Home Bibles ବିଚାରକର୍ତାମାନଙ୍କ ବିବରଣ 15:1 · ଓଡ଼ିଆ ବାଇବେଲ
ବିଚାରକର୍ତାମାନଙ୍କ ବିବରଣ 15:1 · ଓଡ଼ିଆ ବାଇବେଲ

ଅମଳ ସମୟରେ ଶାମ୍ଶାେନ୍ ଗୋଟିଏ ୟକ୍ସ୍ଟବା ଛଳେି ଉପହାର ଧରି ନିଜର ସ୍ତ୍ରୀକକ୍ସ୍ଟ ଦେଖିବାକକ୍ସ୍ଟ ଗଲେ ଏବଂ ସେ କହିଲେ, ମୁ ମାରେ ସ୍ତ୍ରୀକକ୍ସ୍ଟ ଦେଖିବାକକ୍ସ୍ଟ ୟାଇପା ରେ କି?

Cross references

ଆଦି ପୁସ୍ତକ 6:4

ସମାନଙ୍କେ ପସନ୍ଦ ଅନୁସାରେ ସମାନଙ୍କେୁ ବିବାହ କଲେ।

ଆଦି ପୁସ୍ତକ 29:21

ସାତବର୍ଷ ପରେ ଯାକୁବ ଲାବନକୁ କହିଲେ, ମାେତେ ରାହେଲକୁ ଦିଅ ମୁଁ ତାଙ୍କୁ ବିବାହ କରିବି। ତୁମ୍ଭ ପାଇଁ ମାରେ କାମ କରିବା ସମୟ ସରିୟାଇଛି।

ଆଦି ପୁସ୍ତକ 38:17

ଯିହୁଦା ଉତ୍ତର ଦଲୋ, ମୁଁ ମାରେ ପଲ ମଧ୍ଯରୁ ଏକ ୟୁବା ଛଳେି ପଠାଇ ଦବେି।

ଲୂକଲିଖିତ ସୁସମାଚାର 15:29

ବଡ ପୁଅ ବାପାଙ୍କୁ କହିଲା, 'ବର୍ଷବର୍ଷ ଧରି ମୁଁ ଗୋଟିଏ କ୍ରୀତଦାସ ଭଳି ତୁମ୍ଭର ସବୋ କରି ଆସିଛି। ତୁମ୍ଭର ଆଦେଶକୁ ସବୁବେଳେ ମାନି ଆସିଛି। କିନ୍ତୁ ତୁମ୍ଭେ ମାେ ପାଇଁ ଛଳେିଟିଏ ମଧ୍ଯ କବେେ ମାରିନାହଁ। ତୁମ୍ଭେ ମାେ ପାଇଁ ଓ ମାେ ବନ୍ଧୁମାନଙ୍କ ପାଇଁ କବେେ ହେଲେ ଭୋଜିଟିଏ ଦଇନୋହଁ।

Interlinear

Choose Theme