ଏହାପରେ ଯିହାଶୂେୟ ଏବଲ ପର୍ବତ ଉପରେ ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବରଙ୍କ ଉଦ୍ଦେଶ୍ଯ ରେ ଏକ ୟଜ୍ଞବଦେି ନିର୍ମାଣ କଲେ।
Cross references
ଏହାପରେ ନୋହ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ଏକ ୟଜ୍ଞବଦେୀ ସ୍ଥାପନ କଲେ। ନୋହ ସେଥି ରେ ଶୁଚ଼ିପଶୁ ଓ ପକ୍ଷୀମାନଙ୍କୁ ସଦାପ୍ରଭୁଙ୍କ ଉଦ୍ଦେଶ୍ବ ରେ ନବୈେଦ୍ଯ ଦେଲେ।
ସଦାପ୍ରଭୁ ଅବ୍ରାମକୁ ଦର୍ଶନ ଦେଲେ ଏବଂ କହିଲେ, ମୁଁ ତୁମ୍ଭ ବଂଶଧରଙ୍କୁ ଏହି ଦେଶ ଦବେି।
ଏହାପରେ ଅବ୍ରାମ ସହେି ସ୍ଥାନ ଛାଡ଼ି ବୈଥଲରେ ପୂର୍ବ ଆଡ଼େ ପର୍ବତକୁ ୟାଇ ନିଜର ତମ୍ବୁ ସ୍ଥାପଲ କଲେ। ସଠାେରେ ପଶ୍ଚିମ ରେ ବୈଥେଲ୍ ଓ ପୂର୍ବ ଦିଗ ରେ ଅଯ ନଗର ଥିଲା। ଏବଂ ସହେିଠା ରେ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ଏକ ୟଜ୍ଞବଦେୀ ନିର୍ମାଣ କରି ସଦାପ୍ରଭୁଙ୍କ ନାମ ରେ ପ୍ରାର୍ଥନା କଲେ।
ତୁମ୍ଭମାନେେ ମାଟି ରେ ଏକ ସ୍ବତନ୍ତ୍ର ୟଜ୍ଞବଦେୀ ମାେ ପାଇଁ ନିର୍ମାଣ କରିବ ଏବଂ ତୁମ୍ଭମାନଙ୍କ ମଷେ ଓ ଗୋରୁଗାଈରୁ ସଠାେରେ ହାମବେଳି, ମଙ୍ଗଳାର୍ଥକ ବଳି ଉତ୍ସର୍ଗ କର। ମୁଁ ତୁମ୍ଭମାନଙ୍କୁ ସବୁଠା ରେ ଆଶୀର୍ବାଦ କରିବା ପାଇଁ ଆସିବି ଯେଉଁଠା ରେ ତୁମ୍ଭମାନେେ ମାେତେ ସ୍ମରଣ କରିବ।
ପକ୍ସ୍ଟଣି ଆଜି ମୁ ଯେଉଁ ପ୍ରସ୍ତର ଗକ୍ସ୍ଟଡିକ ବିଷଯ ରେ ତୁମ୍ଭମାନଙ୍କୁ ଏହି ଆଜ୍ଞା ଦଲେି, ତୁମ୍ଭମାନେେ ୟର୍ଦ୍ଦନ ପାର ହେଲାପରେ ଏବଲ ପର୍ବତ ରେ ସହେି ପ୍ରସ୍ତର ସବୁ ସ୍ଥାପନ କରିବ ଓ ତାହା ସବୁ ଚକ୍ସ୍ଟନ ରେ ଲପେିବ।