Home Bibles ବିଚାରକର୍ତାମାନଙ୍କ ବିବରଣ 1:31 · ଓଡ଼ିଆ ବାଇବେଲ
ବିଚାରକର୍ତାମାନଙ୍କ ବିବରଣ 1:31 · ଓଡ଼ିଆ ବାଇବେଲ

ଆଶରେ ପରିବାରବର୍ଗମାନଙ୍କ ସହିତ ଠିକ୍, ତାହା ହିଁ ଘିଟିଲା। ଆଶରେ ପରିବାରବର୍ଗର ଲୋକମାନେ ଯେଉଁମାନେ ସମାନଙ୍କେ ସହିତ ଅକ୍କୋନିବାସୀ, ସୀଦୋନ୍ ଅହଲବ୍ ଅକଷୀବ ହିଲବା, ଅଫିକ୍ ଓ ରହୋବରକ୍ସ୍ଟ ବସବାସ କରୁଥିଲେ, ସହେି ଲୋକମାନଙ୍କୁ ବିତାଡିତ କଲନୋହିଁ।

Cross references

ଯିହୋଶୂୟ 19:24

ଏହି ଭୂମିର ପଞ୍ଚମ ଅଂଶ ଆଶରେ ପରିବାରବର୍ଗମାନେ ପାଇଲେ। ସହେି ପରିବାରବର୍ଗର ପ୍ରେତ୍ୟକକ ପରିବାର ସହେି ଭୂମିର ଏକ ଅଂଶ ପାଇଲେ।

ଯିହୋଶୂୟ 19:28

ଏହାର ସୀମା ଇବ୍ରୋଣ,ରହୋବ୍ ହମ୍ମୋନ୍, କାନ୍ନା ଓ ସଦୂର ସହାସୀଦୋନ୍ ପର୍ୟ୍ଯନ୍ତ ଲାଗିଥିଲା।

ଯିହୋଶୂୟ 19:29

ଏହାପରେ ଏହାର ସୀମା ଦକ୍ଷିଣ ରେ ରାମା ଓ ସୋର ନାମକ ଏକ ପ୍ରାଚୀରବେଷ୍ଟିତ ନଗରକକ୍ସ୍ଟ ଲାଗିଥିଲା। ଏହିଠାରକ୍ସ୍ଟ ସେ ସୀମା ହୋଷାକକ୍ସ୍ଟ ଲାଗିଥିଲା। ଏହାର ସୀମା ଅକଷୀବ୍ ନିକଟସ୍ଥ ସମକ୍ସ୍ଟଦ୍ର ପର୍ୟ୍ଯନ୍ତ ଥିଲା।

ଯିହୋଶୂୟ 19:30

ଉମ୍ମା, ଅଫେକ୍ ଓ ରହୋବ

ଦିତୀୟ ଶାମୁୟେଲ 24:6

ତା'ପରେ ସମାନେେ ପୂର୍ବ ରେ ଥିବା ଗିଲିଯଦ୍କକ୍ସ୍ଟ ଓ ତହତୀମ୍ ହଦ୍ଶି ଦେଶକକ୍ସ୍ଟ ଗଲେ। ତା'ପରେ ସମାନେେ ବକ୍ସ୍ଟଲି ସୀଦୋନକକ୍ସ୍ଟ ଆସିଲେ।

ପ୍ରଥମ ରାଜାବଳୀ 16:31

ନବାଟଙ୍କ ପୁତ୍ର ୟାରବିଯାମଙ୍କ ପରି ପାପ କରିବା ତାଙ୍କ ପାଇଁ ୟଥେଷ୍ଟ ନଥିଲା। ସେ ସୀଦୋନର ରାଜା ଇତ୍ବାଲଙ୍କର କନ୍ଯା ଈଷବଲକେୁ ବିବାହ କଲେ ଓ ସୀଦୋନର ବାଲ ଦବେତାଙ୍କୁ ପୂଜା କରିବାକୁ ଓ ସବୋ କରିବାକୁ ଆରମ୍ଭ କଲେ।

Interlinear

Choose Theme