Home Bibles ☰ Books ବିଚାରକର୍ତାମାନଙ୍କ ବିବରଣ 1:13 · ଓଡ଼ିଆ ବାଇବେଲ
ବିଚାରକର୍ତାମାନଙ୍କ ବିବରଣ 1:13 · ଓଡ଼ିଆ ବାଇବେଲ

କାଲେବ୍ର ଜଣେ କନିଷ୍ଠ ଭାଇ ଥିଲେ ଯାହାର ନାମ ଥିଲା କନସର। କନ୍ସର ପକ୍ସ୍ଟତ୍ର ଅତ୍ନୀଯଲେ। ଅତ୍ନୀଯଲେ କରିଯଥ- ସଫରେର ସହର ଅଧିକାର କରିଥିଲେ ଏବଂ କାଲେବ୍ ତାଙ୍କୁ ଅକ୍ଷାରକକ୍ସ୍ଟ ବିବାହ ଦେଲେ।

Cross references

ବିଚାରକର୍ତାମାନଙ୍କ ବିବରଣ 3:9

ଏହାପରେ ଇଶ୍ରାୟେଲ ସନ୍ତାନଗଣ ସଦାପ୍ରଭୁଙ୍କ ନିକଟରେ କ୍ରନ୍ଦନ କଲେ। ସମାନଙ୍କେୁ ସାହାୟ୍ଯ ଓ ରକ୍ଷା କରିବା ପାଇଁ ସଦାପ୍ରଭୁ ଏକ ଲୋକ ପଠାଇଲେ। ସହେି ଲୋକର ନାମ ଥିଲା ଅତ୍ନୀଯଲେ। ସେ ଥିଲେ କାଲବଙ୍କେର ସାନ ଭାଇ କନସରର ପକ୍ସ୍ଟତ୍ର।

Interlinear

Choose Theme