Home Bibles ବିଚାରକର୍ତାମାନଙ୍କ ବିବରଣ 12:5 · ଓଡ଼ିଆ ବାଇବେଲ
ବିଚାରକର୍ତାମାନଙ୍କ ବିବରଣ 12:5 · ଓଡ଼ିଆ ବାଇବେଲ

ଗିଲିଯଦର ଲୋକମାନେ ୟର୍ଦ୍ଦନ ନଦୀ ନିକଟସ୍ଥ ସ୍ଥାନକକ୍ସ୍ଟ ନିଜ କବଳକକ୍ସ୍ଟ ନଇଗେଲେ। ଯେଉଁଠା ରେ ଲୋକମାନେ ୟର୍ଦ୍ଦନ ପାର ହକ୍ସ୍ଟଅନ୍

Cross references

ଯିହୋଶୂୟ 2:7

ତେଣୁ ସହେି ଲୋକମାନେ ଗକ୍ସ୍ଟଲ୍ଗଚର ପଛ ରେ ଗୋଡ଼ାଇ ଗୋଡ଼ାଇ ୟର୍ଦ୍ଦନ ବାଟରେ ଘାଟ ପର୍ୟ୍ଯନ୍ତ ଧାଇଁଲେ। ପକ୍ସ୍ଟଣି ଗକ୍ସ୍ଟଲ୍ଗଚରମାନଙ୍କୁ ଗୋଡ଼ାଇବା ଲୋକେ ବାହାରି ୟିବା କ୍ଷଣେ ନଗରବାସୀଗଣ ନଗରଦ୍ବାର ବନ୍ଦ କଲେ

ଯିହୋଶୂୟ 22:11

କିନ୍ତୁ ଇଶ୍ରାୟେଲର ଅବଶିଷ୍ଟ ଲୋକ ଯେଉଁମାନେ କି ତଥାପି ଶିଲୋ ରେ ରହିଥିଲେ। ସମାନେେ ସେ ୟଜ୍ଞବଦେୀ କଥା ଶୁଣିବାକୁ ପାଇଲେ ଯେ, ଏହି ବଂଶଧରମାନେ ତାକକ୍ସ୍ଟ ନିର୍ମାଣ କରିଛନ୍ତି ବୋଲି। ସମାନେେ ମଧ୍ଯ ଏହି ୟଜ୍ଞବଦେୀଟି କିଣାନୀଯ ଦେଶର ସୀମା ଅନ୍ତର୍ଗତ ଗିଲିଯଦଠା ରେ କରାୟାଇଛି, ଶୁଣିବାକୁ ପାଇଲେ। ଏହା ୟର୍ଦ୍ଦନ ପାଖସ୍ଥ ଇଶ୍ରାୟେଲ ସନ୍ତାନଗଣଙ୍କ ଅଧିକୃତ ପାଶର୍‌ବ ରେ ଥିଲା।

ବିଚାରକର୍ତାମାନଙ୍କ ବିବରଣ 3:28

ଏହୂଦ୍ ଇଶ୍ରାୟେଲ ସନ୍ତାନଗଣଙ୍କକ୍ସ୍ଟ କହିଲେ, ମାେତେ ଅନକ୍ସ୍ଟସରଣ କର, ଯେପରି ସଦାପ୍ରଭୁ ତୁମ୍ଭମାନଙ୍କ ଶତୃ ମାଯାେବୀଯ ଲୋକମାନଙ୍କୁ, ତକ୍ସ୍ଟମ୍ଭ ହସ୍ତ ରେ ସମର୍ପଣ କରିଅଛନ୍ତି।

ବିଚାରକର୍ତାମାନଙ୍କ ବିବରଣ 7:24

ଏହାପରେ ଗିଦ୍ଦିୟୋନ ପର୍ବତମଯ ଦେଶ ଇଫ୍ରଯିମକକ୍ସ୍ଟ ଦୂତମାନଙ୍କୁ ପଠାଇଲେ। ଦୂତଗଣ କହିଲେ, ଓହ୍ଲାଇ ଆସ ଏବଂ ମିଦିଯନୀମାନଙ୍କ ସୈନ୍ଯଗଣକକ୍ସ୍ଟ ଆକ୍ରମଣ କର। ୟର୍ଦ୍ଦନ ନଦୀ ଓ ବୈଥ୍-ବାରା ପର୍ୟ୍ଯନ୍ତ ନିଜ ନିଯନ୍ତ୍ରଣକକ୍ସ୍ଟ ଆଣ। ମିଦିଯନୀଯମାନେ ସଠାେରେ ପହଞ୍ଚିବା ପୂର୍ବରକ୍ସ୍ଟ ଏପରି କର।

ବିଚାରକର୍ତାମାନଙ୍କ ବିବରଣ 17:7

ସଠାେରେ ଜମେ ଲବେୀୟ ୟକ୍ସ୍ଟବକ ୟିହକ୍ସ୍ଟଦାର ବୈଥଲହମରେ ଥିଲା। ସେ ୟିହକ୍ସ୍ଟଦାର ପରିବାରବର୍ଗ ରେ ବାସ କରି ଆସକ୍ସ୍ଟଥିଲା।

ପ୍ରଥମ ଶାମୁୟେଲ 1:1

ଇଫ୍ରଯିମର ପର୍ବତମଯ ଦେଶର ରାମାଠା ରେ ଜଣେ ଲୋକ ବାସ କରୁଥିଲେ, ଯାହାର ନାମ ଥିଲା ଇଲ୍କାନା। ଇଲ୍କାନା ସୂଫ ପରିବାରବର୍ଗର ଥିଲେ। ଇଲ୍କାନା ୟିରୋହମର ପକ୍ସ୍ଟତ୍ର, ଥିଲା ୟିଏ ଇଲୀହର ପକ୍ସ୍ଟତ୍ର ଥିଲା, ୟିଏ ତୋହର ପକ୍ସ୍ଟତ୍ର ଥିଲା, ୟିଏ ସୂଫର ପକ୍ସ୍ଟତ୍ର ଥିଲା ଓ ଏମାନେ ଇଫ୍ରଯିମ ପରିବାରବର୍ଗର ଥିଲେ।

ପ୍ରଥମ ରାଜାବଳୀ 11:26

ତା'ପରେ ଶଲୋମନଙ୍କର ଦାସ ୟାରବିଯାମ ମଧ୍ଯ ରାଜାଙ୍କର ବିପକ୍ଷ ରେ ବିଦ୍ରୋହ କଲେ। ସେ ସ ରଦୋ ନଗର ନିବାସୀ ଇଫ୍ରଯିମଙ୍କ ପରିବାରବର୍ଗ ଥିଲେ। ତାଙ୍କର ମାତାଙ୍କର ନାମ ସରୁଯା, ସେ ଜଣେ ବିଧବା ଥିଲେ।

Interlinear

Choose Theme