ କହିବେ, 'ସଦାପ୍ରଭୁ ତାଙ୍କର କ୍ଷତି କରିବାକୁ ଯୋଜନା କରିଥିଲେ। ସହେି କାରଣରୁ ସେ ତାଙ୍କୁ ମିଶରରୁ ବାହାର କରି ସହେି ପର୍ବତଗୁଡିକରେ ମାରି ପୃଥିବୀରୁ ସମାନଙ୍କେୁ ଉଚ୍ଛିନ୍ନ କରିବାକୁ ଯୋଜନା କରିଥିଲେ।' ତେଣୁ ସମାନଙ୍କେ ଉପରେ କୋର୍ଧ ହୁଅ ନାହିଁ। ଦୟାକରି ତୁମ୍ଭର ମନ ପରିବର୍ତ୍ତନ କର। ଦୟାଳୁ ହୁଅ ଓ ସମାନଙ୍କେୁ ଧ୍ବଂସ କର ନାହିଁ।

ଗଣନା ପୁସ୍ତକ 25:8

ତା'ପରେ ସେ ତମ୍ବୁ ଭିତ ରେ ପ୍ରବେଶ କଲା ଏବଂ ସେ ଉଭୟ ପୁରୁଷ ଓ ସ୍ତ୍ରୀର ପଟେକୁ ବର୍ଚ୍ଛା ରେ ବିଦିର୍ଣ୍ଣ କଲା, ଫଳ ରେ ଇଶ୍ରାୟେଲ ମଧିଅରେ ମହାମାରୀ ବନ୍ଦ ହାଇେ ଗଲା।

ଦିତୀୟ ବିବରଣ 13:17

ସହେି ଦ୍ରବ୍ଯରକ୍ସ୍ଟ ଯାହା ଧ୍ବଂସ ହବୋ ଉଚିତ୍, ତୁମ୍ଭମାନେେ କିଛି ସଂଗ୍ରହ କରିବା ଉଚିତ୍ ନକ୍ସ୍ଟହଁ। ଏଥି ରେ ସଦାପ୍ରଭୁ ଆପଣା ପ୍ରଚଣ୍ତ କୋରଧରକ୍ସ୍ଟ ଫରେିବେ ଓ ତକ୍ସ୍ଟମ୍ଭପ୍ରତି କରୁଣା କରିବେ ଏବଂ ତୁମ୍ଭର ସଂଖ୍ଯା ବଢାଇବେ। ଯେପରି ସେ ତୁମ୍ଭମାନଙ୍କର ପୂର୍ବପୁରୁଷଗଣଙ୍କକ୍ସ୍ଟ ପ୍ରତିଜ୍ଞା କରିଥିଲେ।

ଦିତୀୟ ବିବରଣ 13:18

ଯଦି ତୁମ୍ଭେ ତୁମ୍ଭର ସଦାପ୍ରଭୁ ପରମେଶ୍ବରଙ୍କ ଆଜ୍ଞା ମାନ ତାହା ମୁ ( ମାଶାେ) ତୁମ୍ଭମାନଙ୍କୁ ଆଜି ଦେଉଛି ଏବଂ ତାଙ୍କ ଦୃଷ୍ଟି ରେ ଯାହା ଠିକ୍ ତାହା କର। ତା ହେଲେ ସେ ଯାହା ପ୍ରତିଜ୍ଞା କଲେ ତାହା କରିବେ।

ଯିହୋଶୂୟ 7:24

ଏହାପରେ ଯିହାଶୂେୟ ଓ ସମଗ୍ର ଇଶ୍ରାୟେଲ ସରହରେ ପକ୍ସ୍ଟତ୍ର ଆଖନକକ୍ସ୍ଟ ଓ ତା'ର ପକ୍ସ୍ଟତ୍ର ଓ କନ୍ଯାମାନଙ୍କୁ ଓ ତା'ର ଗୋରୁଗାଈ, ଗଧ ଓ ମେଣ୍ତା ଓ ତମ୍ବୁ ସର୍ବସ୍ବ ଯଥା ରୂପା, ସକ୍ସ୍ଟନା ଓ କୋଟକକ୍ସ୍ଟ ଆଖୋର ଉପତ୍ୟକାକକ୍ସ୍ଟ ଆଣିଲେ।

ଯିହୋଶୂୟ 8:29

ଯିହାଶୂେୟ ଅଯର ରାଜାଙ୍କକ୍ସ୍ଟ ସଂନ୍ଧ୍ଯା ପର୍ୟ୍ଯନ୍ତ ଗଛ ରେ ଝକ୍ସ୍ଟଲଇେ ରଖିଲେ। ସୂର୍ୟ୍ଯାସ୍ତ ପରେ ଯିହାଶୂେୟଙ୍କ ଆଜ୍ଞାନକ୍ସ୍ଟସା ରେ ଲୋକମାନେ ସେ ଶବକକ୍ସ୍ଟ ଗଛରକ୍ସ୍ଟ ଆଣିଲେ। ସମାନେେ ସହେି ଶବକକ୍ସ୍ଟ ନଗରର ପ୍ରବେଶ ଫାଟକ ସମ୍ମକ୍ସ୍ଟଖ ରେ ଫୋପାଡି ଦେଲେ ଏବଂ ତା' ଉପରେ ପଥର ଗଦା କଲେ। ତାହା ସଠାେରେ ଆଜି ପର୍ୟ୍ଯନ୍ତ ମଧ୍ଯ ଅଛି।

ଯିହୋଶୂୟ 10:27

ପକ୍ସ୍ଟଣି ସୂର୍ୟ୍ଯାସ୍ତ ସମୟରେ ଯିହାଶୂେୟ ଆଜ୍ଞା ଦଲୋପରେ ଲୋକମାନେ ସହେି ବୃକ୍ଷମାନଙ୍କରକ୍ସ୍ଟ ସମାନଙ୍କେୁ ତଳକକ୍ସ୍ଟ ନେଲେ ଓ ଯେଉଁ ଗକ୍ସ୍ଟମ୍ଫା ରେ ସମାନେେ ନିଜକକ୍ସ୍ଟ ଲକ୍ସ୍ଟଗ୍ଭଇ ଥିଲେ, ତାହା ଭିତରକକ୍ସ୍ଟ ଫୋପାଡି ଦେଲେ ଓ ସହେି ଗକ୍ସ୍ଟମ୍ଫା ମକ୍ସ୍ଟହଁ ରେ ବଡ ବଡ ପଥର ଦଇେ ବନ୍ଦ କଲେ ଏବଂ ଯାହାକି ଆଜିୟାଏ ଅଛି।

ଦିତୀୟ ଶାମୁୟେଲ 18:17

ତା'ପରେ ଯୋୟାବର ଲୋକମାନେ ଅବଶା ଲୋମର ମୃତ ଶରୀରକକ୍ସ୍ଟ ଆଣିଲେ। ଏବଂ ଜଙ୍ଗଲର ଏକ ଗର୍ତ୍ତ ରେ ଫିଙ୍ଗି ଦେଲେ। ଏବଂ ସେ ଗର୍ତ୍ତକକ୍ସ୍ଟ ପଥର ପକଇେ ପୋତି ଦେଲେ।

ଦିତୀୟ ଶାମୁୟେଲ 21:14

ଏହାପରେ ସମାନେେ ଶାଉଲଙ୍କର ଓ ତାଙ୍କର ପକ୍ସ୍ଟତ୍ର ଯୋନାଥନର ଅସ୍ଥି ବିନ୍ଯାମୀନ ଦେଶସ୍ଥ ସେଲା ରେ ତାହାର ପିତା କୀଶର କବର ମଧିଅରେ ପୋତିଲେ। ରାଜା ଯାହା ଆଜ୍ଞା କଲେ, ଲୋକମାନେ ତାହାସବୁ କଲେ। ତହିଁପରେ ପରମେଶ୍ବର ପ୍ରାର୍ଥନା ଶକ୍ସ୍ଟଣି ଦେଶପ୍ରତି ପ୍ରସନ୍ନ ହେଲେ।

ଦିତୀୟ ବଂଶାବଳୀ 29:10

ତେଣୁ ବର୍ତ୍ତମାନ ମୁଁ ହିଜକିଯ, ଇଶ୍ରାୟେଲର ସଦାପ୍ରଭୁ ପରମେଶ୍ବରଙ୍କ ସହିତ ଏକ ନିଯମ କରିବାକୁ ମନସ୍ଥ କରିଅଛି। ତବେେ ସେ ଆମ୍ଭମାନଙ୍କ ଉପରେ ଆଉ କୋର୍ଧ କରିବେ ନାହିଁ।

ଏଜ୍ରା 10:14

ଏଣୁ ସମଗ୍ର ସମାଜ ନିମନ୍ତେ ଆମ୍ଭମାନଙ୍କ ଅଧିପତିମାନେ ନିୟୁକ୍ତ ହୁଅନ୍ତୁ। ଯେଉଁ ଲୋକମାନେ ଅଣ-ଇଶ୍ରାୟେଲୀୟ ସ୍ତ୍ରୀମାନଙ୍କୁ ବିବାହ କରିଛନ୍ତି, ସମାନେେ ସମସ୍ତେ ନିରୁପିତ ସମୟରେ ଆସନ୍ତୁ ଓ ସମାନଙ୍କେ ସଙ୍ଗେ ପ୍ରେତ୍ୟକକ ନଗରର ପ୍ରାଚୀନଗଣ ଓ ବିଗ୍ଭର କର୍ତ୍ତାଗଣ ଆସନ୍ତୁ। ଆମ୍ଭ ପରମେଶ୍ବରଙ୍କର କୋରଧ ଯେପର୍ୟ୍ଯନ୍ତ ଅତିକ୍ରମ ନ ହାଇେଛି ଏହି କାରଣ ଯୋଗୁଁ ଏହି ବିଷଯ ଗ୍ରହଣୀଯ ହବେ ନାହିଁ।

ଗୀତସଂହିତା 85:4

ହେ ଆମ୍ଭର ତ୍ରାଣକର୍ତ୍ତା ପରମେଶ୍ବର, ଆମ୍ଭମାନଙ୍କୁ ତୁମ୍ଭ ପାଖକୁ ଫରୋଇ ଆଣ ଏବଂ ଆମ୍ଭ ଉପରେ ଅପ୍ରସନ୍ନ ହବୋ ବନ୍ଦ କର।

ଯିଶାଇୟ 40:2

ତୁମ୍ଭମାନେେ ୟିରୁଶାଲମକୁ ଦୟାପୂର୍ଣ୍ଣ ମଧୁର ବାକ୍ଯ କୁହ। ତାହାର ସଂଗ୍ରାମ ଶଷେ ହାଇେଛି ଓ ତାହାର ପାପକୁ କ୍ଷମା କରାୟାଇଛି।' ସେ ନିଜର ପାପପାଇଁ ସଦାପ୍ରଭୁଙ୍କଠାରୁ ଦୁଇଗୁଣ ଦଣ୍ଡ ପାଇଅଛି ବୋଲି ପ୍ରଚାର କର।

ଯିଶାଇୟ 65:10

ଆଉ ଯେଉଁମାନେ ଆମ୍ଭକୁ ଅନ୍ବଷେଣ କରନ୍ତି ସମାନଙ୍କେ ପାଇଁ ଶାରୋଣ ଏକ ମଷେମାନଙ୍କର ଚାରଣ ଭୂମି ଓ ଆଖୋର ଉପତ୍ୟକା ଗୋପଲର ଶଯନସ୍ଥଳ ହବେ।

ଯିରିମିୟଙ୍କ ବିଳାପ 3:53

ସମାନେେ ମାେତେ କୂପ ରେ ନିକ୍ଷପେ କରିଛନ୍ତି ଓ ମାେତେ ସଂହାର କରିବାକୁ ମାେ ଉପ ରେ ପ୍ରସ୍ତର ପକାଇ ଅଛନ୍ତି।

ହୋଶେୟ 2:15

ସଠାେ ରେ ଆମ୍ଭେ ତାକୁ ଦ୍ରାକ୍ଷାକ୍ଷେତ୍ର ଦବୋ। ଆମ୍ଭେ ତାକୁ ଆଶାର ଦ୍ବାର ସ୍ବରୂପ ଆଖୋର ଉପତ୍ୟକା ଦବୋ। ତା'ପ ରେ ସେ ମିଶର ଦେଶରୁ ଆସିଲା ସମୟ ପରି ଉତ୍ତର କରିବ।

ହୋଶେୟ 2:17

ଆମ୍ଭେ ତା'ର ମୁଖରୁ ବାଲ୍ ଡାକ କାଢିଦବୋ। ତା'ପ ରେ ଲୋକେ ବାଲ୍ଙ୍କ ନାମ ଆଉ ପୁନର୍ବାର ବ୍ଯବହାର କରିବେ ନାହିଁ।

ଯୋୟେଲ 2:13

ନିଜର ବସ୍ତ୍ରକୁ ନଫୋପାଡି ହୃଦଯକୁ ଚିର। ତୁମ୍ଭର ପ୍ରିଯ ସଦାପ୍ରଭୁ ପରମେଶ୍ବରଙ୍କ ନିକଟକୁ ଫରେିଆସ। ସେ ଅତି ଦୟାଳୁ ଓ କରୁଣାମଯ। ସେ ହଠାତ୍ ରାଗନ୍ତି ନାହିଁ। ତାଙ୍କର ଅନନ୍ତ ପ୍ ରମେ ଅଛି। ସେ ହୁଏତ ତାଙ୍କର ମନକୁ ବଦଳାଇ ପାରନ୍ତି। ଯେଉଁ କଠାେର ଦଣ୍ତ ଦବୋକୁ ଯୋଜନା କରିଥିଲେ ହୁଏତ ତାହା ଦଇେ ନପାରନ୍ତି।

ଯୋୟେଲ 2:18

ତା'ପ ରେ ସଦାପ୍ରଭୁ ନିଜ ଭୂମି ପାଇଁ ଇର୍ଷାପରାଯଣ ହେଲେ। ସେ ତାଙ୍କର ଲୋକମାନଙ୍କ ଉପ ରେ ଦୟା ଦଖାଇେଲେ।

ଯୂନସ 1:15

ତେଣୁ ସହେି ନାବିକମାନେ ୟୂନସକୁ ସମୁଦ୍ର ରେ ଫିଙ୍ଗି ଦେଲେ। ଝଡ ବନ୍ଦ ହେଲା ଓ ସମୁଦ୍ର ଶାନ୍ତ ହେଲା।

ଯିଖରିୟ 6:8

ତା'ପ ରେ ସଦାପ୍ରଭୁ ପାଟିକରି ମାେତେ କହିଲେ, ଦେଖ, ସହେି ଅଶ୍ବଗୁଡିକ ଯେଉଁମାନେ ଉତ୍ତର ଦେଶଆଡକୁ ୟାଇଛନ୍ତି ଆମ୍ଭ ଆତ୍ମାକୁ ସମାନେେ ଉତ୍ତର ଦେଶ ରେ ସୁସ୍ଥିର କରିଅଛନ୍ତି।

ଯୋହନଲିଖିତ ସୁସମାଚାର 3:9

ନୀକଦୀମ ପଚାରିଲେ, ଏସବୁ କିପରି ସମ୍ଭବ ହାଇେ ପାରିବ?

Interlinear

Choose Theme