Home Bibles ଯିହୋଶୂୟ 7:9 · ଓଡ଼ିଆ ବାଇବେଲ
ଯିହୋଶୂୟ 7:9 · ଓଡ଼ିଆ ବାଇବେଲ

କିଣାନୀଯମାନେ ଓ ଏ ଦେଶ ନିବାସୀ ଅନ୍ୟ ସମସ୍ତେ ଏ ବିଷଯ ରେ ଶକ୍ସ୍ଟଣିବେ। ସମାନେେ ଆମ୍ଭକକ୍ସ୍ଟ ଘରେି ଆକ୍ରମଣ କରିବେ ଓ ବିନାଶ ମଧ୍ଯ କରିବେ। ତା'ପରେ ତୁମ୍ଭେ କିପରି ତୁମ୍ଭର ମହାନ ନାମକକ୍ସ୍ଟ ରକ୍ଷା କରିବ?

Cross references

ଯାତ୍ରା ପୁସ୍ତକ 32:12

କିନ୍ତୁ ଯଦି ତୁମ୍ଭେ ଆପଣା ଲୋକମାନଙ୍କୁ ଧ୍ବଂସ କର, ତାହାହେଲେ ମିଶରୀଯମାନେ କହିବେ, 'ସଦାପ୍ରଭୁ ତାଙ୍କର କ୍ଷତି କରିବାକୁ ଯୋଜନା କରିଥିଲେ। ସହେି କାରଣରୁ ସେ ତାଙ୍କୁ ମିଶରରୁ ବାହାର କରି ସହେି ପର୍ବତଗୁଡିକରେ ମାରି ପୃଥିବୀରୁ ସମାନଙ୍କେୁ ଉଚ୍ଛିନ୍ନ କରିବାକୁ ଯୋଜନା କରିଥିଲେ।' ତେଣୁ ସମାନଙ୍କେ ଉପରେ କୋର୍ଧ ହୁଅ ନାହିଁ। ଦୟାକରି ତୁମ୍ଭର ମନ ପରିବର୍ତ୍ତନ କର। ଦୟାଳୁ ହୁଅ ଓ ସମାନଙ୍କେୁ ଧ୍ବଂସ କର ନାହିଁ।

ଗଣନା ପୁସ୍ତକ 14:13

ତା'ପରେ ମାଶାେ ସଦାପ୍ରଭୁଙ୍କୁ କହିଲେ, ତବେେ ମିଶରୀଯ ଲୋକମାନେ ତ ଏହା ଶୁଣିବେ, କାରଣ ତୁମ୍ଭେ ଆପଣା ପରାକ୍ରମ ଦ୍ବାରା ସମାନଙ୍କେ ମଧ୍ଯରୁ ଏହି ଲୋକମାନଙ୍କୁ ଆଣିଅଛ।

ଦିତୀୟ ବିବରଣ 9:28

ସହେି ଦେଶ, ଯେଉଁ ଦେଶରକ୍ସ୍ଟ ତୁମ୍ଭେ ସମାନଙ୍କେୁ ବାହାର କରି ଆଣିଛ ତକ୍ସ୍ଟମ୍ଭ ବିଷଯ ରେ କହିବା ସମାନେେ କହିବେ, 'ସଦାପ୍ରଭୁ ଏମାନଙ୍କୁ ଯେଉଁ ଦେଶ ଦବୋକକ୍ସ୍ଟ ପ୍ରତିଜ୍ଞା କରିଥିଲେ, ସଠାେକକ୍ସ୍ଟ ସମାନଙ୍କେୁ ନଇୟିବୋକକ୍ସ୍ଟ ସମର୍ଥ ହେଲେ ନାହିଁ ଏବଂ ସେ ସମାନଙ୍କେୁ ଯେ ହତେକ୍ସ୍ଟ ଘୃଣା କଲେ। ତେଣୁ ସେ ଏହି ପ୍ରାନ୍ତର ରେ ସମାନଙ୍କେୁ ହତ୍ଯା କରିବାକୁ ବାହାର କରି ଆଣିଛନ୍ତି।'

ଦିତୀୟ ବିବରଣ 32:26

ଆମ୍ଭେ ଚିନ୍ତା କଲକ୍ସ୍ଟ ଇଶ୍ରାୟେଲୀୟମାନଙ୍କୁ ଧ୍ବଂସ କରିବା ପାଇଁ। ତେଣୁ ଲୋକମାନେ ସମାନଙ୍କେୁ ସଐୂର୍ଣ ଭାବେ ଭକ୍ସ୍ଟଲିଯିବେ।

ଗୀତସଂହିତା 79:9

ହେ ଆମ୍ଭମାନଙ୍କର ପରିତ୍ରାଣର ପରମେଶ୍ବର, ତୁମ୍ଭ ନାମର ଗୌରବ ସକାଶେ ଆମ୍ଭମାନଙ୍କର ସାହାୟ୍ଯ କର ଏବଂ ଆପଣା ନାମରେ ଆମ୍ଭମାନଙ୍କୁ ରକ୍ଷା କର ଏବଂ ପାପସବୁ କ୍ଷମା କର।

ଗୀତସଂହିତା 83:4

ସହେି ଶତ୍ରୁମାନେ କହନ୍ତି, ଆସ ଆମ୍ଭମାନେେ ସମାନଙ୍କେୁ ପୁରାପୁରି ଧ୍ବଂସ କରିଦବୋ, ତବେେ ସମାନେେ ଗୋଟିଏ ଜାତି ହାଇେ ରହିବେ ନାହିଁ। ତାହା ହେଲେ ଇଶ୍ରାୟେଲର ନାମକୁ କହେି ମନେପକାଇବେ ନାହିଁ।

ଗୀତସଂହିତା 83:5

ହେ ପରମେଶ୍ବର, ସମାନେେ ସମାନଙ୍କେର ଯୋଜନାରେ ଏକତ୍ରୀତ ହାଇେଛନ୍ତି। ସମାନେେ ତୁମ୍ଭ ବିରୁଦ୍ଧରେ ୟୁଦ୍ଧ କରିବା ପାଇଁ ଏକ ଚୁକ୍ତି କରିଛନ୍ତି।

ଗୀତସଂହିତା 106:6

ଆମ୍ଭମାନେେ ଠିକ୍ ଆମ୍ଭର ପୂର୍ବପୁରୁଷଙ୍କ ପରି ପାପ କରିଛୁ। ଆମ୍ଭେ ଅଧର୍ମ କରିଅଛୁ। ଅମ୍ଭମାନେେ ଅଧର୍ମ ଭାବରେ କାମ କରିଅଛୁ।

ଗୀତସଂହିତା 115:1

ହେ ସଦାପ୍ରଭୁ, ଆମ୍ଭମାନେେ କୌଣସି ମହିମାର ୟୋଗ୍ଯ ନୁହଁ। ମହିମା ତ ତୁମ୍ଭର। ତୁମ୍ଭର ପ୍ରମେ ନିଷ୍ଠା ଯୋଗୁଁ ତୁମ୍ଭର ଗୌରବ ହେଉ।

ଗୀତସଂହିତା 124:2

କ'ଣ ହାଇେଥାନ୍ତା ଆମ୍ଭମାନଙ୍କର ୟଦି ସଦାପ୍ରଭୁ ଆମ୍ଭମାନଙ୍କର ସପକ୍ଷ ହାଇେ ନ ଥାନ୍ତେ। ଯେତବେେଳେ ଆମ୍ଭ ପ୍ରତିପକ୍ଷଗଣ ଆମ୍ଭମାନଙ୍କୁ ଆକ୍ରମଣ କରିଥିଲେ ?

ଯିହିଜିକଲ 20:9

କିନ୍ତୁ ମୁଁ ସମାନଙ୍କେୁ ଧ୍ବଂସ କଲି ନାହିଁ। କାରଣ ସମାନଙ୍କେ ସହିତ ଥିବା ଲୋକମାନଙ୍କ ମଧିଅରେ ମାରେ ନାମକୁ କଳୁଷିତ କରିବା ପାଇଁ ମାେତେ ଭଲ ଲାଗିଲା ନାହିଁ, କାରଣ ଯେତବେେଳେ ସମସ୍ତ ଦେଶଗଣ ଦେଖୁଥିଲେ, ସମାନଙ୍କେୁ ମିଶରରୁ ବାହାର କରି ଆଣିବା ଦ୍ବାରା ମୁଁ ଇଶ୍ରାୟେଲୀୟମାନଙ୍କଠା ରେ ପରିଚିତ ହଲିେ।

ଯିହିଜିକଲ 36:22

ତେଣୁ ଇଶ୍ରାୟେଲର ଲୋକମାନଙ୍କୁ କୁହ, ସଦାପ୍ରଭୁ ଏହି କଥା କହନ୍ତି, ହେ ଇଶ୍ରାୟେଲ ପରିବାର, ତେଣୁ ତୁମ୍ଭମାନଙ୍କ ବିରୁଦ୍ଧ ରେ ଯାହା କହିବା କଥା ତାହା ମାରେ ନାମର ସୁରକ୍ଷା ପାଇଁ କରୁ ନାହଁ। ତୁମ୍ଭମାନେେ ଯେଉଁଠାକୁ ଗଲେ, ସହେି ରାଷ୍ଟ୍ରମାନଙ୍କ ମଧିଅରେ ମାରେ ନାମକୁ କଳୁଷିତ କଲ।

ଯୋୟେଲ 2:17

ସଦାପ୍ରଭୁଙ୍କର ସବେକଗଣ, ଯାଜକମାନେ ମଣ୍ତପ ଓ ୟଜ୍ଞବଦେୀ ରେ ନିଶ୍ଚିତ କାନ୍ଦିବେ ଓ ଆକୁଳ ରେ ସଦାପ୍ରଭୁଙ୍କୁ ନିବଦନେ କରିବେ, ହେ ସଦାପ୍ରଭୁ, ଆପଣଙ୍କର ଲୋକମାନଙ୍କୁ ଦୟାକର, ଏବଂ ଆପଣଙ୍କର ଲୋକମାନଙ୍କୁ ଲଜ୍ଜିତ କରାଅ ନାହିଁ। ଅନ୍ୟମାନଙ୍କ ଦ୍ବାରା ନିଜର ଲୋକଙ୍କୁ ପରିହାସ କରିବାକୁ ଦିଅ ନାହିଁ ଏବଂ ଅନ୍ୟ ଦେଶର ଲୋକମାନଙ୍କ ଦ୍ବାରା ଆପଣାର ଲୋକଙ୍କୁ ଶାସନ କରିବାକୁ ଦିଅନାହିଁ ଏବଂ ସମାନଙ୍କେୁ କହିବାକୁ ସୁଯୋଗ ଦିଅ ନାହିଁ ଯେ, 'ତୁମ୍ଭର ସଦାପ୍ରଭୁ କାହାନ୍ତି।'

ମୀଖା 7:10

ମାରେ ଶତୃ କହୁଥିଲେ, ତୁମ୍ଭର ସଦାପ୍ରଭୁ ପରମେଶ୍ବର କେଉଁଠା ରେ ଅଛନ୍ତି? ମାତ୍ର ଯେତବେେଳେ ସେ ଏହା ଦେଖିବ ସେ ଲଜ୍ଜିତ ହବେ। ସେତବେେଳେ ମୁଁ ଶତୃକୁ ଉପହାସ କରିବି। ଲୋକମାନେ ପଥର କାଦୁଅ ପରି ତାକୁ ଦଳିବେ।

ଯୋହନଲିଖିତ ସୁସମାଚାର 12:28

ହେ ପରମପିତା, ଆପଣା ନାମକୁ ଗୌରବାନ୍ବିତ କର।

Interlinear

Choose Theme