Home Bibles ଯିହୋଶୂୟ 8:34 · ଓଡ଼ିଆ ବାଇବେଲ
ଯିହୋଶୂୟ 8:34 · ଓଡ଼ିଆ ବାଇବେଲ

ଏହାପରେ ବ୍ଯବସ୍ଥା ପୁସ୍ତକକରେ ଲଖାୟୋଇଥିବା ଉଭୟ ଆଶିର୍ବାଦ ଓ ଅଭିଶାପ ବିଷଯକ ବ୍ଯବସ୍ଥାର ସମସ୍ତ ଶଦ୍ଦ ସେ ପାଠକଲେ।

Cross references

ଲେବୀୟ ପୁସ୍ତକ 26:1

ତୁମ୍ଭମାନେେ ନିଜ ପାଇଁ ଦବମେୂର୍ତ୍ତି ନିର୍ମାଣ କରିବ ନାହିଁ। କିମ୍ବା ନିଜ ପାଇଁ ଖାଦେିତ ପ୍ରତିମା କି ସ୍ତମ୍ଭ ସ୍ଥାପନ କରିବ ନାହିଁ, ଆଉ ତାହା ନିକଟରେ ଦଣ୍ତ ପ୍ରଣାମ କରିବା ନିମନ୍ତେ ତୁମ୍ଭମାନଙ୍କ ଦେଶର କୌଣସି ଖାଦେିତ ପ୍ରସ୍ତର ରଖିବ ନାହିଁ। କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ଅଟୁ।

ଦିତୀୟ ବିବରଣ 27:14

ଏବଂ ସମସ୍ତ ଲବେୀୟମାନେ ଖକ୍ସ୍ଟବ୍ ଉଚ୍ଚ ସ୍ବର ରେ ସମସ୍ତ ଇଶ୍ରାୟେଲୀୟ ଲୋକଙ୍କକ୍ସ୍ଟ ଉତ୍ତର ଦଇେ କହିବେ,

ଦିତୀୟ ବିବରଣ 28:28

ସଦାପ୍ରଭୁ ତୁମ୍ଭମାନଙ୍କୁ ଉନ୍ନାଦ ଓ ଅନ୍ଧତା ଓ ତିତ୍ତ ସ୍ତବ୍ଧତା ଦ୍ବାରା ଆଘାତ କରିବେ।

ଦିତୀୟ ବିବରଣ 29:20

ସଦାପ୍ରଭୁ ତାହାକକ୍ସ୍ଟ କ୍ଷମା କରିବାକୁ ସମ୍ମତ ହବେେ ନାହିଁ। ମାତ୍ର ତତ୍କ୍ଷଣାତ ସହେି ଲୋକପ୍ରତି ସଦାପ୍ରଭୁଙ୍କ କୋରଧ ଓ ଅନ୍ତଜର୍‌ବାଳା ସଧୂମ ହାଇେ ଉଠିବ।

ଦିତୀୟ ବିବରଣ 30:15

ଆଜି ଆମ୍ଭେ ତକ୍ସ୍ଟମ୍ଭ ସମ୍ମକ୍ସ୍ଟଖ ରେ ମୃତକ୍ସ୍ଟ୍ଯ ଓ ମରଣ ଏବଂ ଭଲ ଓ ମନ୍ଦ ମଧ୍ଯରକ୍ସ୍ଟ ଗୋଟିକକ୍ସ୍ଟ ବାଛିବାକକ୍ସ୍ଟ ଦଇେଅଛୁ।

ଦିତୀୟ ବିବରଣ 31:10

ଏହାପରେ ମାଶାେ ପ୍ରାଚୀନବର୍ଗମାନଙ୍କୁ କହିଲେ, ପ୍ରେତ୍ୟକକ ସାତବର୍ଷ ଶଷେ ରେ ଋଣ ଛାଡ ବର୍ଷର ନିରୂପିତ ସମୟରେ ପତ୍ରକକ୍ସ୍ଟଟୀର ପର୍ବ ରେ।

ଦିତୀୟ ବିବରଣ 31:11

ସେ ସମୟରେ ସମକ୍ସ୍ଟଦାଯ ଇଶ୍ରାୟେଲ ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବରଙ୍କ ମନୋନୀତ ସ୍ଥାନ ରେ ତାହାଙ୍କ ସମ୍ମକ୍ସ୍ଟଖ ରେ ଉପସ୍ଥିତ ହବେେ। ସେତବେେଳେ ସମସ୍ତ ଇଶ୍ରାୟେଲ ସାକ୍ଷାତ ରେ ସମାନଙ୍କେ କର୍ଣଗୋଚର ରେ ତୁମ୍ଭେ ଏହି ବ୍ଯବସ୍ଥା ପାଠ କରିବ।

ଯିହୋଶୂୟ 1:8

ସର୍ବଦା ଏହି ବ୍ଯବସ୍ଥା ପୁସ୍ତକ ତକ୍ସ୍ଟମ୍ଭ ସମ୍ମକ୍ସ୍ଟଖରକ୍ସ୍ଟ ବିଚଳିତ ନ ହେଉ। ଦିନ ରାତି ଏହି ନିଯମ ପୁସ୍ତକକକ୍ସ୍ଟ ପଠନ କର। ତବେେ ତୁମ୍ଭେ ନିଶ୍ଚିତ ହାଇପୋରିବ। ଏହି ନିଯମକକ୍ସ୍ଟ ପାଳନ କର, ଯାହା ଏହି ପୁସ୍ତକକରେ ଲଖାେ ହାଇେ ଅଛି। ଯଦି ତୁମ୍ଭେ ଏପରି କର, ତବେେ ତୁମ୍ଭେ ବକ୍ସ୍ଟଦ୍ଧିମାନ ଓ ପ୍ରେତ୍ୟକକ କାର୍ୟ୍ଯ ରେ କୃତକାର୍ୟ୍ଯ ହବେ, ଯାହା ତୁମ୍ଭେ କରିବ।

ନିହିମିୟା 8:2

ସପ୍ତମ ମାସର ପ୍ରଥମ ଦିନ ରେ ଯାଜକ ଏଜ୍ରା, ପୁରୁଷ ଓ ସ୍ତ୍ରୀ ସମ୍ମୁଖ ରେ ବ୍ଯବସ୍ଥାପୁସ୍ତକ ଆଣିଲେ। ସମସ୍ତେ ଯେଉଁମାନେ ଶୁଣିପାରିବେ ଓ ବୁଝିପାରିଲେ।

ନିହିମିୟା 9:3

ସମାନେେ ସଠାେରେ ପ୍ରାଯ ତିନି ଘଣ୍ଟାଧରି ଠିଆ ହେଲେ, ଏବଂ ଲୋକମାନେ ସଦାପ୍ରଭୁ ସମାନଙ୍କେ ପରମେଶ୍ବରଙ୍କର ବ୍ଯବସ୍ଥା ପୁସ୍ତକ ପାଠ କଲେ। ଏହାପରେ ସମାନେେ ସଠାେରେ ତିନିଘଣ୍ଟାରୁ ଉର୍ଦ୍ଧଧରି ସମାନଙ୍କେର ପାପ ସ୍ବୀକାର କଲେ ଓ ନତମସ୍ତକ ହାଇେ ସଦାପ୍ରଭୁ ସମାନଙ୍କେ ପରମେଶ୍ବରଙ୍କର ଉପାସନା କଲେ।

ନିହିମିୟା 13:1

ସହେିଦିନ ସମାନେେ ଲୋକମାନଙ୍କୁ ଜଣାଇବାକୁ ମାଶାଙ୍କେ ପୁସ୍ତକରୁ ପାଠ କଲେ। ପୁଣି ତହିଁ ମଧିଅରେ ଲିଖିତ ଏହି କଥା ମିଳିଲା, ଯେ ଅେମ୍ମାନୀୟ ଓ ମାୟୋବୀଯ ଲୋକ କବେେ ପରମେଶ୍ବରଙ୍କ ସଭା ରେ ପ୍ରବେଶ କରିବେ ନାହିଁ।

Interlinear

Choose Theme