Home Bibles ବିଚାରକର୍ତାମାନଙ୍କ ବିବରଣ 1:19 · ଓଡ଼ିଆ ବାଇବେଲ
ବିଚାରକର୍ତାମାନଙ୍କ ବିବରଣ 1:19 · ଓଡ଼ିଆ ବାଇବେଲ

ୟିହକ୍ସ୍ଟଦାର ଲୋକମାନେ ଯେତବେେଳେ ୟକ୍ସ୍ଟଦ୍ଧ କରୁଥିଲେ, ସେତବେେଳେ ସଦାପ୍ରଭୁ ସମାନଙ୍କେର ପକ୍ଷ ରେ ଥିଲେ। ସଦାପ୍ରଭୁ ପର୍ବତମଯ ଦେଶକକ୍ସ୍ଟ ସମାନଙ୍କେର ଅଧିକାରକକ୍ସ୍ଟ ଆଣିଲେ। କିନ୍ତୁ ୟିହକ୍ସ୍ଟଦାର ଲୋକମାନେ ତଳଭୂମିଗୁଡିକୁ ସମାନଙ୍କେର ଅଧିନକକ୍ସ୍ଟ ଆଣିପାରି ନ ଥିଲେ। କାରଣ ସଠାେରେ ଯେଉଁ ଲୋକମାନେ ବାସ କରୁଥିଲେ, ଲୌହ ନିର୍ମିତ ରଥ ବ୍ଯବହାର କରୁଥିଲେ।

Cross references

ଆଦି ପୁସ୍ତକ 39:2

କିନ୍ତୁ ସଦାପ୍ରଭୁ ଯୋଷଫେକୁ ସହାୟ ହେଲେଓ ଯୋଷଫେ ଜଣେ ଭାଗ୍ଯବାନ ପୁରୁଷ ହେଲେ। ଆଉ ସେ ଆପଣା ମିସ୍ରୀଯ କର୍ତ୍ତାର ଗୃହ ରେ ବାସ କଲେ।

ଆଦି ପୁସ୍ତକ 39:21

କିନ୍ତୁ ସଦାପ୍ରଭୁ ଯୋଷଫେର ସହାୟ ଥିଲେ। ସଦାପ୍ରଭୁ ତାହାପ୍ରତି କୃପା ପ୍ରକାଶ କରି କାରାଗାର ରକ୍ଷକଙ୍କର ଦୃଷ୍ଟି ରେ ତାଙ୍କୁ ଅନୁଗ୍ରହର ପାତ୍ର କଲେ।

ଯାତ୍ରା ପୁସ୍ତକ 14:7

ଫାରୋ ମିଶରର ଅନ୍ଯାନ୍ଯ ସୈନ୍ଯ ଓ ରଥ ସହିତ 600 ଜଣ ନିପୁଣ ସୈନ୍ଯ ଏବଂ ସମାନଙ୍କେର ରଥଗୁଡ଼ିକ ନେଲେ ଏବଂ ପ୍ରେତ୍ୟକକ ରଥରେ ଜଣେ ଅଧିକାରୀ ରହିଲେ।

ଯିହୋଶୂୟ 1:5

ମୁ ତୁମ୍ଭମାନଙ୍କ ସହିତ ରହିବି ଯେପରି ମାଶାେ ସହିତ ଥିଲି। ତୁମ୍ଭେ ବଞ୍ଚିଥିବା ପର୍ୟ୍ଯନ୍ତ ତୁମ୍ଭକୁ ପ୍ରତିବାଦ କରିବାକୁ କହେି ସମର୍ଥ ହାଇେ ପାରିବେ ନାହିଁ। ମୁ ତୁମ୍ଭକୁ ଛାଡିବି ନାହିଁ। ମୁ ତୁମ୍ଭକୁ ପରିତ୍ଯାଗ କରିବି ନାହିଁ।

ଯିହୋଶୂୟ 1:9

ମନରେଖ, ମୁ ତୁମ୍ଭକୁ ସାହାସୀ ଓ ଶକ୍ତିଶାଳୀ ହବୋ ପାଇଁ ନିର୍ଦ୍ଧେଶ ଦଇେଅଛି। ତେଣୁ ତୁମ୍ଭେ ଭୟଭୀତ କିଅବା ହତାଶ ହକ୍ସ୍ଟଅ ନାହିଁ, କାରଣ ତୁମ୍ଭେ ଯେଉଁ ଆଡେ ୟିବ, ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବର ତୁମ୍ଭର ସଙ୍ଗି ହବେେ।

ଯିହୋଶୂୟ 7:12

ସହେି କାରଣରକ୍ସ୍ଟ ଇଶ୍ରାୟେଲୀୟମାନେ ପରାସ୍ତ ହାଇେ ଫରେି ଆସିଛନ୍ତି। ସମାନେେ ଅପରାଧ କରିଥିବାରକ୍ସ୍ଟ ଓ ଧ୍ବଂସ କାର୍ୟ୍ଯକକ୍ସ୍ଟ ନିନ୍ଦା କରିଥିବାରକ୍ସ୍ଟ ସମାନେେ ପରାସ୍ତ ହେଲେ। ତୁମ୍ଭମାନେେ ତୁମ୍ଭମାନଙ୍କ ପାଖ ରେ ଥିବା ସହେି ଲକ୍ସ୍ଟଟ୍ ବସ୍ତକ୍ସ୍ଟକକ୍ସ୍ଟ ଧ୍ବଂସ ନ କଲା ପର୍ୟ୍ଯନ୍ତ ମୁ ତକ୍ସ୍ଟମ୍ଭ ସଙ୍ଗ ରେ ରହିପାରିବି ନାହିଁ, ଯେଉଁଗକ୍ସ୍ଟଡିକ ଧ୍ବଂସ କରିବା ପାଇଁ ମୁ ନିର୍ଦ୍ଦେଶ ଦଇେଥିଲି।

ଯିହୋଶୂୟ 11:1

ହାତସୋର ରାଜା ୟାବୀନ ଏହିକଥା ଶୁଣିଲେ। ତେଣୁ ସେ ମନସ୍ତ କଲେ, କେତକେ ରାଜାମାନଙ୍କର ସୈନ୍ଯବାହୀନିକକ୍ସ୍ଟ ଏକତ୍ର କରିବେ। ସେ ମାଦୋନର ରାଜା ୟୋବବ, ଶିମ୍ରୋଣର ରାଜା ଓ ଅକ୍ଷଫର ରାଜାଙ୍କକ୍ସ୍ଟ ବାର୍ତ୍ତା ପଠାଇଲେ।

ଯିହୋଶୂୟ 14:12

ତେଣୁ ମାେତେ ବର୍ତ୍ତମାନ ସହେି ପର୍ବତମଯ ଦେଶ ଦିଅ, ମାେତେ ଯାହାକି ସଦାପ୍ରଭୁ ବହକ୍ସ୍ଟଦିନ ପୂର୍ବରକ୍ସ୍ଟ ପ୍ରତିଜ୍ଞା କରିଥିଲେ। ସହେି ସମୟରେ ତୁମ୍ଭେ ସହେି ଲଢକ୍ସ୍ଟଆ ଅନାକୀଯମାନଙ୍କ ବିଷଯ ରେ ଶକ୍ସ୍ଟଣିଥିବ, ଯେଉଁମାନେ କି ସଠାେରେ ବାସ କରୁଥିଲେ। ଏବଂ ସମାନଙ୍କେର ନଗର ଗକ୍ସ୍ଟଡିକ ବହକ୍ସ୍ଟତ ବଡ ଥିଲା ଓ ସବୁ ଦିଗରକ୍ସ୍ଟ ସକ୍ସ୍ଟରକ୍ଷିତ ଥିଲା। କିନ୍ତୁ ବର୍ତ୍ତମାନ ସଦାପ୍ରଭୁ ମାେତେ ମାେ ସହିତ ଥାଇ ପାରନ୍ତି। ଏବଂ ମୁ ବର୍ତ୍ତମାନ ସହେି ଭୂମିକକ୍ସ୍ଟ ସଦାପ୍ରଭୁଙ୍କ ବାକ୍ଯ ଅନକ୍ସ୍ଟସା ରେ ନବେି।

ଯିହୋଶୂୟ 17:16

ଯୋଷେଫ୍ର ଲୋକମାନେ କହିଲେ, ଏହା ସତ୍ଯ ଯେ ଇଫ୍ରଯିମର ପର୍ବତମଯ ଦେଶ ଆମ୍ଭ ପାଇଁ ୟଥେଷ୍ଟ ନକ୍ସ୍ଟ ହେଁ। କିନ୍ତୁ ସଠାେରେ କିଣାନୀଯ ଲୋକମାନେ ଯେଉଁମାନେ ଉପତ୍ୟକା ଅଞ୍ଚଳ ରେ ଅଧିକ ଶକ୍ତିଶାଳୀ ଭାବରେ ବାସ କରୁଛନ୍ତି। ସମାନଙ୍କେର ଲକ୍ସ୍ଟହାର ରଥ ଅଛି। ଏବଂ ସମାନେେ ୟିଷ୍ରିଯଲେ ଉପତ୍ୟକା ତାଙ୍କ ଅଧିନ ରେ ଅଛି। ବୈଥ୍ଶାନି ଏବଂ ତା'ର ଉପସହର ଗକ୍ସ୍ଟଡିକ ସହେି ଅଞ୍ଚଳର ଅଟେ।

ବିଚାରକର୍ତାମାନଙ୍କ ବିବରଣ 1:2

ସଦାପ୍ରଭୁ ଇଶ୍ରାୟେଲୀୟଙ୍କୁ କହିଲେ, ସର୍ବପ୍ରଥମେ ୟିହକ୍ସ୍ଟଦାର ପରିବାରବର୍ଗ ୟିବ। ମୁ ସମାନଙ୍କେୁ ସହେି ଭୂମି ଦବୋକକ୍ସ୍ଟ ଅନକ୍ସ୍ଟମତି ଦବେି।

ବିଚାରକର୍ତାମାନଙ୍କ ବିବରଣ 1:27

କିଣାନୀଯ ବୈଥିସାନର ସହରଗକ୍ସ୍ଟଡିକରେ, ତାନକ, ଦୋରା, ୟିବ୍ଲଯିମ, ମମିଦ୍ଦୋ ଏବଂ ସମାନଙ୍କେ ଚତକ୍ସ୍ଟଃପାଶର୍‌ବ ରେ ଅଧିକ େଛାଟ ସହରମାନଙ୍କ ରେ ବସବାସ କରୁଥିଲେ। ମନଃଶି ପରିବାରବର୍ଗର ଲୋକମାନେ ସହେି ସହରରକ୍ସ୍ଟ ସହେି ଲୋକମାନଙ୍କୁ ତଡିବାକକ୍ସ୍ଟ ସକ୍ଷମ ହେଲେ ନାହିଁ। ତେଣୁ ସଠାେରେ କିଣାନୀଯମାନେ ବାସ କଲେ।

ବିଚାରକର୍ତାମାନଙ୍କ ବିବରଣ 4:3

ସୀଷରା 900 ଲୌହ ନିର୍ମିତ ରଥ ଥିଲା ଏବଂ ସେ ଇଶ୍ରାୟେଲର ଲୋକମାନେ ପ୍ରତି କୋଡିଏ ବର୍ଷ ଧରି ଶୋଷଣ କଲେ ଏବଂ ଅତ୍ଯାଗ୍ଭର କଲେ। ତେଣୁ ଇଶ୍ରାୟେଲର ଲୋକମାନେ ସମାନଙ୍କେ ସାହାୟ୍ଯ କରିବା ପାଇଁ ସଦାପ୍ରଭୁଙ୍କ ନିକଟରେ କ୍ରନ୍ଦନ କଲେ।

ବିଚାରକର୍ତାମାନଙ୍କ ବିବରଣ 6:12

ସଦାପ୍ରଭୁଙ୍କର ଦୂତ ତାଙ୍କ ଆଗ ରେ ଦର୍ଶନ ଦେଲେ ଓ କହିଲେ, ହେ ମହାବିକ୍ରମଶାଳି ଲୋକ ସଦାପ୍ରଭୁ ତକ୍ସ୍ଟମ୍ଭ ସଙ୍ଗେ ଅଛନ୍ତି।

ପ୍ରଥମ ଶାମୁୟେଲ 18:5

ଶାଉଲ ଦାଉଦଙ୍କକ୍ସ୍ଟ ବହକ୍ସ୍ଟତ ୟକ୍ସ୍ଟଦ୍ଧକକ୍ସ୍ଟ ପଠାଇଲେ ଓ ସେ କୃତକାର୍ୟ୍ଯ ହେଲ। ଏଣୁ ଶାଉଲ ତାଙ୍କୁ ଯୋଦ୍ଧାମାନଙ୍କ ଉପରେ ନିୟକ୍ସ୍ଟକ୍ତ କଲେ ଓ ଏହା ଶାଉଲଙ୍କର ଅଧିକାରୀମାନଙ୍କ ସମତେ ସମସ୍ତଙ୍କକ୍ସ୍ଟ ଖକ୍ସ୍ଟସି କଲା।

ପ୍ରଥମ ଶାମୁୟେଲ 18:12

ପକ୍ସ୍ଟଣି ଶାଉଲ ଦାଉଦଙ୍କକ୍ସ୍ଟ ଭୟ କଲେ କାରଣ ସଦାପ୍ରଭୁ ତାଙ୍କ ସଙ୍ଗ ରେ ଥିଲେ ଓ ଶାଉଲଙ୍କକ୍ସ୍ଟ ତ୍ଯାଗ କଲେ।

ପ୍ରଥମ ଶାମୁୟେଲ 18:14

ସଦାପ୍ରଭୁ ଦାଉଦଙ୍କ ସହିତ ଥିଲେ। ତେଣୁ ଦାଉଦ ପ୍ରେତ୍ୟକକ କ୍ଷେତ୍ର ରେ ବିଜଯୀ ହେଲେ।

ଦିତୀୟ ଶାମୁୟେଲ 5:10

ଆଉ ସର୍ବଶକ୍ତିମାନ ସଦାପ୍ରଭୁ ଦାଉଦଙ୍କର ସହାୟ ହବୋରକ୍ସ୍ଟ ଦାଉଦ ଆହକ୍ସ୍ଟରି ଅଧିକରୁ ଅଧିକ ଶକ୍ତିଶାଳୀ ହେଲେ।

ଦିତୀୟ ରାଜାବଳୀ 18:7

ପୁଣି ସଦାପ୍ରଭୁ ତାଙ୍କର ସହବର୍ତ୍ତୀ ହେଲେ ସେ ଯେ କୌଣସି କାର୍ୟ୍ଯ କଲେ ସବୁ ରେ କୃତକାର୍ୟ୍ଯ ହେଲେ।

ଗୀତସଂହିତା 46:7

ସୈନ୍ଯାଧିପତି ସଦାପ୍ରଭୁ ଆମ୍ଭ ସହିତ ଅଛନ୍ତି। ୟାକୁବର ପରମେଶ୍ବର ଆମ୍ଭ ସମସ୍ତଙ୍କର ନିରାପଦର ସ୍ଥାନ ଅଟନ୍ତି।

ଗୀତସଂହିତା 46:9

ସଦାପ୍ରଭୁ ଏ ପୃଥିବୀର ୟେକୌଣସି ସ୍ଥାନରେ ଚାହିଁଲେ ୟୁଦ୍ଧ ବନ୍ଦ କରିପାରିବେ। ୟଦି ସେ ଚା ହେଁ ସୈନିକର ଧନୁକୁ ଭାଙ୍ଗି ପାରିବେ, ସେ ବର୍ଚ୍ଛାକୁ ଖଣ୍ଡ ଖଣ୍ଡ କରିପାରିବେ, ସେ ଢ଼ାଲକୁ ପୋଡ଼ି ଦଇପୋରିବେ।

ଗୀତସଂହିତା 46:11

ସହେି ସୈନ୍ଯାଧିପତି ସଦାପ୍ରଭୁ ଆମ୍ଭ ସହିତ ଅଛନ୍ତି। ୟାକୁବର ପରମେଶ୍ବର ଆମ୍ଭ ସମସ୍ତଙ୍କ ନିରାପଦ ଆଶ୍ରଯ ସ୍ଥଳ।

ଗୀତସଂହିତା 60:12

ପରମେଶ୍ବର ହିଁ ଆମ୍ଭକୁ ଶକ୍ତିଶାଳୀ କରିପାରିବେ। କବଳେ ସେ ଆମ୍ଭର ଶତ୍ରୁମାନଙ୍କୁ ପଦଦଳନ କରିପାରିବେ।

ଉପଦେଶକ 9:11

ମୁଁ ଫରେି ସୂର୍ୟ୍ଯ ତଳେ କିଛି ଥିବାର ଦେଖିଲି, ଏହି ବାଜି କ୍ଷିପ୍ରଧାବକମାନଙ୍କ ପାଇଁ ନୁହେଁ, ବଳଶାଳୀମାନଙ୍କ ପାଇଁ ୟୁଦ୍ଧର ବିଜଯ କିଅବା ଜ୍ଞାନୀମାନଙ୍କ ପାଇଁ ଖାଦ୍ୟ ଅଥବା ଧନ ବୁଦ୍ଧିମାନ ପାଇଁ।ଶିକ୍ଷିତମାନଙ୍କ ପାଇଁ ଅନୁକମ୍ପା ନାହିଁ। କିନ୍ତୁ ଏଇସବୁ ପରିସ୍ଥିତି ସମୟ ଓ ସୁଯୋଗ ଦ୍ବାରା ପ୍ରଭାବିତ ହୁଏ।

ଯିଶାଇୟ 7:14

ମାତ୍ରସମାର ପ୍ରଭୁ ପରଲମଶ୍ବର ଏକ ଚିହ୍ନସଦଖାଇଲବ।

ଯିଶାଇୟ 8:10

ତୁମ୍ଭମାନେେ ୟୁଦ୍ଧ ପାଇଁ ଯେତେ ମନ୍ତ୍ରଣା କଲେ ମଧ୍ଯ ତୁମ୍ଭମାନଙ୍କର ମନ୍ତ୍ରଣା ସଫଳ ହବେ ନାହିଁ। ତୁମ୍ଭର ସୈନ୍ଯମାନଙ୍କ ପ୍ରତି ଆଦେଶ ନିଷ୍ଫଳ ହବେ। କାହିଁକି ଏହା ଘଟିବ। କାରଣ ପରମେଶ୍ବର ଆମ୍ଭମାନଙ୍କ ସହିତ ଅଛନ୍ତି।

ଯିଶାଇୟ 41:10

ତୁମ୍ଭେ ଭୟ କର ନାହିଁ, କାରଣ ଆମ୍ଭେ ତୁମ୍ଭ ସଙ୍ଗ ରେ ଅଛୁ। ନିରାଶ ହୁଅ ନାହିଁ କାରଣ ଆମ୍ଭେ ତୁମ୍ଭର ପରମେଶ୍ବର। ଆମ୍ଭେ ତୁମ୍ଭକୁ ସବଳ କରିବା, ଆମ୍ଭେ ତୁମ୍ଭକୁ ସାହାୟ୍ଯ କରିବା। ପୁଣି ଆମ୍ଭେ ଆପଣା ଧର୍ମସ୍ବରୂପ ଦକ୍ଷିଣ ହସ୍ତ ରେ ତୁମ୍ଭକୁ ଧରି ରଖିବା।

ଯିଶାଇୟ 41:14

ହେ କୀଟରୂପୀ ଯାକୁବ ଓ ହେ ଇଶ୍ରାୟେଲୀୟ ନରଗଣ, ଭୟ କର ନାହିଁ। ସଦାପ୍ରଭୁ କୁହନ୍ତି, ଆମ୍ଭେ ତୁମ୍ଭକୁ ସାହାୟ୍ଯ କରିବା ଓ ଇଶ୍ରାୟେଲର ଧର୍ମସ୍ବରୂପ ତୁମ୍ଭର ମୁକ୍ତିଦାତା ଅଟନ୍ତି।

ମାଥିଉଲିଖିତ ସୁସମାଚାର 1:23

ଜଣେ କୁମାରୀ କନ୍ଯା ଗର୍ଭବତୀ ହାଇେ ପୁତ୍ର ସନ୍ତାନଟିଏ ଜନ୍ମ ଦବେ। ଲୋକେ ତାହାଙ୍କ ନାମ ଇମ୍ମାନୁଯଲେ ଦବେେ। (ଇମ୍ମାନୁଯଲରେ ଅର୍ଥ, ପରମେଶ୍ବର ଆମ୍ଭ ସହିତ ଅଛନ୍ତି।)

ମାଥିଉଲିଖିତ ସୁସମାଚାର 14:30

ପିତର ଯୀଶୁଙ୍କ ଆଡକୁ ପାଣି ଉପରେ ଚାଲିକରି ଯାଉଥିବା ସମୟରେ ଜୋର୍ ରେ ପବନ ବହୁଥିଲା। ଢେଉ ଉଠୁଥିଲା। ଏହା ଦେଖି ପିତର ଭୟ କଲେ। ସେ ବୁଡି ୟିବାକୁ ଲାଗିଲେ। ସେ ପାଟି କରି ଡାକିଲେ, ପ୍ରଭୁ, ମାେତେ ରକ୍ଷା କର।

ମାଥିଉଲିଖିତ ସୁସମାଚାର 17:19

ତା'ପରେ ଯୀଶୁଙ୍କ ଶିଷ୍ଯମାନେ ତାହାଙ୍କୁ ନିରୋଳା ରେ ଭଟେି ପଚାରିଲେ, ଆମ୍ଭମାନେେ ଭୂତକୁ ତଡ଼ିଦବୋକୁ କାହିଁକି ସକ୍ଷମ ହାଇେ ପାରିଲୁ ନାହିଁ?

ରୋମୀୟଙ୍କ ପ୍ରତି ପତ୍ର 8:31

ସେଥିପାଇଁ ଆମ୍ଭେ ଏହି ବିଷୟ ରେ କ'ଣ କହିବା? ଯଦି ପରମେଶ୍ବର ଆମ୍ଭ ସହିତ ଅଛନ୍ତି, ତାହାହେଲେ କୌଣସି ଲୋକ ଆମ୍ଭକୁ ପରାଜିତ କରି ପାରିବ ନାହିଁ।

ଫିଲି‌ପ୍‌ପୀୟଙ୍କ ପ୍ରତି ପତ୍ର 4:13

ଖ୍ରୀଷ୍ଟଙ୍କଠାରୁ ମାେତେ ଶକ୍ତି, ପ୍ରଦତ୍ତ ହାଇେଥିବାରୁ, ତାଙ୍କ ମାଧ୍ଯମ ରେ ମୁଁ ସବୁକିଛି କରିବାକୁ ସକ୍ଷମ।

Interlinear

Choose Theme