Home Bibles ଯିହୂଦାଙ୍କ ପତ୍ର 1:8 · ଓଡ଼ିଆ ବାଇବେଲ
ଯିହୂଦାଙ୍କ ପତ୍ର 1:8 · ଓଡ଼ିଆ ବାଇବେଲ

ତୁମ୍ଭମାନଙ୍କ ଦଳ ରେ ପ୍ରବେଶ କରିଥିବା ଲୋକମାନେ ଠିକ୍ ଏହିପରି। ସମାନେେ ସ୍ବପ୍ନ ଦ୍ବାରା ପରିଚାଳିତ ହୁଅନ୍ତି। ସମାନେେ ନିଜ ଶରୀରକୁ ପାପ କାର୍ୟ୍ଯ ରେ ଦୂଷିତ କରନ୍ତି। ସମାନେେ ପରମେଶ୍ବରଙ୍କର କତ୍ତୃର୍ତ୍ବକୁ ଅସ୍ବୀକାର କରନ୍ତି ଓ ଗୌରବମୟ ସ୍ବର୍ଗଦୂତମାନଙ୍କ ବିରୁଦ୍ଧ ରେ ବହୁତ ମନ୍ଦ କଥା କହନ୍ତି।

Cross references

ଆଦି ପୁସ୍ତକ 3:5

ପରମେଶ୍ବର ଜାଣନ୍ତି ଯେ, ଯେତବେେଳେ ତୁମ୍ଭେ ସହେି ବୃକ୍ଷରୁ ଫଳ ଖାଇବ ତବେେ ତୁମ୍ଭମାନଙ୍କର ଚ଼କ୍ଷୁ ଖାଲିୟିବେ ଏବଂ ତୁମ୍ଭେ ପରମେଶ୍ବରଙ୍କ ପରି ହବେ, କାରଣ ତୁମ୍ଭେ ଜାଣିବ କଣ ଭଲ ଏବଂ କଣ ମନ୍ଦ ଅଟେ।

ଯାତ୍ରା ପୁସ୍ତକ 22:28

ତୁମ୍ଭେ କୌଣସି ଅବଜ୍ଞା କରିବ ନାହିଁ ଆପଣା ପରମେଶ୍ବରଙ୍କୁ। ଏବଂ ତୁମ୍ଭର କୌଣସି ଅଧକ୍ଷ୍ଯଙ୍କୁ ଶାପ ଦବେ ନାହିଁ।

ଗଣନା ପୁସ୍ତକ 16:3

ସମାନେେ ଏକତ୍ର ହାଇେ ମାଶାେ ଓ ହାରୋଣଙ୍କ ବିରୁଦ୍ଧ ରେ କହିଲେ, ତୁମ୍ଭମାନେେ ନିଜକୁ ବହୁତ ଗୁରୁତର ଦଖାଇେଲ। ମଣ୍ତଳୀର ପ୍ରେତ୍ୟକକ ବ୍ଯକ୍ତି ପବିତ୍ର ଓ ସଦାପ୍ରଭୁ ସମାନଙ୍କେ ମଧିଅରେ ବାସ କରୁଛନ୍ତି। ତୁମ୍ଭମାନେେ ସଦାପ୍ରଭୁଙ୍କ ମଣ୍ତଳି ଉପରେ କାହିଁକି ପ୍ରଭୁତ୍ବ ଦଖାେଉଛ?

ଗଣନା ପୁସ୍ତକ 16:12

ତା'ପରେ ମାଶାେ ଇଲୀଯାବର ପୁତ୍ର ଦାଥନକୁ ଓ ଅବୀରାମକୁ ଡାକିବାକୁ ଲୋକ ପଠାଇଲେ; ମାତ୍ର ସମାନେେ କହିଲେ, ଆମ୍ଭମାନେେ ୟିବା ନାହିଁ।

ଗୀତସଂହିତା 2:1

କାହିଁକି ଅନ୍ୟ ଦେଶରେ ଲୋକମାନେ କଳହ କରନ୍ତି, କାହିଁକି ସମାନେେ ମନ୍ଦ ଯୋଜନା କରନ୍ତି ?

ଗୀତସଂହିତା 12:3

ସଦାପ୍ରଭୁ ସମାନଙ୍କେର ଓଷ୍ଠ ବନ୍ଦ କରିବେ, ୟିଏ ମିଥ୍ଯା ବାକ୍ଯ ଉଚ୍ଚାରଣ କରେ। ସଦାପ୍ରଭୁ ସମାନଙ୍କେର ଜିହ୍ବା ବନ୍ଦ କରିବେ, ୟିଏ ଗର୍ବର କାହାଣୀ ପ୍ରକାଶ କରେ।

ହିତୋପଦେଶ 30:11

କିଛି ଲୋକ ଅଛନ୍ତି ଯେଉଁମାନେ ତାଙ୍କର ପିତାଙ୍କ ବିରୁଦ୍ଧ ରେ କହନ୍ତି। ଏବଂ ସମାନେେ ସମାନଙ୍କେର ମାତାଙ୍କୁ ସମ୍ମାନ ଦଖାଇେ ନାହାନ୍ତି।

ହିତୋପଦେଶ 30:17

ଯେଉଁ ବ୍ଯକ୍ତି ତା'ର ପିତାଙ୍କୁ ପରିହାସ କରେ ଓ ତା'ର ମାତାଙ୍କୁ ସମ୍ମାନ କରେ ନାହିଁ, ସେ ଦଣ୍ଡିତ ହବେ। ଏହିପରି ତା ପାଇଁ ହବେ। ତା'ର ଚକ୍ଷୁକୁ ଶାଗୁଣାମାନେ ତାଢ଼ି ପକାଇବେ, ଡ଼ାମରାକାଉମାନେ ସଗେୁଡ଼ିକୁ ଖାଇଯିବେ।

ଉପଦେଶକ 10:20

ରାଜାକୁ ଅଭିଶାପ ଦିଅ ନାହିଁ। ନା ଏପରିକି ମନେ ମନେ ମଧ୍ଯ ଦିଅ ନାହିଁ। ଆଉ ଧନୀକୁ ଆପଣା ଶଯନ ଗୃହ ରେ ଅଭିଶାପ ଦିଅ ନାହିଁ। କାରଣ ଏକ େଛାଟ ପକ୍ଷୀ ସହେି ବାର୍ତ୍ତା ନଇୟିବେ ଓ ସେ କଥା ଉତ୍ତର ଦବେ।

ଯିରିମିୟ 38:25

ଆଉ ମୁଁ ତୁମ୍ଭ ସହିତ କଥା ହାଇେଛି ବୋଲି ଯଦି ଅଧିପତିମାନେ ଜାଣନ୍ତି, ତବେେ ସମାନେେ ତୁମ୍ଭକୁ କହିବେ, 'ତୁମ୍ଭେ ରାଜାଙ୍କ ସହିତ ଯାହା ଆଲୋଚନା କରିଛ କିଛି ନ ଲୁଚାଇ ତାହା ଆମ୍ଭମାନଙ୍କୁ ଜଣାଅ, ଆଉ ରାଜା ତୁମ୍ଭକୁ କ'ଣ ସବୁ କହିଛନ୍ତି, ତାହା ଠିକ୍ ଭାବରେ ପ୍ରକାଶ କର। ତାହା ହେଲେ ଆମ୍ଭମାନେେ ତୁମ୍ଭକୁ ବଧ କରିବୁ ନାହିଁ।'

ଲୂକଲିଖିତ ସୁସମାଚାର 11:25

ଯେତବେେଳେ ଭୂତଟି ସହେି ମଣିଷ ନିକଟକୁ ଫରେିଆ ସେ, ସେ ଦେଖେ ଯେ ସହେି ଘରଟି ସଫାସୁତୁରା ଓ ସବୁ ଠିକ୍ଠାକ୍ ଅଛି।

ଲୂକଲିଖିତ ସୁସମାଚାର 19:14

ସହେି ବ୍ଯକ୍ତିଙ୍କୁ ସେ ରାଜ୍ଯର ନାଗରିକମାନେ ଘୃଣା କରୁଥିଲେ। ତେଣୁ ସମାନେେ ତାହାଙ୍କ ପଛ ରେ ଦଳେ ଲୋକଙ୍କୁ ସଠାେକୁ ପଠାଇଲେ। ସଠାେକୁ ଯାଇ ଏହି ଦଳର ଲୋକମାନେ କହିଲେ, 'ଆମ୍ଭେ ଚାହୁଁନା ଯେ, ସହେି ବ୍ଯକ୍ତି ଆମ୍ଭମାନଙ୍କର ରାଜା ହୁଅନ୍ତୁ।'

ରେରିତମାନଙ୍କ କାର୍ଯ୍ୟର ବିବରଣ 7:27

ଏହାଶୁଣି ପଡ଼ୋଶୀ ପ୍ରତି ଅନ୍ଯାୟ କରୁଥିବା ଲୋକଟି ମାଶାଙ୍କେୁ ଠଲେିଦଇେ କହିଲା, 'ତୁମ୍ଭକୁ ଆମ୍ଭ ଶାସକ ଓ ବିଚ଼ାରକ ରୂପେ କିଏ ନିୟୁକ୍ତି ଦଲୋ?

ରେରିତମାନଙ୍କ କାର୍ଯ୍ୟର ବିବରଣ 7:39

କିନ୍ତୁ ଆମ୍ଭ ପୂର୍ବପୁରୁଷମାନେ ତାହାଙ୍କୁ ମାନିବା ପାଇଁ ଇଚ୍ଛା କଲେ ନାହିଁ। ସମାନେେ ତାହାଙ୍କୁ ଗ୍ରହଣ କରିବାକୁ ମନା କଲେ ଓ ମିଶରକୁ ଫରେି ୟିବାପାଇଁ ଇଚ୍ଛା କଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 23:5

ପାଉଲ ଉତ୍ତର ଦେଲେ, ଭାଇମାନେ, ମୁଁ ତାହାଙ୍କୁ ମହାୟାଜକ ବୋଲି ଜାଣି ନଥିଲି। ଏହା ଧର୍ମଶାସ୍ତ୍ର ରେ ଲଖାେଅଛି, 'ତୁମ୍ଭର ନିଜ ଲୋକଙ୍କ ନେତା ବିଷୟ ରେ ଖରାପ କଥା କହିବା ଉଚ଼ିତ ନୁହେଁ।'

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 3:17

ଯଦି କୌଣସି ଲୋକ ପରମେଶ୍ବରଙ୍କ ମନ୍ଦିରକୁ ନଷ୍ଟକରେ, ତାହାହେଲେ ପରମେଶ୍ବର ତାକୁ ନଷ୍ଟ କରି ଦବେେ। କାରଣ ପରମେଶ୍ବରଙ୍କ ମନ୍ଦିର ହେଉଛି ପବିତ୍ର। ସହେି ପବିତ୍ର ମନ୍ଦିର ତୁମ୍ଭମାନେେ।

ଥେସଲନୀକୀୟଙ୍କ ପ୍ରତି ପ୍ରଥମ ପତ୍ର 4:8

ଅତଏବ ଯେଉଁ ଲୋକ ଏହି ଶିକ୍ଷାକୁ ଅବମାନନା କରେ, ସେ ପରମେଶ୍ବରଙ୍କ ଅବମାନନା କରେ, ମଣିଷକୁ ନୁହେଁ। ପରମେଶ୍ବର ତାଙ୍କର ପବିତ୍ରଆତ୍ମା ତୁମ୍ଭମାନଙ୍କୁ ପ୍ରଦାନ କରି ଥାଆନ୍ତି।

ତୀମଥିଙ୍କ ପ୍ରତି ପ୍ରଥମ ପତ୍ର 1:10

ୟୌନ ପାପାଚରଣ କରୁଥିବା ଲୋକେ, ସମଲିଙ୍ଗୀ ୟୌନ ଅଭିଳାଷୀ, ଦାସମାନଙ୍କ ବିକ୍ ରତାେ, ମିଥ୍ଯାବାଦୀ, ମିଥ୍ଯା ଶପଥ ନେଉଥିବା ଲୋକେ ଓ ପରମେଶ୍ବରଙ୍କ ସତ୍ଶିକ୍ଷାର ବିରୋଧାଚରଣ କରୁଥିବା ଯେ କୌଣସି ବ୍ଯକ୍ତି ପାଇଁ ବ୍ଯବସ୍ଥା ଆବଶ୍ଯକ।

ଏବ୍ରୀ 13:17

ତୁମ୍ଭମାନଙ୍କର ନେତାମାନଙ୍କର ଆଜ୍ଞାପାଳନ କର। ସମାନଙ୍କେର ଅଧୀନ ରେ ରୁହ। ସମାନେେ ତୁମ୍ଭମାନଙ୍କ ପାଇଁ ଉତ୍ତରଦାଯୀ। ଅତଏବ, ସମାନେେ ସବୁବେଳେ ତୁମ୍ଭମାନଙ୍କର ଆତ୍ମାର ରକ୍ଷା ପାଇଁ ଜଗି ଥାଆନ୍ତି। ସମାନଙ୍କେର ଆଜ୍ଞାପାଳନ କର ଯେପରି ଏହି କାମଟି ସମାନେେ ଖୁସି ମନ ରେ କରିବେ, ଦୁଃଖ ରେ ନୁହେଁ। ସମାନଙ୍କେର କାମ କଠିନ ହେଲେ, ତା'ଦ୍ବାରା ତୁମ୍ଭମାନଙ୍କର କୌଣସି ଲାଭ ହବେ ନାହିଁ।

ପିତରଙ୍କ ପ୍ରଥମ ପତ୍ 2:17

ସମସ୍ତଙ୍କୁ ସମ୍ମାନ ଦିଅ। ପରମେଶ୍ବରଙ୍କ ପରିବାରର ସମସ୍ତ ଭାଇ ଓ ଭଉଣୀମାନଙ୍କୁ ଭଲ ପାଅ। ପରମେଶ୍ବରଙ୍କୁ ଭୟ କର ଓ ରାଜାଙ୍କୁ ସମ୍ମାନ ଦିଅ।

ପିତରଙ୍କ ଦିତୀୟ ପତ୍ର 2:10

ଯେଉଁମାନେ ନିଜର ପାପପୂର୍ଣ୍ଣ ପ୍ରକୃତିଗୁଡ଼ିକର ଇଚ୍ଛା ପୂରଣ ପାଇଁ ମନ୍ଦକାର୍ୟ୍ଯ କରିବ ଜୀବିତ ରହିଛନ୍ତି ଓ ପ୍ରଭୁଙ୍କର କତ୍ତୃର୍ତ୍ବକୁ ଅବମାନନା କରନ୍ତି, ସମାନେେ ଏଭଳି ଦଣ୍ଡର ଯୋଗ୍ଯ।

ଯିହୂଦାଙ୍କ ପତ୍ର 1:9

ପ୍ରଧାନ ସ୍ବର୍ଗଦୂତ ମୀଖାଯଲେ ମଧ୍ଯ ଏହା କରି ନ ଥିଲେ। ସେ ମାଶାଙ୍କେ ଶରୀର ନବୋ ବିଷୟ ରେ ଶୟତାନ ସହିତ ୟୁକ୍ତି କରିଥିଲେ। କିନ୍ତୁ ମୀଖାଯଲେ ସମାଲୋଚନାମୂଳକ କଥା କହି ତାହାକୁ ଦୋଷୀ କରିବାକୁ ସାହସ କଲେ ନାହିଁ। କିନ୍ତୁ ସେ କହିଲେ, ପ୍ରଭୁ ତୁମ୍ଭକୁ ଦଣ୍ଡ ଦିଅନ୍ତୁ।

Interlinear

Choose Theme