ମାେତେ କକ୍ସ୍ଟହ, ତୁମ୍ଭେ କ'ଣ ମାୟୋବ ରାଜା ସିପ୍ପୋରର ପକ୍ସ୍ଟତ୍ର ବାଲାକଠାରକ୍ସ୍ଟ କିଛି କ'ଣ ଅଧିକ? ସେ କ'ଣ କବେେ ଇଶ୍ରାୟେଲ ବିରକ୍ସ୍ଟଦ୍ଧ ରେ ୟକ୍ସ୍ଟଦ୍ଧ କରିଥିଲେ? ସେ କ'ଣ କବେେ ଇଶ୍ମାଯଲେ ସହିତ ୟକ୍ସ୍ଟଦ୍ଧ କରିଥିଲେ?
Cross references
ଇଶ୍ରାୟେଲ ଇ ମାରେୀଯମାନଙ୍କ ପ୍ରତି ଯାହା ଯାହା କରିଥିଲେ, ତାହା ସିପ୍ପୋରର ପୁତ୍ର ବାଲାକ୍ ଦେଖିଲେ।
ଅେମ୍ମାନୀୟ କି ମାୟୋବୀଯ ଲୋକ ଏବଂ ତାଙ୍କର ଦଶ ପୁରୁଷ ପର୍ୟ୍ଯନ୍ତ ମଧ୍ଯ ସଦାପ୍ରଭୁଙ୍କ ଧାର୍ମିକ ସମାଜ ରେ ପ୍ରବେଶ କରିପାରିବ ନାହିଁ।
ଏହାପରେ ସିପ୍ପୋରର ପକ୍ସ୍ଟତ୍ର ବାଲାକ୍ ଯେ କି ମାୟୋବର ରାଜା ଥିଲା ସେ ପ୍ରସ୍ତକ୍ସ୍ଟତ ହେଲା। ଇଶ୍ରାୟେଲଙ୍କ ବିରକ୍ସ୍ଟଦ୍ଧ ରେ ୟକ୍ସ୍ଟଦ୍ଧ କରିବା ପାଇଁ ତାଙ୍କର ରାଜା ବିଯୋର ପକ୍ସ୍ଟତ୍ର ବିଲିଯମକକ୍ସ୍ଟ ପଠାଇଲେ। ସେ ତୁମ୍ଭମାନଙ୍କୁ ଶାପ ଦବୋ ପାଇଁ ବିଲିଯମକକ୍ସ୍ଟ ପଠାଇଲେ।
ହେ ଆମ୍ଭର ଲୋକମାନେ, ମାୟୋବର ରାଜା ବାଲାକ୍ କିପ୍ରକାର ମନ୍ଦ ଯୋଜନା କରିଥିଲେ, ସ୍ମରଣ କର। ଆଉ ବିଯୋରର ପୁତ୍ର ବିଲିଯମ୍ ତାଙ୍କୁ କି ଉତ୍ତର ଦଇେଥିଲେ, ତାକୁ ସ୍ମରଣ କର। ଶିଟୀମ୍ଠାରୁ ଗିଲ୍ଗଲ୍ ପର୍ୟ୍ଯନ୍ତ ଯାହାସବୁ ଘଟିୟାଇଛି, ତାକୁ ମଧ୍ଯ ମନେ ପକାଅ। ତାହା ହେଲେ ସଦାପ୍ରଭୁଙ୍କର ନ୍ଯାଯ କର୍ମ ବିଷଯ ରେ ତୁମ୍ଭମାନେେ ଜାଣି ପାରିବ।