ବିଚାରକର୍ତାମାନଙ୍କ ବିବରଣ 11:37 · ଓଡ଼ିଆ ବାଇବେଲ
ସେ ଆହକ୍ସ୍ଟରି ତାଙ୍କ ପିତାଙ୍କୁ କହିଲା, କିନ୍ତୁ ପ୍ରଥମେ ମାେ ପାଇଁ ଏହିପରି କର। ମାେତେ ପ୍ରଥମେ ଦକ୍ସ୍ଟଇମାସ ଏକକ୍ସ୍ଟଟିଆ ରହିବାକକ୍ସ୍ଟ ଦିଅ। ତହିଁରେ ମୁ ମାରେ ସାଙ୍ଗମାନଙ୍କ ସଙ୍ଗ ରେ ପର୍ବତମଯ ସ୍ଥାନକକ୍ସ୍ଟ ୟାଇ ନିଜର କକ୍ସ୍ଟମାରିତ୍ବ ବିଷଯ ରେ ବିଳାପ କରିବି।
Cross references
ପ୍ରଥମ ଶାମୁୟେଲ 1:6
ସଦାପ୍ରଭୁ ହାନ୍ନା କୋଳ ରେ କୌଣସି ସନ୍ତାନ ଦଇେ ନଥିଲେ, ତେଣୁ ପନିନ୍ନା ତାକକ୍ସ୍ଟ ଦକ୍ସ୍ଟଃଖିତ କରୁଥିଲା ଏବଂ ତାକକ୍ସ୍ଟ ବିରକ୍ତି କରୁଥିଲା।
ଲୂକଲିଖିତ ସୁସମାଚାର 1:25
ଦେଖ, ଶଷେ ରେ ପରମେଶ୍ବର ମାେତେ ସାହାୟ୍ଯ କରିଛନ୍ତି। ଲୋକମାନଙ୍କ ମଧିଅରେ ମାରେ ଲଜ୍ଜା ନିବାରଣ କରିବା ପାଇଁ ପ୍ରଭୁ ମାେ' ପ୍ରତି ସଦୟ ହାଇେଛନ୍ତି।