ୟିଲ୍ଗହ ଗିଲିଯଦର ପ୍ରାଚୀନ ନତେୃବର୍ଗମାନଙ୍କୁ କହିଲେ, ତୁମ୍ଭମାନେେ ମାେତେ ବଳପୂର୍ବକ ମାରେ ପିତୃଗୃହରକ୍ସ୍ଟ ତଡି ଦଇେଥିଲ। ତକ୍ସ୍ଟମେ ମାେତେ ଘୃଣା କର। ଯେତବେେଳେ ତୁମ୍ଭର ଅସକ୍ସ୍ଟବିଧା ହକ୍ସ୍ଟଏ, ତବେେ କାହିଁକି ତୁମ୍ଭେ ଏବେ ମାେ ପାଖକକ୍ସ୍ଟ ଆସିଛ?
Cross references
ଇସ୍ହାକ ପଚାରିଲେ, ମାେତେ ଦେଖିବାକୁ କାହିଁକି ଆସିଛ? ପୂର୍ବରୁ ମାେ ସହିତ ବନ୍ଧୁତା ରଖି ନଥିଲେ। ଏପରିକି ତୁମ୍ଭେ ମାେତେ ତୁମ୍ଭ ଦେଶରୁ ଜାରେ କରି ବିଦା କରିଥିଲ।
ଆସ ଏହିସବୁ ବଣିକମାନଙ୍କୁ ଆମ୍ଭେ ବିକ୍ରୀ କରିଦବୋ। ଯାହା ହେଉ ସେ ଆମ୍ଭର ଭାଇ, ଆମ୍ଭର ନିଜର ରକ୍ତ ମାଂସ। ତା'ର ଭାଇମାନେ ଏହି ରେ ରାଜି ହାଇଗେଲେ।
ତେଣୁ ଯୋଷଫେ ତାଙ୍କର ଭାଇମାନଙ୍କୁ କହିଲେ, ମାେ ନିକଟକୁ ଆସ, ମୁଁ ନିବଦନେ କରିଛି ମାେ ନିକଟକୁ ଆସ। ତେଣୁ ତାଙ୍କର ଭାଇ ତାଙ୍କୁ ନିକଟକୁ ଗଲେ। ତେଣୁ ଯୋଷଫେ ସମାନଙ୍କେୁ କହିଲେ, ମୁଁ ତୁମ୍ଭର ଭାଇ ଯୋଷଫେ, ମୁଁ ହେଉଛି ସହେି ଭାଇ ଯାହାକୁ ତୁମ୍ଭମାନେେ ବିକ୍ରି କଲ କ୍ରତଦାସ ପରି କ୍ ରତାମାନଙ୍କେୁ, ଯେଉଁମାନେ ସମାନଙ୍କେର ମିଶରୀଯ ରାସ୍ତା ରେ ଥିଲେ।
ବନ୍ଧୁ ସର୍ବଦା ପ୍ ରମେ କରେ। ଏବଂ ଭାଇ ଦୁର୍ଦ୍ଦଶା ସମୟରେ ସର୍ବଦା ଥାଏ।
ଯେଉଁମାନେ ତୁମ୍ଭକୁ କଷ୍ଟ ଦଇେଥିଲେ ସମାନଙ୍କେର ସନ୍ତାନଗଣ ତୁମ୍ଭ ନିକଟକୁ ଆସି ନତ ହବେେ ଓ ଯେଉଁମାନେ ତୁମ୍ଭକୁ ତୁଚ୍ଛ କରିଥିଲେ, ସମାନେେ ସମସ୍ତେ ତୁମ୍ଭ ପଦତଳେ ପ୍ରଣାମ କରିବେ। ଆଉ ସମାନେେ ତୁମ୍ଭକୁ ସଦାପ୍ରଭୁଙ୍କର ନଗରୀ ଇଶ୍ରାୟେଲର ଧର୍ମସ୍ବରୂପଙ୍କର ସିୟୋନ ବୋଲି ସମ୍ ବୋଧନ କରିବେ।'
ସହେି ପୂର୍ବପୁରୁଷମାନେ ଯୋଷଫଙ୍କେର ପ୍ରତି ଈର୍ଷା କରି ତାହାଙ୍କୁ ମିଶର ଦେଶର ଜଣେ ଦାସ ଭାବରେ ବୁକ୍ରୀ କରି ଦେଲେ। କିନ୍ତୁ ପରମେଶ୍ବର ଯୋଷଫଙ୍କେ ସହିତ ଥିଲେ।
ଶୁଣ ! ତୁମ୍ଭ ମଧିଅରେ ଶୟତାନର ଗୋଟିଏ ଦଳ ଅଛି। ସମାନେେ ନିଜକୁ ଯିହୂଦୀ ବୋଲି କହନ୍ତି, କିନ୍ତୁ ପ୍ରକୃତ ରେ ସମାନେେ ମିଥ୍ଯାବାଦୀ। ସମାନେେ ବାସ୍ତବ ରେ ୟିହୁଦୀ ନୁହଁନ୍ତି। ମୁଁ ସେ ଲୋକମାନଙ୍କୁ ତୁମ୍ଭ ସମ୍ମୁଖକୁ ଆଣିବି ଓ ତୁମ୍ଭ ପାଦ ତଳେ ସମାନଙ୍କେର ମୁଣ୍ଡ ନୁଆଁଇବି। ତବେେ ସମାନେେ ଜାଣିବେ ଯେ, ମୁଁ ତୁମ୍ଭକୁ ପ୍ ରମେ କରିଛି।