ଇବସନ୍ଙ୍କର ତିରିଶଟି ପକ୍ସ୍ଟତ୍ର ଓ ତିରିଶଟି କନ୍ଯା ଥିଲେ। ସେ ତାଙ୍କର ତିରିଶ କନ୍ଯାକକ୍ସ୍ଟ ସହେି ଲୋକମାନଙ୍କ ସହିତ ବିବାହ ଦେଲେ, ଯେଉଁମାନେ ତାଙ୍କର ସଐର୍କୀଯ ନଥିଲେ। ସେ ତିରିଶଟି କନ୍ଯାକକ୍ସ୍ଟ ମନୋନୀତ କଲେ, ତାଙ୍କର ପକ୍ସ୍ଟତ୍ରମାନଙ୍କ ସହିତ ବିବାହ କରିବା ପାଇଁ, ଯେଉଁମାନେ ତାଙ୍କ ସଐର୍କୀଯ ନଥିଲେ। ଇବସନ୍ ସାତବର୍ଷ ଧରି ଇଶ୍ରାୟେଲର ବିଗ୍ଭରକ ହାଇେ ରହିଲେ,
Cross references
ୟାଯୀରଙ୍କର ତିରିଶଟି ପକ୍ସ୍ଟତ୍ର ଥିଲେ। ଯେଉଁମାନେ କି ତିରିଶଟି ଗଦ୍ଦର୍ଭ ଚଢି଼ଲେ ଓ ସମାନଙ୍କେର ତିରିଶଟି ସହର ଥିଲା। ସହେି ସହରଗୁଡିକୁ ୟାଯୀର ସହର ନାମ ରେ ଆଜି ପର୍ୟ୍ଯନ୍ତ ନାମିତ କରାୟାଇଛି। ସହେିସବୁ ସହରଗକ୍ସ୍ଟଡିକ ଗିଲିଯଦ ଦେଶ ରେ ଅଛି।
ଅବ୍ଦୋନ୍ଙ୍କର ଗ୍ଭଳିଶଟି ପକ୍ସ୍ଟତ୍ର ଓ ତିରିଶଟି ନାତି ଥିଲେ। ସମାନେେ ଶତକ୍ସ୍ଟରିଟି ଗଧ ଉପରେ ସବାର ହେଉଥିଲେ। ସେ ଆଠ ବର୍ଷଧରି ଇଶ୍ରାୟେଲ ଉପରେ ରାଜତ୍ବ କଲେ।
ଦେଖ, ସନ୍ତାନଗଣ ସଦାପ୍ରଭୁଙ୍କର ଉପହାର। ଗର୍ଭାଶଯରୁ ଶିଶୁମାନେ ସଦାପ୍ରଭୁଙ୍କର ପୁରସ୍କାର ଅଟନ୍ତି।
ତୁମ୍ଭମାନେେ ବିବାହ କରି ପୁତ୍ର କନ୍ଯା ଉତ୍ପାଦନ କର। ଆଉ ତୁମ୍ଭମାନଙ୍କର ସହେି ପୁତ୍ର କନ୍ଯାମାନଙ୍କୁ ବିବାହ କରାଇ ସମାନଙ୍କେଠାରୁ ପୁତ୍ରକନ୍ଯା ଜନ୍ମ କରାଅ। ଏହିପରି ବାବିଲର ଲୋକସଂଖ୍ଯା ବୃଦ୍ଧି କର କିନ୍ତୁ ଊଣା କର ନାହିଁ।