Home Bibles ☰ Books ବିଚାରକର୍ତାମାନଙ୍କ ବିବରଣ 14:10 · ଓଡ଼ିଆ ବାଇବେଲ
ବିଚାରକର୍ତାମାନଙ୍କ ବିବରଣ 14:10 · ଓଡ଼ିଆ ବାଇବେଲ

ଶାମ୍ଶୋନଙ୍କର ପିତା ସହେି ପଲେଷ୍ଟୀୟ ସ୍ତ୍ରୀ ଲୋକଟିକକ୍ସ୍ଟ ଦେଖିବାକକ୍ସ୍ଟ ଗଲେ। ଏପରି ପ୍ରଥା ଥିଲା ଯେ ଯେଉଁଥିପାଇଁ ସମାନେେ ସଠାେରେ ଏକ ଭୋଜି ଦେଲେ।

Cross references

ଆଦି ପୁସ୍ତକ 29:22

ତେଣୁ ଲାବନ ସଠାେକାର ସମସ୍ତ ଲୋକମାନଙ୍କୁ ଏକ ଭୋଜି ଦେଲେ।

ଏଷ୍ଟର ବିବରଣ 1:7

ସମାନେେ ନାନାପ୍ରକାର ସୁବର୍ଣ୍ଣପାତ୍ର ରେ ପାନଦ୍ରବ୍ଯ ଓ ରାଜାର ବଦାନ୍ଯତାନୁସା ରେ ପ୍ରଚୁର ରାଜକୀଯ ଦ୍ରାକ୍ଷାରସ ଦେଲେ।

ଉପଦେଶକ 10:19

ଖୁସି ନିମନ୍ତେ ଖାଦ୍ୟ ପ୍ରସ୍ତୁତ ହୁଏ। ପୁଣି ଦ୍ରାକ୍ଷାରସ ମନ ଆନନ୍ଦିତ କରେ, ଧନ ସବୁ କାର୍ୟ୍ଯ ରେ ଆ ସେ।

ମାଥିଉଲିଖିତ ସୁସମାଚାର 22:2

ଯୀଶୁ କହିଲେ, ସ୍ବର୍ଗରାଜ୍ଯ ହେଉଛି ନିଜ ପୁଅର ବିବାହ ଭୋଜି ପ୍ରସ୍ତୁତ କରିଥିବା ଜଣେ ରାଜାଭଳି।

ଯୋହନଲିଖିତ ସୁସମାଚାର 2:9

ତା'ପରେ ଭୋଜି ଦାଯିତ୍ବ ରେ ଥିବା ମୁଖ୍ଯ ଲୋକ ତାହାକୁ ଚାଖିଲେ। ସହେି ପାଣି ଏବେ ଦ୍ରାକ୍ଷାରସ ରେ ପରିଣତ ହାଇଯୋଇଥିଲା। ସେ ଜାଣି ନଥିଲେ ଯେ ଏପରି ଦ୍ରାକ୍ଷାରସ କେଉଁଠାରୁ ଆସିଲା? କିନ୍ତୁ ସହେି ପାଣି କାଢିଥିବା ସବେକମାନେ ଜାଣିଥିଲେ। ତା'ପରେ ଭୋଜିକର୍ତ୍ତା ବରକୁ ଡାକିଲେ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 19:9

ତା'ପରେ ଦୂତ ମାେତେ କହିଲେ, ଏହା ଲେଖ : ମଷେଶାବକଙ୍କ ବିବାହ ଭୋଜିକୁ ନିମନ୍ତ୍ରିତ ବ୍ଯକ୍ତିମାନେ ଧନ୍ଯ ! ସେ ଦୂତ ପୁଣି କହିଲେ, ପରମେଶ୍ବରଙ୍କର ବାକ୍ଯ ସତ୍ଯ ଅଟେ।

Interlinear

Choose Theme